-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଢେଙ୍କାନାଳ ଜିଲ୍ଲାର କୋଭିତ ସ୍ଥିତି ଓ ଗାଁ କାର୍ଯ୍ୟ ସମୀକ୍ଷା

08-Nov-2021



ଢେଙ୍କାନାଳ (ପ୍ରେରଣା ଖବର)ଆଜି ଜିଲ୍ଲା କାର୍ଯ୍ୟ।ଳୟସ୍ଥ ଓସୱାନ ହଲଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ ଜିଲ୍ଲାର କୋଭିତ ସ୍ଥିତି ଓ 5 T ଅନ୍ତର୍ଗତ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି । କୋଭିଡ ସଂକ୍ରମଣ ଠାରୁ ଦୂରେଇ ରହିବାକୁ ମାଇକ ଯୋଗେ ଜନସାଧାରଣଙ୍କୁ ପୂର୍ବପରି ସଚେତନ କରାଯିବା ସହିତ ସାମାଜିକ ଦୂରତା ଓ ମାସ୍କ ବ୍ୟବହାର ଯାଞ୍ଚ ପ୍ରକ୍ରିୟା ଜାରି ରହିବ । କୋଭିତ ଗାଇଡ ଲାଇନ ଅନୁଯାୟୀ ସମସ୍ତ ସରକାରୀ ବୈଠକ ଓ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଘରକୁ ଘର ଯାଇ ଟୀକାକରଣରୁ ବାଦ ପଡିଥିବା ଲୋକଙ୍କୁ ଟୀକାପ୍ରଦାନ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ କହିଥିଲେ । ଜିଲ୍ଲାରେ ଡିସେମ୍ବର ମାସ ସୁଦ୍ଧା ଯେପରି ସମସ୍ତଙ୍କର ଟୀକାକରଣ ହୋଇପାରିବ , ସେଥ୍ ପାଇଁ ଜନଗହଳି ପୂର୍ଣ୍ଣ ଗ୍ରାମ ଛକ , ଦୈନିକ ହାଟ ଆଦିରେ ଶିବିର ଆୟୋଜନ କରି ଆଣ୍ଟିଜେନ ଟେଷ୍ଟ ଓ ଟୀକାକରଣର ବ୍ୟବସ୍ଥା କରିବା ନିମନ୍ତେ ସେ ପରାମର୍ଶ ଦେଇଛନ୍ତି । କୋଭିତ ସଂକ୍ରମଣକୁ ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ କରିବା ନିମନ୍ତେ ବିବାହ , ବ୍ରତ ଓ ଅନ୍ୟାନ୍ୟ ଉତ୍ସବ ଆୟୋଜନ ସମୟରେ କୋଭିତ ନିୟମ ଅନୁପାଳନ ଉପରେ କଡା ନଜର ରଖିବାକୁ ଜିଲ୍ଲାପାଳ ସମସ୍ତ ଉପଜିଲ୍ଲାପାଳ , ବିଡିଓ , ତହସିଲଦାର ଓ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ଧାର୍ଯ୍ୟ ଆର୍ଥିକ ସହାୟତା ପ୍ରଦାନ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମିଳିବାକୁ ଥିବା କାର୍ଡ ବଣ୍ଟନକୁ ବ୍ୟବସ୍ଥିତ କରିବାକୁ ବୈଠକରେ ଆଲୋଚନା ହୋଇଥିଲା । 5T ଅନ୍ତର୍ଗତ ମୋ ସ୍କୁଲ ଯୋଜନାରେ ବିଦ୍ୟାଳୟଗୁଡ଼ିକର ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କରି ସମସ୍ତ କାର୍ଯ୍ୟ ଯଥା ଶୀଘ୍ର ଶେଷ କରିବାକୁ ଜିଲ୍ଲାପାଳ କହିଛନ୍ତି । ଜିଲ୍ଲାରେ ହେଉଥିବା ଆଣ୍ଟିଜେନ ଏବଂ ଆରଟି ପିସିଆର ଟେଷ୍ଟ ଓ ଟୀକାକରଣ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା . ସୁଜାତା ରାଣୀ ମିଶ୍ର ଏବଂ ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡା.ଜ୍ୟୋତିଷ ଚନ୍ଦ୍ର ମହାପାତ୍ର ବୈଠକରେ ଅବଗତ କରାଇଥିଲେ । ଗତ ୬ ତାରିଖ ସୁଦ୍ଧା ଜିଲ୍ଲାରେ ୭୧୧୫୧୮ ଜଣ ପ୍ରଥମ ଡୋଜ ଟୀକା ଏବଂ ୨୫୧୩୩୯ ଜଣ ଦ୍ବିତୀୟ ଡୋଜ ଟୀକା ନେଇଥିବା ପ୍ରକାଶ କରିଛନ୍ତି । ଏହି ଭିଡ଼ିଓ କନଫେରେନସିଙ୍ଗ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ , ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ , ସଦର ଉପଜିଲ୍ଲାପାଳ ଶ୍ରୀମତୀ ସ୍ନିଗ୍ଧା ରାଣୀ ଧଳ , ଆପତ କାଳୀନ ଅଧିକାରୀ ଶ୍ରୀମତୀ ସ୍ନିଗ୍ଧା । ଛାୟା ମହାପାତ୍ର , ପୌର ନିର୍ବାହୀ ଅଧିକାରୀ ଶ୍ରୀ ଅତନୁ କୁମାର ସାମନ୍ତ , ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ନିବେଦିତା ପାଣି , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀମତୀ ଅନୁରାଧା ଗୋସ୍ବାମୀ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ଜ୍ୟୋତ୍ସ୍ନା ରାୟ , ଓସଡମା , ଡି.ପି.ଓ. ଶ୍ରୀ ନିମାଇଁ ଚରଣ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like