-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ମମିତା ମେହେରଙ୍କୁ ନ୍ୟାୟ ଦାବୀରେ ବିଜେପିର ଗଣଧାରଣା ଓ ବିକ୍ଷୋଭ - ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଓ ଗିରଫ ଦାବୀ

08-Nov-2021



:ଢେଙ୍କାନାଳ( ପ୍ରେରଣା ଖବର) ବହୁ ଚର୍ଚ୍ଚିତ ମମିତା ମେହେରଙ୍କ ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ପ୍ରତ୍ୟେକ୍ଷ ଭାବେ ଜଡିତ ଥିବାର ବହୁ ପ୍ରମାଣ ଥିବା ସତ୍ତ୍ଵେ ଏବଂ ଏହା ଭିତରେ ଏକମାସ ବିତିଯାଇଥିଲେ ହେଁ ପୋଲିସ୍‌ ତାଙ୍କୁ ପକ୍ଷଭୂକ୍ତ କରୁନାହିଁ କିମ୍ବା ଗିରଫ କରୁନାହିଁ । ଏଭଳି ଏକ ବିଭତ୍ସ ଘଟଣାରେ ମୁଖ୍ୟମନ୍ତ୍ରୀ ଏପର୍ଯ୍ୟନ୍ତ ନିରବ । ଏଥିରୁ ଜଣାଯାଉଛି ମୁଖ୍ୟମନ୍ତ୍ରୀ ଏ ବାବଦରେ ଅବଗତ ନାହାଁନ୍ତି କିମ୍ବା ନିଜ ଦଳର ଅପରାଧ ମନ୍ତ୍ରୀ ଓ ଦଳୀୟ ନେତାଙ୍କୁ ସୁରକ୍ଷା ଦେଉଛନ୍ତି । ଏହି ପରିପ୍ରେକ୍ଷୀରେ ମମିତାଙ୍କୁ ନ୍ୟାୟ ଦେବା ପାଇଁ ମନ୍ତ୍ରୀ ଦିବ୍ୟ ଶଙ୍କରଙ୍କ ଗିରଫ ଓ ଇସ୍ତଫା ଦାବୀରେ ଆଜି ପୂର୍ବାହ୍ନରେ ଢେଙ୍କାନାଳ ସଦର ବ୍ଲକ୍ ସମ୍ମୁଖରେ ବିଜେପି ତରଫରୁ ଜିଲ୍ଲା ଉପସଭାପତି ବିଷ୍ଣୁ ପ୍ରସାଦ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଏକ ଗଣଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଜିଲ୍ଲା ସଭାପତି ନରେଶ ଚନ୍ଦ୍ର ମହାପାତ୍ର , ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର , ଜିଲ୍ଲା ମିଡିଆ ସେଲ୍ ପ୍ରଭାରୀ ନବ କିଶୋର ଗୁରୁ , ଜିଲ୍ଲା ଉପସଭାପତି ଭାରତୀ ସାଇଁ , ଜିଲ୍ଲା ମହିଳା ମୋର୍ଚ୍ଚା କୋଷାଧ୍ୟକ୍ଷ ରୋଜାଲିନ୍ ପଣ୍ଡା , ରାଜ୍ୟ ପରିଷଦ ସଦସ୍ୟ ଜ୍ଞାନରଞ୍ଜନ ନାଏକ , ଭାବଗ୍ରାହୀ ନାଏକ , ନଗର ମଣ୍ଡଳ ସଭାପତି ଅଜୟ କୁମାର ଭଞ୍ଜ , ସାଧାରଣ ସଂପାଦକ ଧୃବ ଚରଣ ସାଇଁ , ଯୁବମୋର୍ଚ୍ଚା ସଭାପତି ସୁଶାନ୍ତ ପ୍ରଧାନ , ସାଧାରଣ ସଂପାଦକ ବ୍ରହ୍ମାନନ୍ଦ ସାହୁ , ରୁଦ୍ରନାରାୟଣ ପଟ୍ଟନାୟକ , ପ୍ରଫୁଲ୍ଲ ପଣ୍ଡା ପ୍ରମୁଖ ଉଦ୍‌ବୋଧନ ଦେଇ ବିଜେଡି ସରକାରଙ୍କୁ କଟୁ ସମାଲୋଚନା କରିବା ସହ ଏ ସରକାରରେ ମହିଳାମାନେ ସୁରକ୍ଷିତ ନୁହଁନ୍ତି ବୋଲି ମତବ୍ୟକ୍ତ କରିଥିଲେ । ଯେ ପର୍ଯ୍ୟନ୍ତ ମନ୍ତ୍ରୀଙ୍କୁ ଗିରଫ କରାନଯାଇଛି ଓ ମନ୍ତ୍ରୀ ପଦରୁ ଇସ୍ତଫା ଦେଇନାହାନ୍ତି ସେ ପର୍ଯ୍ୟନ୍ତ ଏ ଆନ୍ଦୋଳନ ଜାରି ରହିବ ବୋଲି ଘୋଷଣା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମହିଳାମୋର୍ଚ୍ଚା ସାଧାରଣ ସମ୍ପାଦିକା ସସ୍ମିତା ସାମଲ , ମଧୁସ୍ମିତା ପୁହାଣ , ଭଲି ନାୟକ , ସସ୍ମିତା ପୁହାଣ , ଅଶାନ୍ତି ବେହେରା , ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଶେକ୍ ସଲାଉଦ୍ଦିନ୍ , ଅଭିମନ୍ୟୁ ବେହେରା , କ୍ଷେତ୍ରବାସୀ ସାହୁ , ମଧୁସୂଦନ ଜେନା , ରାଜେନ୍ଦ୍ର ରାଉତ , ଜିଲ୍ଲା ଯୁବମୋର୍ଚ୍ଚା ସାଧାରଣ ସଂପାଦକ ରଂଜିତ୍ ବିଶାଲ୍ , ନଗର ମଣ୍ଡଳ ଉପସଭାପତି ଅଶୋକ ଦାସ , ଅରବିନ୍ଦ ପାଣ୍ଡେ , ରାଜେନ୍ଦ୍ର ପ୍ରଧାନ , ଦେବାଶିଷ ପାଣି , ସନ୍ତୋଷ ରାଉତ , ଉତମ ଧଳ , ବିଜୟ କୁମାର ବାରିକ୍ , ମହାଦୀୟ ବାରିକ , ଦୀପ୍ତିରଞ୍ଜନ ପଣ୍ଡା , ମମତା ସାହୁ , ସୁଚିତ୍ର ବେହେରା ସମେତ ଶତାଧିକ କାର୍ଯ୍ୟକର୍ତା ଯୋଗଦେଇଥିଲେ । ଶେଷରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତଳିକା ଦାହ କରାଯାଇଥିଲା । ନଗରମଣ୍ଡଳ ସଭାପତି ଅଜୟ କୁମାର ଭଞ୍ଜ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like