-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଅହଲ୍ୟା ମାତା ପରି ପଡ଼ି ରହିଥିଲା କୋଶଳ କମିଟିର ପାଦ ପଡ଼ିଲା ପରେ ଉଦ୍ଧାର ପାଇଲା ଓଭର ଟ୍ୟାଙ୍କ

08-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ବଲାଙ୍ଗୀର ଜିଲ୍ଲା ବେଳପଡା ବ୍ଲକ ଧୁମାଭଟା ଗ୍ରାମର ଲୋକେ ପାନୀୟ ଜଳ ପାଇଁ ଘୋର ସମସ୍ୟାର ସମ୍ମୁଖୀନ ହେଉଥିଲେ । ଗାଁ ରେ ଯେତେକ ନଳକୂପ ଅଛି ଜନସଂଖ୍ୟା ଦୃଷ୍ଟିରୁ ଯଥେଷ୍ଟ ନୁହେଁ ବୋଲି ଜନସାଧାରଣରେ ମତ ପ୍ରକାଶ ପାଉଛି।ଅନେକ ନଳକୂପ ଅଚଳ ଅବସ୍ଥାରେ  ପଡ଼ିରହିଥିବା ବେଳେ ଯେତେକ ଚାଲୁଛି ପାଣି କମ ବାହାରୁଛି । ପାଞ୍ଚ ହଜାର ଜନସାଧାରଣ ଙ୍କ ସ୍ୱାର୍ଥ ଦୃଷ୍ଟିରୁ ପାନୀୟ ଜଳ ପାଇଁ ଅନେକ ବର୍ଷ ରୁ ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ରାଜନେତା ଙ୍କୁ ମଧ୍ୟ ବାରମ୍ବାର ଅଭିଯୋଗ କଲେ ସୁଦ୍ଧା କୌଣସି ସୁଫଳ ମିଳିନଥିଲା । ଏହି ସମସ୍ୟାର ସମାଧାନ ପାଇଁ କୋଶଲ ଯୁବ ସଂମନ୍ଵୟ ସମିତି ର ଆହ୍ୱାନ କ୍ରମେ ଗ୍ରାମ୍ୟ ଜନସାଧାରଣ ଙ୍କ ସହଯୋଗ ରେ ବିଗତ କିଛି ମାସ ପୂର୍ବେ ବଲାଙ୍ଗୀର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ କରାଯାଇଥିଲା । ଆନ୍ଦୋଳନ ତୀବ୍ରତର ହେବାର ସମ୍ଭାବନା କୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ନିଜ କାର୍ଯ୍ୟାଳୟ କୁ ଡାକି ଯଥାଶୀଘ୍ର କାର୍ଯ୍ୟକାରୀ

କରିବାକୁ ନିର୍ଭର ପ୍ରତିଶୃତି ଦେଇଥିଲେ ‌ ଓ ଆନ୍ଦୋଳନ ରୁ ଓହରି ଯିବାକୁ ଅନୁରୋଧ କରିଥିଲେ ତାପରେ ଆନ୍ଦୋଳନ କୁ ସ୍ଥଗିତ କରାଗଲା । ପରବର୍ତ୍ତୀ ସମୟରେ ପୁଣି କୋଶଲ ଯୁବ ସଂମନ୍ଵୟ ସମିତି ର ବାରମ୍ବାର ଅଭିଯୋଗ ସମୀକ୍ଷା ପରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ମଣ୍ଡଳ କାର୍ଯ୍ୟାଳୟ ବଲାଙ୍ଗୀର ତରଫରୁ ଧୁମାଭଟା ଗ୍ରାମରେ ଓଭର ହେଡ ଟ୍ୟାଙ୍କ ଯୋଗେ ପାନୀୟ ଜଳଯୋଗାଣ 

ପାଇଁ ଟ.୧.୭୯ କୋଟି (ଏକ କୋଟି ଅଣସ୍ତୁରୀ ଲକ୍ଷ ଟଙ୍କା ) ଅଟକଳ ବିନିମୟ ରେ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ଏବଂ ଗୋଟିଏ ସପ୍ତାହ ମଧ୍ୟରେ କାର୍ଯ୍ୟ ଆରମ୍ଭ ହେବାକୁ ବିଭାଗୀୟ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
ଏହି ପ୍ରକଳ୍ପ ହେବା ଦ୍ୱାରା ଧୁମାଭଟା ଜନସାଧାରଣ ବହୁତ ମାତ୍ରାରେ ଉପକୃତ ହେବେ । ଧୁମାଭଟା ଗ୍ରାମର ଦାବୀ କୁ ଯଥାଶୀଘ୍ର ଦୃଷ୍ଟିଗୋଚର ଦେଇ କାର୍ଯ୍ୟ ଆରମ୍ଭ ହେଉଥିବାରୁ ଆଜି ବିଭାଗୀୟ ଅଧିକାରୀ ବନମାଳୀ ନାଏକ କୁ ଡ଼ାକି ବହୁ ଶିଘ୍ର ହେବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବନମାଳୀ ନାଏକ ଙ୍କ ଅକ୍ଳାନ୍ତ ପରିଶ୍ରମ ଓ କୋଶଳ ସମନ୍ୱୟ ସମିତି ର ସାହାଯ୍ୟ ପାଇଁ ଅଞ୍ଚଳବାସୀ କୃତଜ୍ଞତା ଜ୍ଞାପନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like