-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବିଜେପି ପକ୍ଷରୁ ମନ୍ତ୍ରୀ ଦିବ୍ୟଶଙ୍କର ଙ୍କ କୁଶ ପୁତ୍ତଳିକା ଦାହ ଓ ମୁଖ୍ୟମନ୍ତ୍ରୀ ଙ୍କ କଳାହାଣ୍ଡି ଗସ୍ତ କୁ ବିରୋଧ

09-Nov-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା )କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ମାର୍ଟ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l ସେହିପରି କୋକସରା ବ୍ଲକରେ ରାଜ୍ୟ ସରକାରଙ୍କ ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ର ଗୁରୁତ୍ୱ ସ୍ୱାସ୍ଥ୍ୟ ଚିକିତ୍ସା ସମ୍ବନ୍ଧରେ ସଚେତନ କରିଥିଲେ 
ତେବେ ମମିତା ହତ୍ୟା ଘଟଣାରେ ରାଜ୍ୟ ଗୃହମନ୍ତ୍ରୀଙ୍କ ଲିଙ୍କ କୁ ନେଇ ବିରୋଧୀ ତାତିଥିବା ଦେଖିବାକୁ ମିଳିଥିଲା l ଗତକାଲି କୋକସରା ବ୍ଳକ ବିଜେପି ପକ୍ଷରୁ ଜିଲ୍ଲା ସମ୍ପାଦକ ଗୋଦାବରୀଶ ପାତ୍ରଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଗୃହମନ୍ତ୍ରୀଙ୍କ କୁଶପୁତ୍ତଳିକାକୁ ଶବ ଶୋଭାଯାତ୍ରା ଭଲି ପ୍ରଦର୍ଶନ କରି ଜଗନ୍ନାଥ ମନ୍ଦିର ଠାରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ପ୍ରତିବାଦ ସଭା କରି କୁଶପୁତ୍ତଳିକା ଦାହ କରି  ଥିଲେ l ମୁଖ୍ୟମନ୍ତ୍ରୀ ମୁର୍ଦାବାଦ, ଗୃହମନ୍ତ୍ରୀ ମୁର୍ଦାବାଦ ନାରା ଦେଇ  ଘଟଣାର ସିବିଆଇ ତଦନ୍ତ ଓ ଗୃହ ମନ୍ତ୍ରୀ ଙ୍କ ବହିଷ୍କାର ପାଇଁ ନାରା ବାଜି କରିଥିଲେ  l

ବିଜେପିର କୋକାସରା ମଣ୍ଡଳ ସଭାପତି ତ୍ରିନାଥ ବାଗ, ସମ୍ପାଦକ ତ୍ରିନାଥ ଶବର, ଆମପାଣି ମଣ୍ଡଳ ସଭାପତି ଅର୍ଜୁନ ଭାଟି, ସମ୍ପାଦକ ମଧୁବନ ପାତ୍ର , ଜିଲ୍ଲା ଉପ ସଭାପତି କୃଷକ ମୋର୍ଚ୍ଚା ଦୁର୍ଗା ପ୍ରସାଦ ପ୍ରଧାନୀ, ବରିଷ୍ଠ ବିଜେପି ନେତା ନରେଦ୍ର ପ୍ରଧାନୀ, ରାଜ୍ୟ କାର୍ଯ୍ୟକାରିଣୀ ମହିଳା ନେତ୍ରୀ କୁନ୍ତୀ ପାଳ, ଜିଲ୍ଲା ଯୁବ ମୋର୍ଚ୍ଚା  କାର୍ଯ୍ୟକାରିଣୀ ସଦସ୍ୟ ସୁଜିତ ସିଂ ରାଜପୁତ , ସାଧାରଣ ସମ୍ପାଦକ ଧବଳେଶ୍ବର ଗୋପାଳ, ବିଜେପି ନାରୀ ନେତ୍ରୀ ଧରିତ୍ରୀ ବାଗ ପ୍ରମୁଖ ଉପସ୍ଥିତ ରହି ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଙ୍କ ଗମ୍ଭାରୀ ଗୁଡା ଗସ୍ତ ସମୟରେ କଳାପତାକା ପ୍ରଦର୍ଶନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like