-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||     

HOME   ଜିଲ୍ଲା

ପୋଲିସ ହାବୁଡ଼ରେ ଚାଉଳ ବୋଝେଇ ଟ୍ରକ ଡ୍ରାଇଭର ଥାନା ରେ ଅଟକ

09-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ ) ବଲାଙ୍ଗିର ଜିଲ୍ଲା ବେଲପଡା ପୋଲିସ ଦ୍ବାରା ଏକ ଚାଉଳ ବୋଝେଇ ଟ୍ରକ ଜବତ ହେବା ସହ ଡ୍ରାଇଭରକୁ ଥାନାରେ ଅଟକ ରଖିଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ଅନ୍ତର୍ଗତ ସଲଣ୍ଡି ପଞ୍ଚାୟତ ଅଧୀନସ୍ଥ ଉଡିଙ୍ଗ ଓ ଲଥାକେନ୍ଦ ମଝିରେ ଥିବା ଶ୍ୟାମ ଜୀ ମିଲ କୁ ରାତି ସମୟ   ୨ଟାରେ ଏକ ଦଶଚକିଆ ଟ୍ରକ ନମ୍ବର (ଓ ଆର୍ ୪୭ ଏସ୍ ୩୨୦୨) ରାଉରକେଲାରୁ ଆସୁଥିବା ବେଳେ ବେଲପଡା ଥାନା ଅଧିକାରୀ ବୁଳୁ ମୁଣ୍ଡା ଚଢ଼ାଉ କରି ଥାନାକୁ ଆଣିଥିଲେ ଓ ଡ୍ରାଇଭର ସୁରେଶ ଯାଦବ(୨୨) ପିତା.ହରିନ୍ଦ୍ର ଯାଦବକୁ ଥାନା

ରେ ଅଟକ ରଖି ପଚରାଉଚରା କରୁଛନ୍ତି। ସେହି ଟ୍ରକ୍ ଭିତରେ ୫୦ କେଜି ଓଜନ ର ୫୦୦ ବସ୍ତା ଚାଉଳ ଥିବା ଜଣାପଡିଛି। ଏଠି ପ୍ରଶ୍ନ ଉଠୁଛି ଯେ ଗତ ବର୍ଷ ବେଲପଡା ଅଞ୍ଚଳ ରେ ବହୁତ ପରିମାଣରେ ଧାନ ଫସଲ ହୋଇଥିଲା ଏବଂ ଧାନ ବିକ୍ରି ନ ହୋଇ କମ ମୂଲ୍ୟରେ ବିକ୍ରି କରିଥିଲେ। କିନ୍ତୁ କେଉଁ କାରଣରୁ ମିଲର୍ସ ଅନ୍ୟ ସ୍ଥାନରୁ ଚାଉଳ ଆଣୁଛନ୍ତି ତାହା ସନ୍ଦେହ ଜାତ ହେଉଛି। ମାମଲା ରଫାଦଫା କରିବା ପାଇଁ ଶ୍ୟାମ ଜୀ ମିଲ ମାଲିକ ଵେଲପଡା ଥାନା  କୁ ଆସିଥିଲେ। କିନ୍ତୁ କାଗଜପତ୍ର ଠିକ୍ ଭାବରେ ଦେଖାଇ ନ ଥିବାରୁ ପୁଣି ଚାଲିଯାଇଥିଲେ।ଏବେ ଟ୍ରକ କୁ ଜବତ କରି ଡ୍ରାଇଭର ଥାନା ରେ ଅଟକ ଥିବା ଥାନା ଅଧିକାରୀ ବୁଳୁ ମୁଣ୍ଡା ସୂଚନା ଦେଇଛନ୍ତି।ଏ ବିଷୟରେ ବେଲପଡା ଯୋଗଣ ଅଧିକାରୀ କୁ ପଚାରିବାରୁ ସେ କହିଲେ କି ତାହା ପିଡିଏସ ଚାଉଳ ନୁହେଁ ଓ ତାହା ଥାନା ଅଧିକାରୀ ତଦନ୍ତ କରିବେ। ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀ ବିରୋଧରେ ଦୃଢ଼ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026

You Might Also Like