-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ଢେଙ୍କାନାଳ ସୁରକ୍ଷା ସମିତି ତରଫରୁ ବିଭିନ୍ନ ଦାବିନେଇ ରାଜ୍ୟପାଳଙ୍କୁ ଜିଲ୍ଲାପାଳ ଙ୍କ ମାଧ୍ୟମରେ ଦାବିପତ୍ର ପ୍ରଦାନ

09-Nov-2021



ଢେଙ୍କାନାଳ (ପ୍ରେରଣା ଖବର ) ଢେଙ୍କାନାଳ ସୁରକ୍ଷା ସମିତି ଢେଙ୍କାନାଳ ଅନୁକୂଲ୍ୟରେ ଭିକ୍ଷୋପ ପଦର୍ଶନ । ସାରା ରାଜ୍ୟରେ ଚର୍ଚିତ ମମିତା ମେହେର ହତ୍ୟାକାଣ୍ଡକୁ ମାସେ ହୋଇଥିବା ପରେ ମଧ୍ୟ ହତ୍ୟାକାଣ୍ଡର  ଠିକ ଭାବେ ତଦନ୍ତ ହୋଇପାରିନାହିଁ କି ପ୍ରକୃତ ହତ୍ୟାକାରୀ ଧରା ପଡ଼ିନାହାନ୍ତି । ହତ୍ୟାକାଣ୍ଡର ପ୍ରକୃତ କାରଣ ସରକାର ଗଣମାଧ୍ୟମରେ ଉପସ୍ଥାପନ କରିପାରି ନାହାନ୍ତି  । କେବଳ ସରକାର ଜଣେ ପୋଲିସ ଅଧିକାରୀଙ୍କୁ ପଦବୀରୁ ବହିଷ୍କାର କରି ତଦନ୍ତକୁ ବାଟମାରଣା କରୁଛନ୍ତି ଯାହାକି ଓଡ଼ିଶାରେ ସମସ୍ତ ରାଜନୈତିକ ବିକ୍ଷୋପ, ଧର୍ମଘଟ , ଅନଶନ ଜାରି ରଖିଛନ୍ତି । ଏଥିରେ ସମ୍ପୃକ୍ତି ଥିବା ଗୃହମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର ମହାଶୟଙ୍କୁ ତାଙ୍କ ପଦବୀରୁ ଅଦ୍ୟାବଧି ବହିଷ୍କାର କରିଲେ ନାହିଁ କିମ୍ବା ଢେଙ୍କାନାଳ ଯୋଜନବୋର୍ଡ ପଦବୀରୁ ନିଲମ୍ବିତ କରିଲେ ନାହିଁ । ଏଣୁ ମନ୍ତ୍ରୀଙ୍କୁ ସାମ୍ବିଧାନିକ ଦୃଷ୍ଟିରୁ ମନ୍ତ୍ରୀ ପଦରୁ ତୁରନ୍ତ ବହିଷ୍କାର କରାଗଲେ ତଦନ୍ତ ପ୍ରକ୍ରିୟା ଠିକ ଭାବେ ହୋଇପାରିବ ବୋଲି ଢେଙ୍କାନାଳ ସୁରକ୍ଷା ସମିତି ଆଶା କରିଛି । ଢେଙ୍କାନାଳର ତତ୍କାଳୀନ ଉପ-ଜିଲ୍ଲାପାଳ ତଥା ବର୍ତମାନ ପ୍ରକଳ୍ପ ନିର୍ଦେଶକ ଗ୍ରାମ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ଉପ ଜିଲ୍ଲାପାଳ ଥିବା ସମୟରେ ଜିଲ୍ଲାପାଳଙ୍କର ପତ୍ର ନଂ 4455 ତା- 5.5.2020 ରେ ତଦନ୍ତ କରିବା ପାଇଁ ଜିଲ୍ଲାପାଳ ଶ୍ରୀ ଭୁମେଷ ଚନ୍ଦ୍ର ବେହେରା 20.09.2020 ସୁଧା ଏହାର ତଦନ୍ତ ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ କିନ୍ତୁ ଉପ ଜିଲ୍ଲାପାଳ ତଦନ୍ତ ନକରି ଜିଲ୍ଲାପାଳଙ୍କ ନିର୍ଦେଶକୁ ବେଖାତିର କରି କୌଣସି ତଦନ୍ତ ରିପୋର୍ଟ ଜିଲ୍ଲାପାଳଙ୍କୁ ଦେଲେ ନାହିଁ । ଜିଲ୍ଲାପାଳଙ୍କ କାର୍ଯ୍ୟାଲୟରୁ କୌଣସି ଉତ୍ତର ନମିଳିବା ହେତୁ ପୁନଶ୍ଚ ଏକ ଚିଠି ଦିଆଯାଇଥିଲେ ମଧ୍ୟ କୌଣସି ଉତ୍ତର ମିଳିଲା ନାହିଁ । ଜଳାଶ୍ରୟ ଜମି ମୌଜା ସାନ ଷାଠିଆ ବାଟିଆ , ଖାତା ନଂ -387 / 1896 ପ୍ଲଟ ନଂ -522 0.310 ଡେସିମିଲ ପରିମିତ ଜମି ଜଳାଶୟର କିଶମ ୨ ଥିବା ପରେ ଏହାକୁ ସାରଦ ୨ କିଶମ ପରିବର୍ତ୍ତନ କରିଥିବା

କେଲେଙ୍କାରୀରେ ସମ୍ପୃକ୍ତ ଥିବା ସରକାରୀ କର୍ମଚାରୀ ଓ ଜମି ମାଲିକ ବିରୁଦ୍ଧରେ ଆଇନଗତ କାର୍ଯ୍ୟନୁଷ୍ଠାନ ନିଆଗଲା କିନ୍ତୁ ତଦନ୍ତକୁ ଚାପି ଦେଇଥିବା ତତ୍କାଳୀନ ଉପ ଜିଲ୍ଲାପାଳଙ୍କ ବର୍ତମାନ ପ୍ରକଳ୍ପ ନିର୍ଦେଶକ ଗ୍ରାମ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ବିରୁଦ୍ଧରେ କୌଣସି ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଗଲା ନାହିଁ । ଏହା ସମ୍ବନ୍ଧରେ ଜିଲ୍ଲାପାଳଙ୍କ ମାଧ୍ୟମରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ 27.08.2021 ଓ 15.09.2021 ଦୁଇଟି ଦାବିପତ୍ର ଦେବାପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ନାହିଁ |  ଏଣୁ ଯଦି କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରା ନଯାଏ , ଆଗାମୀ ଦିନରେ ମହାମାନ୍ୟ ରାଜ୍ୟପାଳଙ୍କ ବାସ ଭବନ ସମ୍ମୁଖରେ ଧାରଣାରେ ବସିବେ ବୋଲି ଢେଙ୍କାନାଳ ଜିଲା ସୁରକ୍ଷା ସମିତି ଦାବି କରିଛି । ତେଣୁ ଆଜି ଢେଙ୍କାନାଳ ସୁରକ୍ଷା ସମିତି ତରଫରୁ ଏକ ଦାବିପତ୍ର ଢେଙ୍କାନାଳ ଜିଲ୍ଲାପାଳଙ୍କ ମାଧ୍ୟମରେ ମହାମହୀମ ରାଜ୍ୟପାଳଙ୍କୁ କାର୍ଯ୍ୟାନୁଷ୍ଠାନ ନେବା ନିମନ୍ତେ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like