-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ମନୋରଞ୍ଜନ

ଜୋରସୋରରେ ସୁଟିଂ ଚାଲିଛି ଲିପିକା ସମ୍ବିତଙ୍କ ନୀଳ ନୟନା

09-Nov-2021



ଭୁବନେଶ୍ବର (ଅମୃତ କୁମାର ନନ୍ଦ): ସୁଟିଂ ଚାଲିଛି ନୂଆ ଓଡ଼ିଆ ଚଳଚ୍ଚିତ୍ର ତୁ "ସେଇ ନୀଳ ନୟନା"।ଡ୍ରାମା ର ୫୦ପ୍ରତିଶତ ସହ ଗୀତ ମଧ୍ୟ ସୁଟିଂ ଯୋରଦାରରେ ଚାଲିଛି।
ନୃତ୍ୟ ନିର୍ଦ୍ଦେଶକ ସୁଧାକର ବସନ୍ତଙ୍କ ବଳିଷ୍ଠ ନିର୍ଦ୍ଦେଶନା ରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଗୀତ ଗୁଡ଼ିକ ସୁଟିଂ ଚାଲିଛି।
ଦୁଇଟି ଗୀତ ର ଦୃଶ୍ୟାୟନ ହାଇଦ୍ରାବାଦ ର ରାମୋଜୀ ଫିଲ୍ମ ସିଟିରେ ସୁଟିଂ ହେବ ବୋଲି କ୍ରିଏଟିଭ ହେଡ୍ ପ୍ରଣୟ ଜେଠୀ ସୂଚନା ଦେଇଛନ୍ତି।
ଚଳଚ୍ଚିତ୍ର ର ପ୍ରଯୋଜନା କରୁଛନ୍ତି ସଚ୍ଚିକାନ୍ତ ଜେନା ଓ ବିନି ପଟ୍ଟନାୟକ। ନିର୍ଦ୍ଦେଶନା ଦାୟିତ୍ୱରେ ଅଛନ୍ତି ତ୍ରିପତି ସାହୁ। ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଛନ୍ତି ଡଃ ରଜନୀରଞ୍ଜନ। ସଂଗୀତ ନିର୍ଦ୍ଦେଶନା ଦାୟିତ୍ଵ ରେ ଅଛନ୍ତି ପ୍ରେମାନନ୍ଦ।
ଏଥିରେ ପିଣ୍ଟୁ ନନ୍ଦ,ପୃଥୀରାଜ, ଆଲିସା, ଅମର,
ପ୍ରତିଭା ପଣ୍ଡା, ଜୀବନ ପଣ୍ଡା, ଜୟପ୍ରକାଶ , ମଣି, ବିଶାଲ, ଜ୍ୟୋତି, ପ୍ରଦ୍ୟୁମ୍ନ ଲେଙ୍କା ପ୍ରମୁଖ ବିଭିନ୍ନ ଭୂମିକାରେ ଅଭିନୟ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm