-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

10-Nov-2021



ଭୂବନେଶ୍ୱର:(ପ୍ରେରଣା ଖବର)-  ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅଷ୍ଟମ ବାର୍ଷିକ ସ୍ଵନକ୍ଷତ୍ର ମହୋତ୍ସବ ଏବଂ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭୂବନେଶ୍ୱର ରୁ ଦୈନିକ ତ୍ରୈମାସିକ ସତ୍ୟ,ନିର୍ଭୀକ ଓ ନିରପେକ୍ଷ  ବିଶ୍ବବାଣୀ ସମ୍ବାଦପତ୍ର ରେ ଜଡିତ ଥିବା ବରଗଡ ଜିଲ୍ଲା ରୁ ଶ୍ରୀ କ୍ଷୀରୋଜ ନାୟକ ଏବଂ ବରିଷ୍ଠ ସାମ୍ବାଦିକ ଶ୍ରୀମାନ ନିରଞ୍ଜନ ତ୍ରିପାଠୀ ଯେ'କି କଟକ ରୁ ପ୍ରକାଶିତ କ୍ରାନ୍ତି ଓଡିଶା ଏବଂ ବଲାଙ୍ଗିର ରୁ ପ୍ରକାଶପାଇ ଆସୁଥିବା ପ୍ରେରଣା ସମ୍ବାଦପତ୍ର ଦ୍ୱାରା ଜଡ଼ିତ  ତାଙ୍କୁ  ସମ୍ମାନିତ କରାଯାଇଛି l ଯେଉଁ ସମୟରେ ସାର ବିଶ୍ଵ କରୋନା ମହାମାରୀ କବଳରେ କବଳିତ ହୋଇଥିଲା ସେହି ସମୟରେ ଏ ଦୁଇଜଣ ସମାଜର ମଙ୍ଗଳ କାମନା ପାଇଁ ନିଜ ଜୀବନକୁ ବାଜିଲଗାଇ ଗ୍ରାମାଞ୍ଚଳରୁ

ସହରାଞ୍ଚଳ ପର୍ଯ୍ୟନ୍ତ ଟିକିନିକି ଖବର ସଂଗ୍ରହ ତଥା ପରିବେଷଣ କରି ରାଜ୍ୟ ସରକାର ତଥା ପ୍ରଶାସନ ଙ୍କ ନଜର କୁ ଆଣିଥିଲେ ଏବଂ ନିରପେକ୍ଷ ସାମ୍ବାଦିକତାର ପରିଚୟ ଦେଇଥିଲେ | ଜନସାଧାରଣ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ସମୟରେ ତାଙ୍କ ପାଖରେ ଛିଡ଼ା ହୋଇ ଅନେକ ସମସ୍ୟାକୁ ସମାଧାନ ମଧ୍ୟ କରିଥିଲେ l ସେ ସମୟରେ ଜନସାଧରଣଙ୍କୁ ସଚେତନ କରାଇବା ଏକ ବଡ଼ ଚେଲେଞ୍ଜ ଭାବେ ଉଭା ହୋଇଥିଲା । ଏହିଭଳି  ଚେଲେଞ୍ଜ କୁ ସବୁବେଳେ ସବୁସମୟରେ ଗ୍ରହଣ କରିଛନ୍ତି  ଏ ଦୁଇଜଣ ସାମ୍ବାଦିକ l ଅଷ୍ଟମ ବାର୍ଷିକ ସ୍ଵନକ୍ଷତ୍ର ମହୋତ୍ସବରେ  ଜଡିତ ଥିବା ବରିଷ୍ଠ ସାମ୍ବାଦିକ ନିରଞ୍ଜନ ତ୍ରିପାଠୀ ଏବଂ ଶ୍ରୀ କ୍ଷୀରୋଜ ନାୟକ ଙ୍କ କର୍ମମୟ ଜୀବନ ସୁଖମୟ ହେଉ ଏହାହିଁ କାମନା |


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like