-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବିଜେପି କାର୍ଯ୍ୟକର୍ତ୍ତା ମାନଙ୍କୁ ପରାମର୍ଶ ଦେଲେ ରାଷ୍ଟ୍ରୀୟ ସାଧାରଣ ସମ୍ପାଦିକା ଶ୍ରୀମତୀ ଡ଼ି. ପୁରନ୍ଦେଶ୍ୱରୀ

10-Nov-2021



ବରଗଡ(ନିରଞ୍ଜନ ତ୍ରିପାଠୀ) :-ଆଜି ବିଜେପି ରାଷ୍ଟ୍ରୀୟ ସାଧାରଣ ସମ୍ପାଦିକା ତଥା ଓଡିଶା ପ୍ରଭାରୀ ଡ଼ି. ପୁରନ୍ଦେଶ୍ୱରୀ  ଙ୍କ  ପ୍ରଥମ ବରଗଡ଼ ଜିଲ୍ଲା ଗସ୍ତ ଅବସରରେ ବରଗଡ଼ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।ଏହି ଅବସରରେ ଜିଲ୍ଲା ସଭାପତି ଆଶ୍ୱିନୀ ଷଡ଼ଙ୍ଗି ଙ୍କ ସଭାପତିତ୍ୱରେ ଏବଂ ଜିଲ୍ଲା ସାଧାରଣ ସଂପାଦକ ରବି ନାରାୟଣ ଦାଶ ଙ୍କ ସଂଯୋଜନାରେ ଏକ ଜିଲ୍ଳା ସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହ ବୈଠକରେ ମୁଖ୍ୟ ଅତିଥି ଭାବେ ମାନନୀୟା ଡି. ପୁରନ୍ଦେଶ୍ୱରୀ  ଯୋଗଦେଇ ଜିଲ୍ଲାର ସମସ୍ତ ସାଙ୍ଗଠନିକ ମଣ୍ଡଳ ଗୁଡ଼ିକୁ ସଶକ୍ତ କରିବା ସହିତ ପ୍ରତ୍ୟେକ ବୁଥ କମିଟି କୁ ସକ୍ରିୟ କରିବା ପାଇଁ କାର୍ଯ୍ୟକର୍ତ୍ତା ମାନଙ୍କୁ ପରାମର୍ଶ   ଦେଇଥିଲେ।ଏଥି  ସହିତ ଓଡ଼ିଶାରେ ମହିଳା ମାନଙ୍କୁ ସୁରକ୍ଷା ଦେବାରେ ନବୀନ ସରକାର ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଥିବାରୁ ,ଏହି ସରକାର ।

ବିରୁଦ୍ଧରେ ଆନ୍ଦୋଳନ କୁ ଜୋରଦାର କରିବା ପାଇଁ ଆହ୍ବାନ ଦେଇଥିଲେ।ବରଗଡ ସାଂସଦ ଶ୍ରୀଯୁକ୍ତ ସୁରେଶ ପୂଜାରୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗୋବିନ୍ଦ କୁମ୍ଭାର ହତ୍ୟାକାଣ୍ଡ ର ଅଭିଯୁକ୍ତ ମାନଙ୍କୁ ଆଜି ପର୍ଯ୍ୟନ୍ତ ଗିରଫ କରାଯାଇ ନ ଥିବାରୁ ଏବଂ ମମିତା ମେହେର ହତ୍ୟାକାଣ୍ଡ ରେ ଅଭିଯୁକ୍ତ ମାନଙ୍କୁ ରାଜ୍ୟ ସରକାର ସୁରକ୍ଷା ଦେଉଥିବାରୁ ଏହାର ତୀବ୍ର ନିନ୍ଦା କରିବାସହିତ ,ଆସନ୍ତା ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଙ୍କ ସରକାରୀ କାର୍ଯ୍ୟକ୍ରମ କୁ ସେ ବର୍ଜନ କରିବେ ବୋଲି ଘୋଷଣା କରିଥିଲେ।ଏହି ବୈଠକରେ ସମ୍ମାନିତ ଅତିଥି ଭାବେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ)  ଶ୍ରୀଯୁକ୍ତ ମାନସ ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ରବି ନାଏକ, ରେଙ୍ଗାଲି ବିଧାୟକ ଶ୍ରୀଯୁକ୍ତ ନାଉରି ନାଏକ, ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟ ,ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ ପ୍ରମୁଖ ଯୋଗଦେଇଥିଲେ।

ଆଜିର ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ବିଜେପି ନେତା ସୁରେଶ୍ୱର ଶତପଥି, ଡ଼ି ମୁରଲୀ କ୍ରିଷ୍ଣା, ସନତ ଗଡ଼ତିଆ,ମିଳନ ସେଠ,ସୌରୀ ଚରଣ ବାରିକ ,ଅରୁପା ସାହୁ,ପୁର୍ବତନ ବିଧାୟକ ମହମ୍ମଦ ରଫିକ ଏବଂ କୁମର ବେହେରା,ମଦନ ଦୀପ, ଗୋବର୍ଦ୍ଧନ ଭୁଏ, ଈଶ୍ୱର ବାଗ, ପ୍ରବୀଣ ପାଣିଗ୍ରାହୀ,କୁଶ କୁମ୍ଭାର, ଅକୁର ମଲ୍ଲିକ, ଅଶୋକ ପଣ୍ଡା, ସୁଶାନ୍ତ ମିଶ୍ର, ଗୁନାରୁ ପଧାନ,ସରୋଜ ସାମଲ,ସୁନନ୍ଦା ମେହେର, ଅମିତ ପଣ୍ଡା,ଶାନ୍ତନୁ ନାଏକ,ଶ୍ରୀକାନ୍ତ ମିଶ୍ର, ନବ କିଶୋର ପାଣିଗ୍ରାହୀ ,ବିଷ୍ଣୁ ଅଗ୍ରୱାଲ ,ପୂଜା ମହାପାତ୍ର, ଖିରେଶ୍ଵରୀ ସ୍ୱାଇଁ,ସୁବ୍ରତ ହୋତା,ଯଶୋବନ୍ତ ସେଠ,ଅକ୍ଷୟ ନାଏକ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଜିଲ୍ଲା ସାଧାରଣ ସମ୍ପାଦକ ସରୋଜ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like