-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସ୍କୁଲ ଖେଳ ପଡିଆ ପାଇଁ କହିଥିଲେ ୧୫ ଦେଲେ ୪୪

10-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) ଜମିବାଡ଼ି କୁ କେନ୍ଦ୍ର କରି ପରିବାର ଭିତରେ , ନିଜ ନିଜ ଭିତରେ ପ୍ରତ୍ୟେକ ଦିନ ଅନେକ ପ୍ରକାର ଝଗଡା , ଗଣ୍ଡଗୋଳ ହୋଇଥାଏ । ଏମିତି ସାମାନ୍ୟ ଅଳ୍ପ ଟିକେ ଜାଗା ପାଇଁ ପାରିବାରିକ ଗଣ୍ଡଗୋଳ ଭୟଙ୍କର ରୁପ ନେଇ ଅନେକ ଙ୍କର ମୁଲ୍ୟବାନ ଜୀବନ ନେଇ ସାରିଛି । ଆଜି ବି ଲକ୍ଷ ଲକ୍ଷ ଜମିବାଡିର ବିବାଦ ବିଭିନ୍ନ ଅଦାଲତ ମାନଙ୍କରେ ବିଚାରାଧୀନ ରହିଛି । ସମାଧାନ ଅପେକ୍ଷାରେ ଅନେକ ଙ୍କର ଜୀବନ ଚାଲିଗଲାଣି । ରାଜା ରାଜୁଡା ସମୟରେ ରାଜା , ଜମିଦାର ,ଗ୍ରାମର ଗଉନ୍ତିଆ ମାନେ ଡାକ୍ତରଖାନା , ମନ୍ଦିର,

ସ୍କୁଲ , ପାଇଁ ଅନେକ ଜମି ଦାନ କରିଛନ୍ତି , ହେଲେ ବର୍ତ୍ତମାନ କେହି ଏହିଭଳି ମହତ କାର୍ଯ୍ୟ ପାଇଁ ଜମି ଦାନ କରିବା ପାଇଁ ରାଜି ହେଉ ନାହାନ୍ତି । ଏହି ଭଳି ସମୟରେ ପ୍ରାୟ ଚୌରାଲିସ ଡ଼ିସିମିଲ ଜମି ସ୍କୁଲର ଖେଳ ପଡିଆ ପାଇଁ ଦାନ କରି ଏକ ବିରଳ ଉଦାହରଣ ସୃଷ୍ଟି କରିଛନ୍ତି ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ କୁଆପାଲି ଗ୍ରାମର ଦୁଇ ଭାଇ । 
       ପ୍ରାପ୍ତ ସୂଚନା ମୁତାବକ ଗତ କିଛିଦିନ ତଳେ କୁଆପାଲି ଗ୍ରାମର କେଶବ ବରିହା ଓ ଗଣେଶ ବରିହା ନାମକ ଦୁଇ ଭାଇ ନିଜ ଗ୍ରାମର ପ୍ରାଥମିକ ବିଦ୍ୟାଳୟର ଖେଳ ପଡିଆ ନଥିବାରୁ ଛୁଆ ମାନେ ଅନେକ ପ୍ରକାର ଅସୁବିଧା ଭୋଗ କରୁଥିବା ଅନୁଭବ କରିଥିଲେ । ନିଜର ନାତିନାତୁଣୀ ବୟସର ଛୁଆ ପିଲା ମାନଙ୍କର କଷ୍ଟ ଅନୁଭବ କରି ଦୁଇ ଭାଇ ନିଜର ସ୍ୱଳ୍ପ ଜମିରୁ  ପନ୍ଦର ଡ଼ିସିମିଲ ଜମି ଦାନ ଦେବା ପାଇଁ ଘୋଷଣା କରିଥିଲେ । ଦୁଇ ଭାଇ  ଦାନ ଦେବା ପାଇଁ ଚିହ୍ନଟ କରିଥିବା ଜମିଟି ସଫା କଲା ପରେ ତାହା ଚୌରାଲିସ ଡ଼ିସିମିଲ ବାହାରିଥିଲା । ଛୁଆ ମାନଙ୍କର ଆବଶ୍ୟକତା କୁ ହୃଦବୋଧ କରି ଦୁଇ ଭାଇ ବିଶାଳ ହୃଦୟବାନ ହୋଇ ସମସ୍ତ ଚୌରାଲିସ ଡିସମିଲ ଜମିକୁ ଆଜି ସ୍କୁଲର ଖେଳ ପଡିଆ ନିମନ୍ତେ ଦାନ କରିଥିଲେ । ଗ୍ରାମବାସୀ ମାନଙ୍କର ଉପସ୍ଥିତି ରେ ଆୟୋଜିତ ଏକ ସଭାରେ ମୁଖ୍ୟ ଅତିଥି ଭାବରେ ପାଇକମାଲ ତହସିଲଦାର ଶ୍ରୀ ମନୋଜ କୁମାର ମେହେରଙ୍କର ଉପସ୍ଥିତ ରେ ଏହି ମହତ ଦାନ କାର୍ଯ୍ୟ ସମ୍ପାଦନ ହୋଇଥିଲା । ଏହି ସଭାରେ ପ୍ରଥମେ ମୁଖ୍ୟ ଅତିଥି ତହସିଲଦାର ଶ୍ରୀମାନ ମେହେର ମାଁ ସରସ୍ବତୀଙ୍କ ସମ୍ମୁଖରେ ଦୀପ ପ୍ରଜ୍ବଳନ କରିବା ପରେ ଗ୍ରାମବାସୀ ଓ ଉପସ୍ଥିତ ଅତିଥି ମାନଙ୍କର ଗହଣରେ ଖେଳ ପଡିଆକୁ ଯାଇଥିଲେ । ଖେଳ ପଡ଼ିଆରେ ପୂଜା କରିବା

ପରେ ଫିତା କାଟି ପଡିଆକୁ ଛୁଆ ମାନଙ୍କର ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ । ଏହି କାର୍ଯକ୍ରମକୁ ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀ ଗୋବିନ୍ଦ ରାମ ଅଜଗର ପରିଚାଳନା କରିଥିବା ବେଳେ ଅମୃତ ରଣା, ବୃନ୍ଦାବନ  ବାରିହା, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ପ୍ରେମାନନ୍ଦ ବାରିକ , ସି ଆର ସି ସି ସୁନାଧର ଡନସନା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like