-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ଜ଼ିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ, ସଂଚୟ ପକ୍ଷ ପାଳନ ର ଉଦ୍ଦେଶ୍ୟ ଉପରେ ସଚେତନତା କାର୍ଯ୍ୟକ୍ରମ

10-Nov-2021



 ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଜି ଜ଼ିଲ୍ଲା ସ୍ୱଳ୍ପ ସଂଚୟ ବିଭାଗ ପକ୍ଷରୁ ସଂଚୟ ପକ୍ଷ ପାଳନ ଅବସରରେ ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଗବେଷଣା କେନ୍ଦ୍ର କ୍ୟାମ୍ପସ ଠାରେ ଏକ ବୃକ୍ଷ ରୋପଣ ମେଗା ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା l ଏହି କାର୍ଯ୍ୟକ୍ରମ କୁ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର - ମନମୁଣ୍ଡା ର ସଭାପତି  ଲଷ୍ମୀ ନାରାୟଣ

ମେହେର ଓ  ଶ୍ରୀ ଅରବିନ୍ଦ ଶିକ୍ଷାନୁଷ୍ଠାନ ର ବରିଷ୍ଠ ସଦସ୍ୟ ମଦନ ମୋହନ ଦାନୀ ଉଦଘାଟନ କରି  ଗଛ ବଞ୍ଚିଲେ ପୃଥିବୀ ବଂଚିବ ବୋଲି ମତ ରଖି  ସମସ୍ତେ ସବୁଠି ଗଛ ଜଗାଇ ତାରି ଯତ୍ନ ନେଲେ ପ୍ରତ୍ୟେକ ପରିସ୍ଥିତି ଓ ମହାମାରୀ ରୁ ଜୀବନ ବଞ୍ଚାଇ ପାରିବା ବୋଲି  ପରାମର୍ଶ ରଖି ଉପସ୍ଥିତ ସମସ୍ତ ବୃକ୍ଷ ପ୍ରେମୀ ଙ୍କୁ ଉତ୍ସାହିତ କରିଥିଲେ l ଜ଼ିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ହରିଚରଣ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସ୍ୱଚ୍ଛ ଭାରତ ସଂଗଠନ କର୍ମକର୍ତ୍ତା, ସ୍ୱଳ୍ପ ସଂଚୟ ବିଭାଗ ,ଓ ଶ୍ରୀ ଅରବିନ୍ଦ ଗବେଷଣା କେନ୍ଦ୍ର ର ସମସ୍ତ କର୍ମଚାରୀ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ସକ୍ରିୟ ସାମିଲ ଥିଲେ l କାର୍ଯ୍ୟକ୍ରମ ର ଉଦଯାପନୀ ବେଳେ ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲା ବନ ବିଭାଗ ର  ଏ ସି ଏଫ ଶ୍ରୀ ସୁଶୀଳ କୁମାର ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ସଦର ରେଞ୍ଜର ମନୋରଞ୍ଜନ ବାଘ ଯୋଗ ଦେଇ ବୃକ୍ଷ ରୋପଣ କରି ଉତ୍ସାହିତ କରିଥିଲେ l ସ୍ୱଳ୍ପ ସଂଚୟ  ଅଧିକାରୀ ହରିଚରଣ ମିଶ୍ର ଓ   ଶ୍ରୀ ଅରବିନ୍ଦ ଶିକ୍ଷାନୁଷ୍ଟାନ ର ଅଧ୍ୟକ୍ଷ ଲକ୍ଷ୍ମଣ ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସ୍ୱଳ୍ପ ସଂଚୟ ବିଭାଗ କର୍ମଚାରୀ ଦୁଃଖିଶ୍ୟାମ ସେଠି, ସଂଜୟ ବାରିକ, ସ୍ୱଚ୍ଛ ଭାରତ କୋଡିନେଟର ମନୋରଞ୍ଜନ ତ୍ରିପାଠୀ ସଂଯୋଜନା କରିଥିଲେ l ସ୍ୱଳ୍ପ ସଂଚୟ ବିଭାଗ ର ସମସ୍ତ ପୋଷ୍ଟାଲ ଏଜେଣ୍ଟ ଙ୍କ ସମେତ ସ୍ୱଚ୍ଛ ଭାରତ ବରିଷ୍ଟ କର୍ମକର୍ତା ଶ୍ରୀବତ୍ସ ମଲ୍ଲିକ, ସୟଦ ଅଳିମୁଲ ଇସଲାମ, ଗରିବ ଲୋଇ, ମହିଳା ସଦସ୍ୟା ପଦ୍ମାବତୀ ମେହେର, ଇନ୍ଦୁମତୀ ପୁରୋହିତ, ଶାନ୍ତି ମେହେର, ଚେର ବୂଈ.. ଶ୍ରୀ ଅରବିନ୍ଦ ଗବେଷଣା କେନ୍ଦ୍ର ବରିଷ୍ଟ ସଦସ୍ୟ ଲଷ୍ମୀ ମହାନ୍ତି, ରାଜ୍ୟ ରକ୍ତ ଦାତା ସଂଘ ର  ସଦସ୍ୟ ମନୋଜ କୁମାର ପଣ୍ଡା ପ୍ରମୁଖ  ଏ ସବୁ  ଅନୁଷ୍ଠାନ ର .କର୍ମକର୍ତ୍ତା ଯୋଗ ଦେଇ କାର୍ଯ୍ୟକ୍ରମ କୁ ସଫଳ କରିଥିଲେ l  ଶେଷରେ ଶ୍ରୀ ଅରବିନ୍ଦ ଗବେଷଣା କେନ୍ଦ୍ର ର ସମ୍ପାଦକ  ହରିନାରାୟଣ ତ୍ରିପାଠୀ

ଧନ୍ୟବାଦ ଅର୍ପଣ କରିଥିଲେ l ସ୍ୱଳ୍ପ ସଂଚୟ ପକ୍ଷ ପାଳନ ର  ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଲୋକ ସଚେତନ ପାଇଁ  ଏଠାରେ ବିଭାଗ ପକ୍ଷରୁ ଲିଫ୍ଲେଟ ବଣ୍ଟନ କରାଯାଇଥିଲା l ସେହିପରି ପ୍ରତାପପୂର ସରକାରୀ ପ୍ରକଳ୍ପ ଉପ୍ରା ବିଦ୍ୟାଳୟ ଠାରେ ମଧ୍ୟ ଆଜି ଦିବା 11 ବେଳେ  ସ୍ୱଳ୍ପ ସଂଚୟ   ବଭାଗ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଥିଲା l ସ୍ୱଳ୍ପ ସଂଚୟ ବିଭାଗ ର ଏ  ଭଲ କାମ ଓ ଅଭିନବ ପ୍ରୟାସ କୁ ଜ଼ିଲ୍ଲା ର ବୁଦ୍ଧିଜୀବୀ  ଭୁୟସୀ ପ୍ରଂଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like