-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ନୂତନ କିସମର ଚାପ ସହାଣୀ ଅଧିକ ଅମଳକ୍ଷମ ପୃଷ୍ଟିଯୁକ୍ତ ଧାନକୁ ପରୀକ୍ଷାମୂଳକ ଭାବେ ପରୀକ୍ଷଣ

10-Nov-2021



ଲୋଇସିଂହା, (ବିନୋଦ କୁମାର ଦୀପ)  ଲୋଇସିଂହା ବ୍ଲକ ଠାରେ ଆନ୍ତର୍ଜାତୀୟ ଧାନ ଗବେଷଣା କେନ୍ଦ୍ର ଓ ଓଡିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ମିଳିତ ସହଯୋଗରେ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନ ମାନଙ୍କରେ ନୂତନ କିସମର ଚାପ ସହାଣୀ ଅଧିକ ଅମଳକ୍ଷମ ପୃଷ୍ଟିଯୁକ୍ତ ଧାନକୁ ପରୀକ୍ଷାମୂଳକ ଭାବେ ଲୋଇସିଂହା ବ୍ଲକରେ କାନ୍ଦାଜୁରୀ କ୍ଷୁଦ୍ର ଜଳପ୍ରକଳ୍ପ ଅଧୀନରେ ଥିବା ପଣ୍ଡରାଣୀ, ତେନ୍ତୁଳୀଖୁଣ୍ଟି ଏବଂ କନ୍ଦାଜୁରୀ ଗ୍ରାମରେ ପରୀକ୍ଷା କରାଯାଇଥିଲା l ଓଡିଶା ସରକାରଙ୍କ ସମନ୍ୱିତ ଜଳସେଚନ ପ୍ରକଳ୍ପ ଜଳବାୟୁ ପରିବର୍ତନକୁ ସୁହାଇଲା ଭଳି ନୂତନ ଧାନ ଚାଷ କରାଯାଇ ଏହି ବଲାଙ୍ଗୀର ଜିଲ୍ଲାର ଜଳବାୟୁକୁ ଲକ୍ଷକରି ବିଭିନ୍ନ କିସମର 19 ପ୍ରକାର ଧାନକୁ ପାଣ୍ଡରାଣୀ ଗ୍ରାମରେ ଥିବା ଜୟ ହନୁମାନ ପାଣିପଞ୍ଚାୟତ ତଥା ପାଣ୍ଡରାଣୀରେ ଥିବା ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ ସହାୟତାର 19 କିସମର ବିଭିନ୍ନ ଅବଧିର ଧାନକୁ ଚାଷ କରାଯାଇଥିଲା l ଆଜିର ଏହି ମୂଲ୍ୟ ଆକଳନ ଏବଂ ସଶ୍ୟକାଟ କ୍ଷେତ୍ର ଦିବସରେ ଉପସ୍ଥିତ ହୋଇ ବ୍ଲକ କୃଷି ଅଧିକାରୀ ଉମାଶଙ୍କର ପତି ଚାଷୀ ମାନଙ୍କୁ ଅଧିକ ଅମଳକ୍ଷମ ଗୁଣବତ୍ତା ଧାନଚାଷ ନିମନ୍ତେ ଅନୁରୋଧ କରିଥିଲେ l ଏହାପରେ ବିଭିନ୍ନ ଚାଷୀ ଏବଂ ସ୍ୱୟଂ ସହାୟକ ଗୋଷ୍ଠୀ, ମା ମଙ୍ଗଳା ସିଂହବାହିନୀ, ମା ଦୁର୍ଗା, ମା ଧରିତ୍ରୀ ସାଗରୀକା ଉପସ୍ଥିତ ରହି ଧାନର ମୂଲ୍ୟାଙ୍କନ କରିଥିଲେ l ଅନ୍ତର୍ଜାତୀୟ ଧାନ ଗବେଷଣା କେନ୍ଦ୍ରର ଦିଲ୍ଲୀପ କୁମାର ରାଉତ

ଏବଂ ଆଶିଷ କୁମାର ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଅଙ୍କିତ, ଡ଼ିଆଇଆର-50 ବିରି-69, ବିଷl-17, ସିଆର-310, ସିଆର-311, ସ୍ଵର୍ଣଶକ୍ତି ସ୍ଵର୍ଣଶ୍ରୀୟା, ଆଦି 19 ପ୍ରକାର ଧାନକୁ ଚାଷ କରାଯାଇଥିଲା l ଆଜିର ଏହି କାର୍ଯ୍ୟକ୍ରମରେ ଇରିର ସମ୍ପଦ କୁମାର ନାଏକ ସ୍ୱାଗତ ଭାଷଣ କରିଥିବା ବେଳେ ଅଫିସର ଦିଲ୍ଲୀପ କୁମାର ରାଉତ ଏହି କାର୍ଯ୍ୟକ୍ରମର ଲକ୍ଷ ଉଦେଶ୍ୟ ବିଷୟରେ ପୁଙ୍ଖନୁପୁଙ୍ଖ ଆଲୋଚନା କରିଥିଲେ l ଏହି କାର୍ଯ୍ୟକ୍ରମରେ କୃଷି କର୍ମକର୍ତା ଧରିତ୍ରୀ ସାହୁ, ସୁକାନ୍ତି ମହାନନ୍ଦ ଉପସ୍ଥିତ ଥିଲେ l ସର୍ବୋକୃଷ୍ଟ ଧାନଭାବେ ବିଆରଆରଆଇ-75, ବିରି-39, ବିରି -69, ଅଙ୍କତ ଧାନକୁ ଶ୍ରେଷ୍ଠ ବିବେଚିତ କରିଥିଲେ l ଶେଷରେ ଅଗ୍ରଣୀ ଚାଷୀ ଜଗତରାମ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like