-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଅପରାଧ

ଲୋଇସିଂହା - ବ୍ଯାଙ୍କ ସାମ୍ନାରୁ ଚାରି ଲକ୍ଷ ଟଙ୍କା ଲୁଟ, ବଢିଚାଲିଛି ଅସାମାଜିକ କାର୍ଯ୍ୟ କଳାପ।

05-Nov-2020



ଲୋଇସିଂହା, (ପ୍ରେରଣା ଖବର) - ବଲାଙ୍ଗୀର ଜିଲ୍ଲା ଲୋଇସିଂହାରେ ଲୁଟେରା ସଂକ୍ରିୟ ହୋଇ ପଡିଛନ୍ତି । ଲୋଇସିଂହା ଏସବିଆଇ ବ୍ୟାଙ୍କ ସମ୍ମୁଖରୁ ଏକ ବାଇକ ଡିକିରୁ ୪ ଲକ୍ଷ ଟଙ୍କା ଲୁଟ ହୋଇଥିବା ଲୋଇସିଂହା ଥାନାରେ ଅଭିଯୋଗ ହୋଇଛି । ଲୁଟପାଟ ବୃଦ୍ଧି ପାଇଥିଲେ ମଧ୍ୟ ଲୁଟେରା ଧରା ନ ପଡିବା ଯୋଗୁ ଜନସାଧାରଣଙ୍କ ଚିନ୍ତା ବଢିଯାଇଛି । ପୋଲିସ ସୂଚନା ଅନୁଯାୟୀ ,ଲୋଇସିଂହା ଜଡାମୁଣ୍ଡା ବସ୍ତିର ଗୋପଳ ପଧାନ ଓ ତାଙ୍କ ପୁଅ ଲୋଇସିଂହା ଏସବିଆଇକୁ ଆସି ୪ ଲକ୍ଷ ଟଙ୍କା ଉଠାଇଥିଲେ । ଟଙ୍କାବ୍ୟାଗ ଧରି ବ୍ୟାଙ୍କ ଆଗକୁଆସି ବାଇକଡିକିରେ ଟଙ୍କା ରଖି ନିକଟସ୍ଥ ଚା ଦୋକାନକୁ ବାପପୁଅ ଚା ପିଇଯାଇଥିଲେ । ସେଠାରୁ ଆସିଲା ପରେ ଡିକି ତାଡି ଟଙ୍କା ଲୁଟ ହୋଇଥିବା ସେମାନେ ଜାଣିବାକୁ ପାଇ ଥାନାରେ ଅଭିଯୋଗ କରିଥିଲେ । ସନ୍ଧ୍ୟାରେ ଏସଡିପିଓ ଶ୍ରୀମନ୍ତ ବାରିକ ବ୍ୟାଙ୍କରେ ପହଞ୍ଚି ଛାନଭିନ କରିଥିଲା । ଏହାପୂର୍ବର ଲୋଇସିଂହା ତ୍ରିଶୂଳ ବନ୍ଧ ରାସ୍ତାର ସ୍ଥାନୀୟ ବ୍ୟବସାୟୀ ସାଉରିଆ ଅଗ୍ରୱାଲକୁ ୪ ଜଣ ଦୁବୃର୍ତ୍ତମାଡ ମାରି କିରାନା ସାମାନ ଥିବା ବ୍ୟାଗ ଛଡାଇ ନେଇଥିଲେ । ବୁଧବାର ଆଦିବସୀ ସଂଘ ପକ୍ଷରୁ ବ୍ୟାଙ୍କ ଓ ଥାନାକୁ ଯାଇ ନିୟମିତ ଭାବେ ଲୁଟକୁ ନେଇ ଉଦବେଗ ପ୍ରକାଶ କରିଥିଲେ । ବ୍ୟାକରେ ଦଲାଲ ପ୍ରଶୟକୁ ନେଇ ସଂଘ କ୍ଷୋଭ ପ୍ରକାଶ କରିଥିଲେ । ଲୁଟପାଟ ଘଟଣାରେ ଅଭିଯୁକ୍ତ ଧରାନପଡିବା ଓ ପୋଲିସ ନିଷ୍କ୍ରିୟତାକୁ ନେଇ ବଡଧରଣ ଆନ୍ଦୋଳନ ମୁଣ୍ଡଟେକିବ ବୋଲି ଜିଲା ଉପସଭାପତତି ଶ୍ୟାମସୁନ୍ଦର ଭୋଇ,ଦଶରଥ ଛତ୍ରିଆ,କାହନୁ ପଧାନ ,ଲାଲମନ ନାଗ ପ୍ରମୁଖ ଚେତାବନୀ ଦେଇଛନନ୍ତି । ସେହିପରି ଲୋଇସିଂହା-ସୁଜିଆ ରାସ୍ତାରେ ସନ୍ଧ୍ୟା ସମୟରେ ଲୁଟେରା ସଂକ୍ରିୟ ରହିଥିବା ସୁଜିଆ ଗ୍ରାମର ମିତ୍ରଭାନୁସାହୁଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like