-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଅପରାଧ

ରକ୍ତ ସମ୍ପର୍କରେ ଲାଗିଲା କଲଙ୍କ ଛିଟା, ନିଶାସକ୍ତ ହୋଇ ବାପା ର ତଣ୍ଟିଚି ପି ମାରିଦେଲା ପୁଅ

11-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ମାତୃ ଦେବ ଭବଃ ପିତୃ ଦେବ ଭବଃ ବୋଲି ଲୋକେ କୁହନ୍ତି। କିନ୍ତୁ ଆଜିକାଲି ସମୟ ରେ ପୁଅ ମାନେ ନିଜ ବାପାମାଆଙ୍କୁ ଦୁଃଖ ଦେବା ସହ ନିର୍ଯାତନା ଦେବା ଦେଖିବାକୁ ମିଳୁଛି। ବେଳେ ବେଳେ ଏମିତି ଦୃଶ୍ୟ ଦେଖିବାକୁ ମିଳୁଛି ଯେ ପୁଅ ପାଲଟି ଯାଉଛି ନର ରାକ୍ଷସ ଯିଏକି ନିଜ ବାପାମାଆଙ୍କୁ ହତ୍ୟା କରିବାକୁ ପଛାଉ ନାହାନ୍ତି। ସୂଚନାଯୋଗ୍ୟ ଯେ ପାଟଣାଗଡ଼ ଉପଖଣ୍ଡ ବେଲପଡା

ବ୍ଳକ ଅନ୍ତର୍ଗତ ଘାଗୁର୍ଲି ଗାଁ ର ବୈକୁଣ୍ଠ ମାଝିକୁ ତାର ମଝିଆ ପୁଅ ତଣ୍ଟିଚିପି ମାରିଦେଇଥିବା ଜଣାପଡିଛି। ବୁଧବାର ଦିନ ରାତି ୭:୦୦ ଟାରେ ବୈକୁଣ୍ଠ ଖାଇପିଇ ସାରି ଘରେ ଶୋଇଥିଲା। ସେହି ସମୟରେ ତାଙ୍କ ମଝିଆ ପୁଅ ମହେଶ୍ୱର ମାଝୀ ପ୍ରଚୁର ମଦ୍ୟପାନ କରି ଆସିଥିଲେ ଏବଂ ଏପରି ଅବସ୍ଥା ଦେଖି ବୈକୁଣ୍ଠ ଏଭଳି ମଦ ପିଇ କ'ଣ ପାଇଁ ତୁ ଉତ୍ପାତ ହେଉଛୁ ବୋଲି ପିତା ହିସାବରେ ଉପଦେଶ ଦେଲେ ଏବଂ ଦୁଇ ଚାରି ପଦ ଗାଳିଗୁଲଜ କଲେ ସେଥିରେ ସେ ଉକ୍ତତ୍ୟ ହୋଇ ବାପାଙ୍କ ତଣ୍ଟିଚିପି ମାରିଦେଇଥିବା ମୃତକଙ୍କ ସ୍ତ୍ରୀ ରାଏମତୀ କହିଛନ୍ତି। ମୃତକଙ୍କ ଚାରି ପୁଅ ମଧ୍ୟରୁ ତିନି ଜଣ ନଥିଲେ ବୋଲି ଏଭଳି କାଣ୍ଡ କରିଥିବା ପରିବାର ଲୋକେ କହିଛନ୍ତି। ପରିବାର ଲୋକେ ଆସି ବେଲପଡା ଥାନା ରେ ଅଭିଯୋଗ କରିବା ପରେ ଆସାମୀ କୁ ବେଲପଡା ପୋଲିସ ଗିରଫ କରି ଆଣିଥିବା ସହ ମୃତ ବ୍ୟକ୍ତିଙ୍କୁ ଶବବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like