-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ପ୍ରତିଟି ଘର କୋଭିଡ ଟୀକାକରଣ ଅଭିଯାନ

11-Nov-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) ସ୍ଥାନୀୟ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର (UPHC)ପରିସୀମା ମଧ୍ୟରେ ବସବାସ କରୁଥିବା ଜନସାଧାରଣ କାଳେ କୋଭିଡ ଟୀକାକାରଣ ରୁ ବଞ୍ଚିତ ରହିଯାଇଥିବେ କିଂବା ପ୍ରଥମ ଓ ଦ୍ୱତୀୟ ଡୋଜ଼ ଟୀକା ନେଇପାରିନଥିବେ ସେମାନେ କିଭଳି ସମ୍ପୃକ୍ତ ଟୀକା କରଣ ସ୍ୱାସ୍ଥ୍ୟ କେନ୍ଦ୍ର ରେ ନିଜକୁ ସାମିଲକରି ଟୀକା ନେଇପାରିବେ ଏହା ପାଇଁ ଏକ ସ୍ୱତନ୍ତ୍ର ଅଭିଯାନ " ପ୍ରତି ଟି ଘର କୋଭିଡ ଟୀକା ଅଭିଯାନ " ର ପ୍ରାରମ୍ଭ କରାଯାଇଛି l
ଏହି କ୍ରମରେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ନିୟୋଜିତ ଆଶା ସ୍ବେଚ୍ଛାକର୍ମୀ,, ସ୍ୱାସ୍ଥ୍ୟ କର୍ମୀ, ମହିଳା ଆରୋଗ୍ୟ ସମିତି ସଭ୍ୟା ଗଣ, ୱାର୍ଡ କଲ୍ୟାଣ ସମିତି ସଭ୍ୟ,ସଭ୍ୟା ରୋଗୀକଲ୍ୟାଣ ସମିତି ସଭ୍ୟ, ସଭ୍ୟା ମାନେ ଘର କୁ ଘର ବୁଲି କିମ୍ବା ସାହି ମାନଙ୍କରେ ଜନ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି l
ଏଭଳି ଅନୁନ୍ୟ ଅଭିଯାନ କ୍ରମ ରେ ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ମିଶନ ଓ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର (UPHC) ତରଫରୁ ଏହାର ସଫଳ ସଚେତନତା କାର୍ଯ୍ୟକ୍ରମ ପାଇଁ ବିହିତ ବନ୍ଦୋବସ୍ତ କରାଯାଇଛି l

ଏହି ସ୍ୱତନ୍ତ୍ର ଅଭିଯାନ କୁ ସଫଳ କରିବାପାଇଁ ଆମ ଆଶା ମା,ଏ ଏନ୍ ଏମ୍ ଙ୍କ ସ୍ୱତନ୍ତ୍ର ଭୂମିକା ରହିଛି ଓ ଏହାପାଇଁ ଯେଭଳି ଜଣେ ମାତ୍ର ଟୀକା ରୁ ବଞ୍ଚିତ ନ ହେବେ ଏହା ଆମର ଦାୟିତ୍ୱ ରହିବ ବୋଲି ଜିଲ୍ଲାର ମୁଖ୍ୟ ଚିକିତ୍ସାଧିକାରୀ ଡା. ଭୀମ ସାହୁ ଜଣାଇଛନ୍ତି l

ଆମ ସହରାଞ୍ଚଳ ର ୟୁ ପି ଏଚ ସି ପରିସର ସୀମା ରେ ନିୟୋଜିତ ଓ ପ୍ରକୃଷ୍ଠ ପ୍ରଚାର ପ୍ରସାର, ସଚେତନ କରିବାପାଇଁ ଆମେ ଆଶା ଦିଦି, ଏ ଏନ୍ ଏମ୍ , ମlସ୍ ସଭ୍ୟା, ଆର୍ କେ ଏସ୍ ସଭ୍ୟ ସଭ୍ୟା ମାନେ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ରେ ଯେଉଁମାନେ ବାଦ ପଡିଯାଇଛନ୍ତି ଏହି ଜନସାଧାରଣ ମାନଙ୍କୁ ସଂଲଗ୍ନ କରାଯାଇପାରିଲେ ଏହା ଏକ ସମ୍ପୂର୍ଣ୍ଣ କୋଭିଡ ଅଭିଯାନ କିମ୍ବା ଶତପ୍ରତିଶତ ଟୀକାକାରଣ ବୋଲି ବିବେଚଚନା କରାଯିବ ବୋଲି ପିସ ଊନୀସନ ନିର୍ଦେଶକ ଶ୍ରୀ ସତ୍ୟ ରଞ୍ଜନ ମିଶ୍ର, ଚେୟାରମେନ ଶ୍ରୀ ରବି ରଞ୍ଜନ ପୂଜାରୀ ଓ ଉପ ଜିଲ୍ଲା ପ୍ରକଳ୍ପ ମେଜେଜର ଶ୍ରୀ ରାମାନୁଜ ପଣ୍ଡା କହିଥିବାବେଳେ ଏହି ଅଭିଯାନ କ୍ରମ କୁ ଜନସାଧାରଣ ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି ll


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like