-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

କଣ ପାଇଁ ଧରିଲେ ଓ କଣ ପାଇଁ ଛାଡିଲେ ଚାଉଳ ବୋଝେଇ ଟ୍ରକ୍

11-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ ) ବଲାଙ୍ଗିର ଜିଲ୍ଲା ବେଲପଡା ପୋଲିସ ଦ୍ବାରା ଏକ ଚାଉଳ ବୋଝେଇ ଟ୍ରକ ଜବତ ହୋଇଥିଲା।  ସୂଚନାଯୋଗ୍ୟ ଯେ ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ଅନ୍ତର୍ଗତ ସଲଣ୍ଡି ପଞ୍ଚାୟତ ଅଧୀନସ୍ଥ ଉଡିଙ୍ଗ ଓ ଲଥାକେନ୍ଦ ମଝିରେ ଥିବା ଶ୍ୟାମ ଜୀ ମିଲ କୁ ରାତି ସମୟ 2ଟାରେ ଏକ ଦଶଚକିଆ ଟ୍ରକ ନମ୍ବର OR 14 S 3202 ରାଉରକେଲା ରୁ ଆସୁଥିବା ବେଳେ ବେଲପଡା ଥାନା ଅଧିକାରୀ ବୁଳୁ ମୁଣ୍ଡା ଚଢ଼ାଉ କରି ଥାନାକୁ ଆଣିଥିଲେ ଓ ଡ୍ରାଇଭର ସୁରେଶ ଯାଦବ(୨୨) ପିତା.ହରିନ୍ଦ୍ର ଯାଦବ କୁ ଥାନା ରେ ଅଟକ ରଖି ପଚରାଉଚରା କରିବା ସହ ତଦନ୍ତ କରିବା ପାଇଁ ବେଲପଡା ଯୋଗାଣ ଅଧିକାରୀ ବିଜୟ କୁଳୁ ଙ୍କୁ ଦାୟିତ୍ଵ ଦେଇଥିଲେ । ସେହି ଟ୍ରକ୍ ଭିତରେ ଅନୁମାନିକ  50 କେଜି ଓଜନ ର 500 ବସ୍ତା ଚାଉଳ ଥିଲା ବୋଲି ମୁଣ୍ଡା ଗଣମାଧ୍ୟମ ଆଗରେ ପ୍ରକାଶ କରିଥିଲେ।ଏ ବିଷୟରେ ବେଲପଡା ଯୋଗଣ ଅଧିକାରୀକୁ ପଚାରିବାରୁ ସେ କହିଥିଲେ ଯେ ତାହା ପି,ଡି,ଏସ ଚାଉଳ ନୁହେଁ ଓ ତାହା ଥାନା ଅଧିକାରୀ ତଦନ୍ତ କରି କହିବେ। ଏ ବାବଦରେ ପାଟଣାଗଡ଼ ଏ ସି ଏସ୍ ଓ କୁ ମଧ୍ୟ ପଚରା ଯାଇଥିଲା କିନ୍ତୁ ସେ କହିଥିଲେ କି ମୁଁ ସେ ବିଷୟରେ କିଛି ଜାଣିନାହିଁ।ଏ ବିଷୟରେ ସି ଏସ୍ ଓ ବିକ୍ରମ ମାଝୀ କୁ ଯୋଗାଯୋଗ କରିବାରୁ ସେ ଫୋନ ରିସିଭ କଲେନାହିଁ। ଏଠାରେ ପ୍ରଶ୍ନ ଉଠୁଛି ଯେ କଣ ପାଇଁ ଏତେ ରାତିରେ ଏଠାକୁ ଚାଉଳ ଆସୁଥିଲା,କ'ଣ ପାଇଁ ପୋଲିସ ଧରି ଆଣିଥିଲେ, ଶ୍ୟାମ ଜୀ ମିଲ୍ ର ମାଲିକ କ'ଣ ପାଇଁ ଥାନାକୁ ଆସିଥିଲେ, ସେଦିନ କାଗଜପତ୍ର ନଥିବା କହିଥିଲେ କିନ୍ତୁ କିପରି ଭାବରେ କାଗଜପତ୍ର ଠିକ୍ ଦର୍ଶାଇ ଦୁଇ ଦିନ ପରେ ଗାଡ଼ି କୁ ଛାଡିଥିଲେ,ଏସି ଏସ୍ ଓ ଜାଣି ନାହାନ୍ତି, ଯୋଗାଣ ନୀରିକ୍ଷକ କେମିତି ସାମାନ୍ୟ ତଦନ୍ତ କରି ଚୁପ୍ ରହିଲେ। ସେହି ଚାଉଳ କୁ ସର୍ବ ସମ୍ମୁଖରେ ଓଜନ ମାପ କରାଗଲା ନାହିଁ କାହିଁକି, ଦୁଇ ଦିନ ଗାଡ଼ି ରଖିବା ପରେ ଗତକାଲି ରାତିରେ ଗାଡ଼ି କୁ ଛାଡିଥିଲେ କାହିଁକି? ସେତେବେଳେ ତ ଗଣମାଧ୍ୟମ ଆଗରେ ପ୍ରକାଶ କରିପାରିଲେ କିନ୍ତୁ ଗାଡ଼ି ଛାଡ଼ିବା ବେଳକୁ କାହିଁକି କାହାକୁ ଜଣାଇଲେ ନାହିଁ ବେଲପଡା ଥାନା ଅଧିକାରୀ। ଏଭଳି କାର୍ଯ୍ୟ ପ୍ରତି ସନ୍ଦେହ ସୃଷ୍ଟି କରୁଛି। ସେଥିପାଇଁ ବଲାଙ୍ଗିର ଜିଲ୍ଲାପାଳ ସ୍ବତନ୍ତ୍ର ଦୃଷ୍ଟି ଦେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like