-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଏକ ଅଭୁଲା ସ୍ମୃତି ରେ ଜନ୍ମଦିନ ଅବସର ରେ ରକ୍ତଦାନ ଶିବିର

11-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) - ପାଇକମାଲ ନୃସିଂହନାଥ ଧର୍ମଶାଳା ପରିସର ରେ ଯୁବ ସମାଜସେବୀ ସୁମିତ ଅଗ୍ରୱାଲ ସାମ୍ବାଦିକ ସୁମନ୍ତ ସାହୁଙ୍କ  ଜନ୍ମଦିବସ ଅବସର ରେ   ଏକ  ରକ୍ତଦାନ ଶିବିର  ଅନୁଷ୍ଠିତ ହୋଇଯାଇଛି ।  ଲାଇନ୍ସ କ୍ଲବ ସଭାପତି ଜନାର୍ଦ୍ଦନ ପଣ୍ତା ଙ୍କ ଅଧ୍ୟକ୍ଷତାରେ   ଅନୁଷ୍ଠିତ ରକ୍ତଦାନ

ଶିବିର ରେ ମୂଖ୍ୟ ଅତିଥି  ଭାବେ ପାଇକମାଲ ବି.ଡି.ଓ ଉପାଞ୍ଜଳୀ ମାଝି, ମୂଖ୍ୟ ବକ୍ତା ଭାବେ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟର ଅଧ୍ୟକ୍ଷା କ୍ଷୀରାବ୍ଧୀ ତନୟା ରାଉତରାୟ, ସମ୍ମାନିତ ଅତିଥି ଭାବେ ପାଇକମାଲ ଥାନା ଆଇ.ଆଇ.ସି ବିଶ୍ବଜିତ୍  ମନବୋଧ, ଡା. ସୁରେଶ ଅଗ୍ରୱାଲ, ବଡ ସତପଥି,  ଦିଲ୍ଲିପ ଅଗ୍ରୱାଲ, ଶ୍ୟାମଲାଲ ପ୍ରଧାନ, ଗୋବର୍ଦ୍ଧନ ଅଗ୍ରୱାଲ, ସୁନ୍ଦରମଣୀ ନାୟକ, ମାତୃପ୍ରସାଦ ରଥ, ସୁଶାନ୍ତ ପଣ୍ତା, କିର୍ତ୍ତନ ସୋନୀ, ଡମ୍ବରୁ ଧର ସାହୁ ପ୍ରମୁଖ ଯୋଗଦାନ କରିଥିଲେ ।

ପାଇକମାଲ ଲାଇନ୍ସ କ୍ଲବ ନୃସିଂହନାଥ, ମଙ୍ଗଲ ଟିଭିଏସ ର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ  ଏହି ସ୍ବେଚ୍ଚାକୃତ ରକ୍ତଦାନ ଶିବିର ରେ ୩୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ।  ପଦ୍ମପୁର ରକ୍ତଭଣ୍ତାର ର ଟେକନିସିଆନ୍ ସଂଗ୍ରାମ କେଶରୀ ମହନ୍ତ ଓ ସାଥିମାନେ ରକ୍ତ ସଂଗ୍ରହରେ  ସାହାଯ୍ୟ କରିଥିଲେ । ଶେଷରେ ସାମ୍ବାଦିକ ଶ୍ରୀମାନ ସୁରଥ ସାହୁ  ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like