-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିଶ୍ଵଶାନ୍ତି ମହାଯଜ୍ଞ ସମ୍ପର୍ଣ୍ଣ

11-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଳକ ଅଧିନସ୍ଥ ଲଖମରା ଗ୍ରାମପଞ୍ଚାୟତ ର ପୂଝାରିପାଲି ଗ୍ରାମ ଠାରେ ବିଶ୍ଵଶାନ୍ତି ଏବଂ ଗ୍ରାମ ର ଶାନ୍ତି ନିମନ୍ତେ ଦିର୍ଘ ତିନି ଦିନ ବ୍ୟାପି ତା ୦୯.୧୧.୨୦୨୧ ଠାରୁ ୧୧.୧୧.୨୦୨୧ ରିଖ ପର୍ଯ୍ୟନ୍ତ ଗ୍ରାମ ର ଶ୍ରୀମାନ ଝସକେତନ ସାହୁ ଏବଂ ତାଙ୍କ ସହଧର୍ମିଣୀ ଶ୍ରୀମତୀ ଲିଜା ସାହୁ ଙ୍କ କର୍ତ୍ତୃତ୍ୱ ରେ ଏକ ବିଶାଳ ସପ୍ତସତୀ ଚଣ୍ଡିପାଠ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି lଉକ୍ତ କାର୍ଯ୍ୟକ୍ରମ ରେ ଶତାଧିକ ଗ୍ରାମବାସୀ ଙ୍କ ସମେତ ଲଖମରା ଗ୍ରାମପଞ୍ଚାୟତ ର ଭକ୍ତ ମାନଙ୍କ ସମାବେଶ ହୋଇଥିଲା lରାତ୍ର ସମୟ ରେ ମାଁ ଙ୍କ ଉଦ୍ଦେଶ୍ୟ ରେ ପଦ୍ମପୁର ବ୍ଲକ ର ଘନାମାଲ ନିବାସୀ ମାନନୀୟ ବିନୋଦ ସାହୁ ଙ୍କ ଦ୍ଵାରା ସୁନ୍ଦରାକାଣ୍ଡ ପାରାୟଣ ଏବଂ ଗାଇସିଲେଟ ବ୍ଳକ ର କନ୍ଦୁମୁଣ୍ଡା ଗ୍ରାମର ଅମ୍ବିକା ପାଲା ଦଳ  ସମ୍ପୂର୍ଣ୍ଣ ପରିବେଶ କୁ ଧାର୍ମିକ ତଥା ଚିତ୍ତାକର୍ଷକ କରିଦେଇଥିଲେ lଦିର୍ଘ ତିନି ଦିନ ଧରି ପୂଜାର୍ଚ୍ଚନା,

ଆଳତୀ ସହ ଅଗଣିତ ଭକ୍ତ ଙ୍କ ସକାଶେ ଅନ୍ନପ୍ରସାଦ ସେବନ ପାଇଁ ଅନ୍ନଛତ୍ର ଖୋଲାଯାଇଥିଲା lପୂଜା କାର୍ଯ୍ୟକ୍ରମ ତଥା ଚଣ୍ଡିପାଠ ସମ୍ବଲପୁରୀ ନିବାସୀ ପୂଜକ ରୋହିତ ହୋତା ଙ୍କ ଦ୍ଵାରା ପରିଚାଳିତ ହେବା ସାଙ୍ଗକୁ ପୂଜକ ସମ୍ବଲପୁରୀ ନିବାସୀ ପଣ୍ଡିତ ସଞ୍ଜିବ ହୋତା, ଛତିଶଗଡ ନିବାସୀ ଆଚାର୍ଯ୍ୟ ବିମଲ ବେହେରା, ଝାରବନ୍ଧ ବ୍ଳକ ଗୈାଡମାଲ ନିବାସୀ ପଣ୍ଡିତ ମନୋଜ ପାଢ଼ୀ ଙ୍କ ଦ୍ଵାରା ଚଣ୍ଡୀପାଠ ସମ୍ପର୍ଣ୍ଣ ହୋଇ ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like