-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ପୌର ପ୍ରଶାସନ ର ନୂତନ କାଓ କେଚର ଭାଇକିଲ ର ଶୁଭ ଉଦଘାଟନ କଲେ ପୌର ଅଧିକାରୀ ଓ ସମାଜସେବୀ- ଏଣିକି ଗାଈ ଧରିବାକୁ ସହାୟକ ହେବ ନୂତନ ଯନ୍ତ୍ରପାତି

11-Nov-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) -  ସୁବର୍ଣ୍ଣପୁର  ସହର ରେ  ଆଜି ପୌର ପରିଷଦ ର ନୂତନ କେଟେଲ କେଚର ଭାଇକିଲ ର ଶୁଭ ଉଦଘାଟନ ହୋଇ ଯାଇଛି l ପୌର ପରିଷଦ ଅଫିସ ରେ ଆଜି ସନ୍ଧ୍ୟା  6 ଟା ରେ ଏହି  ଗାଈ ଧରା ନୂତନ ମେସିନ ଓ ଯନ୍ତ୍ର ପାତି କୁ ପୂଜା କରି ଉଦଘାଟନ କଲେ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶୁଭ୍ରାଂଶୁ ରୁଟ ଓ

ସମାଜସେବୀ ଶ୍ରୀବତ୍ସ ମଲ୍ଲିକ l  ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଙ୍କ ନିର୍ଦ୍ଧେଶ କ୍ରମେ  ସ୍ଥାନୀୟ ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ୱରୀ ଙ୍କ ମନ୍ଦିର ଶମ୍ବୁଖ ରୁ ଆଜି ଏହି ନୁଆଁ ମେସିନ ସାହାଯ୍ୟ ରେ ପୌର  ପରିଷଦ ର କର୍ମଚାରୀ, ସୁଇପର  ଓ  କିଛି ସ୍ବେଛାସେବୀ ମାନଙ୍କ ଦ୍ୱାରା  ଗାଈ ଧରିବା ଅଭିଯାନ କୁ ଶୁଭାରମ୍ଭ କରାଯାଇଥିବା ବେଳେ ଆଜି ପ୍ରଥମେ  ଛଅ ଗୋଟି ଗାଈ ଙ୍କୁ କାଞ୍ଜି ହାଉସ କୁ ନିଆଯାଇଛି l କୋଲପଡା କାଞ୍ଜି ହାଉସ ରେ  ଆହୁରି  ଅଧିକ କାଓ ସେଡ ର ସମ୍ପ୍ରସାରଣ ସାଙ୍ଗେ ସାଙ୍ଗେ ପର୍ଯ୍ୟାୟ କ୍ରମେ  ଜ଼ିଲ୍ଲା ପ୍ରଶାସନ ପକ୍ଷରୁ  ଏହି ଅଭିଯାନ ଚାଲୁ ରହିବ ବୋଲି ପୌର ଅଧିକାରୀ  ଙ୍କ ଠାରୁ ସୂଚନା ମିଳିଛି l ଏବଂ  ସହର ତଥା ଜ଼ିଲ୍ଲା ରେ ନିର୍ମାଣ ହେବାକୁ ଥିବା ନୂତନ କାଞ୍ଜି ହାଉସ ସବୁ ପାଇଁ ମଧ୍ୟ ଜ଼ିଲ୍ଲା ପ୍ରଶାସନ ତପ୍ତରତା ର ସହ ପ୍ରସ୍ତୁତି ଜାରି ରଖିଛି ବୋଲି ଖବର ମିଳିଛି l  ଆଜିର ଏ ଅଭିଯାନ କୁ ପୌର ପରିଷଦ ର ସୂଚନା ଅଧିକାରୀ

ଶିବ ରାମ ସାହୁ ସଂଯୋଜନା କରିଥିବା ବେଳେ  ସାନିଟାରୀ ଇନ୍ସପେକ୍ଟର କୈଳାଶ ଚନ୍ଦ୍ର ପାତ୍ର  ଙ୍କ ତତ୍ୱାବଧାନ ରେ ସାନିଟାରୀ ଏକ୍ସପର୍ଟ ହରିହର ଭୋଇ, ସ୍ୱଚ୍ଛ ସାଥି ହରି ଚୌଧୀରି, ଓ ସ୍ୱଚ୍ଛ ଭାରତ କର୍ମକର୍ତା ବିନୋଦ ମେହେର, ପ୍ରମୋଦ କୁମାର ସାହୁ, ଅଭିମନ୍ୟୁ କୁଶଳ, ମନୋରଞ୍ଜନ ତ୍ରିପାଠୀ, ଲଡ଼ୁକିଶୋର ମଲ୍ଲିକ, ମନୋଜ ପଣ୍ଡା, ପ୍ରଫୁଲ୍ଲ ନାଏକ, ଦୁର୍ଯ୍ୟନି ସାହୁ ପ୍ରମୁଖ ଅନେକ ସ୍ବେଛାସେବୀ ସକ୍ରିୟ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like