-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଜରଡିହ ପାଇଁ ଜମି ଅଧିକାର ଓ ଆବାସ ଯୋଜନା ରେ ଗୃହ ପାଇବାପାଇଁ ଦାବି ଜଣାଇଲେ ଦଳିତ ମହିଳା

11-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ତଥା ବରିଷ୍ଠ କଂଗ୍ରେସ ନେତା ମାଧବ କୁମ୍ଭାର ଙ୍କ ନେତୃତ୍ତ୍ୱ ରେ  ସ୍ଥାନୀୟ ପୌରପରିଷଦ ଅଞ୍ଚଳ ଅନ୍ତର୍ଗତ ୱ।ର୍ଡ଼ନଂ ୧୧ ର ମହିଳା ଅଧିବାସୀ ମାନେ ଜିଲ୍ଲାପାଳ ଙ୍କୁ ଭେଟି ସେମାନଙ୍କୁ ଘରବାଡି ପାଇଁ ଜାଗା ମିଶନ ଅଧିନରେ ସାମିଲକରି ଘରଡିହ ର ଅଧିକାର ତଥା ଆବାସ ଯୋଜନା (ସହରୀ)ରେ  ଗୃହ ଯୋଗାଇଦେବାପାଇଁ ଜିଲ୍ଲାପାଳଙ୍କ ଠାରେ ଦାବି କରିଛନ୍ତି। ସେମାନେ ରହୁଥିବା ବନ୍ଧପଡାରେ ସେମାନେ କେତେ ପୁରୁଷ ଧରି ରହୁଥିଲେହେଁ ତାଙ୍କ ପ୍ରତି ଅବହେଳା ପ୍ରଦର୍ଶନ କରାଯାଇ ସେମାନଙ୍କୁ ସରକାରଙ୍କଜାଗା ମିଶନରୁ ବଂଚିତ କରାଯାଇଛି। ଏପରିକି ସେମାନଙ୍କୁ ସ୍ୱଚ୍ଛ ପିଇବାପାଣି ମଧ୍ୟ ଯୋଗାଇ ଦିଆଯାଇପାରିନାହିଁ । ସେମାନେ ମେହେନ୍ତର ଭାବରେ ସହର

ବାସି ଙ୍କ ସ୍ୱଚ୍ଛତା ପାଇଁ ଅନବରତ ସେବାଯୋଗାଇ ଆସିଥିଲେ ହେଁ ସେମାନଙ୍କୁ ମୌଳିକ ସୁବିଧା ରୁ ବଂଚିତ କରାଯାଇଛି ବୋଲି ଅତ୍ୟନ୍ତ କ୍ଷୋଭର ସହ ସେମାନେ ଦାୟିତ୍ୱ ରେ ଥିବା ଜିଲାପାଳ ସୂର୍ଯ୍ୟ ନାରାୟଣ ଦାଶଙ୍କ ଠାରେ ନିଜର ଆପତ୍ତି ଜଣାଇଥିଲେ। ଜିଲ୍ଲାପାଳ ମଧ୍ୟ ସେମାନଙ୍କ ଅଭିଯୋଗ ସହୃଦୟତା ପୁର୍ବକ ଅନୁଧ୍ୟାନ କରି ତୁରନ୍ତ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାପାଇଁ ପ୍ରତିଶ୍ରୁତି ଦେବାପରେ ଉପସ୍ଥିତ ମହିଳା ମାନେ ହୁଳହୁଳି ଦେଇ ସ୍ୱ।ଗତ କରିଥିଲେ ପରେ ସେମାନେ ଉକ୍ତ ଦରଖାସ୍ତ ର ଏକକିତା ନକଲ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଓ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଙ୍କୁ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like