-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘ ର ବାର୍ଷିକୋତ୍ସବରେ ବରଗଡ଼ ର ଦୁଇ ସାମ୍ବାଦିକ ସମ୍ବର୍ଦ୍ଧିତ

11-Nov-2021



ବରଗଡ଼ /ଭୂବନେଶ୍ୱର:(ପ୍ରେରଣା ଖବର ବ୍ୟୁରୋ )-  ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅଷ୍ଟମ ବାର୍ଷିକ ସ୍ଵନକ୍ଷତ୍ର ମହୋତ୍ସବ ଏବଂ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭୂବନେଶ୍ୱରରୁ ଦୈନିକ ତ୍ରୈମାସିକ ସତ୍ୟ,ନିର୍ଭୀକ ଓ ନିରପେକ୍ଷ  ବିଶ୍ବବାଣୀ ସମ୍ବାଦପତ୍ରରେ ଜଡିତ ଥିବା ବରଗଡ ଜିଲ୍ଲା ରୁ  କ୍ଷୀରୋଜ ନାୟକ ଏବଂ ବରିଷ୍ଠ ସାମ୍ବାଦିକ  ନିରଞ୍ଜନ ତ୍ରିପାଠୀ ଯେ'କି କଟକ ରୁ ପ୍ରକାଶିତ କ୍ରାନ୍ତି ଓଡିଶା ଏବଂ ବଲାଙ୍ଗିର ରୁ ପ୍ରକାଶପାଇ ଆସୁଥିବା ପ୍ରେରଣା ସମ୍ବାଦପତ୍ର ଦ୍ୱାରା ଜଡ଼ିତ  ତାଙ୍କୁ  ସମ୍ମାନିତ କରାଯାଇଛି l ଯେଉଁ ସମୟରେ ସାର ବିଶ୍ଵ କରୋନା ମହାମାରୀ କବଳରେ କବଳିତ ହୋଇଥିଲା ସେହି ସମୟରେ ଏ ଦୁଇଜଣ ସମାଜର ମଙ୍ଗଳ କାମନା ପାଇଁ ନିଜ ଜୀବନକୁ ବାଜିଲଗାଇ ଗ୍ରାମାଞ୍ଚଳରୁ ସହରାଞ୍ଚଳ ପର୍ଯ୍ୟନ୍ତ ଟିକିନିକି ଖବର ସଂଗ୍ରହ ତଥା ପରିବେଷଣ କରି ରାଜ୍ୟ ସରକାର ତଥା ପ୍ରଶାସନ ଙ୍କ ନଜର କୁ ଆଣିଥିଲେ ଏବଂ ନିରପେକ୍ଷ ସାମ୍ବାଦିକତାର ପରିଚୟ ଦେଇଥିଲେ | ଜନସାଧାରଣ ବହୁ

ଅସୁବିଧାର ସମ୍ମୁଖୀନ ହେଉଥିବା ସମୟରେ ତାଙ୍କ ପାଖରେ ଛିଡ଼ା ହୋଇ ଅନେକ ସମସ୍ୟାକୁ ସମାଧାନ ମଧ୍ୟ କରିଥିଲେ l ସେ ସମୟରେ ଜନସାଧରଣଙ୍କୁ ସଚେତନ କରାଇବା ଏକ ବଡ଼ ଚେଲେଞ୍ଜ ଭାବେ ଉଭା ହୋଇଥିଲା । ଏହିଭଳି  ଚେଲେଞ୍ଜ କୁ ସବୁବେଳେ ସବୁସମୟରେ ଗ୍ରହଣ କରିଛନ୍ତି  ଏ ଦୁଇଜଣ ସାମ୍ବାଦିକ l ଅଷ୍ଟମ ବାର୍ଷିକ ସ୍ଵନକ୍ଷତ୍ର ମହୋତ୍ସବରେ  ଜଡିତ ଥିବା ବରିଷ୍ଠ ସାମ୍ବାଦିକ ନିରଞ୍ଜନ ତ୍ରିପାଠୀ ଏବଂ ଶ୍ରୀ କ୍ଷୀରୋଜ ନାୟକ ଙ୍କ କର୍ମମୟ ଜୀବନ ସୁଖମୟ ହେଉ ଏହାହିଁ କାମନା |


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like