-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପକ୍ଷୀମାନବ ଡଃ ସଲିମ୍ ଅଲ୍ଲିଙ୍କ ଜୟନ୍ତୀ ପାଳିତ, ପକ୍ଷୀ ପାଇଁ ଦିନଟିଏ ଭାବେ ସୁବର୍ଣ୍ଣପୁର ପକ୍ଷୀ ସୁରକ୍ଷା ସଂଗଠନ ପକ୍ଷରୁ ଜନ ସଚେତନତା ଅଭିଯାନ

12-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ପକ୍ଷୀ ଜଗତର ପ୍ରବାଦ ପୁରୁଷ ପକ୍ଷୀମାନବ ଭାବେ ପରିଚିତ ଡଃ ସଲିମ୍ ଅଲ୍ଲିଙ୍କ ଜନ୍ମଦିନ ସୁବର୍ଣ୍ଣପୁରଠାରେ ପାଳିତ ହୋଇଯାଇଛି । ସୁବର୍ଣ୍ଣପୁରର ନଦୀ ସଂଗମଠାରେ ଜିଲ୍ଲା ପକ୍ଷୀ ସୁରକ୍ଷା ସଂଗଠନ ପକ୍ଷରୁ ବେଣୁଧର ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସହକାରୀ ବନ ସଂରକ୍ଷକ ସୁଶୀଲ ତ୍ରିପାଠୀ ଓ ପ୍ରାଣୀ ବିଜ୍ଞାନ ବିଭାଗର ଅଧ୍ୟାପକ ଉମାକାନ୍ତ ନାଗ ଅତିଥିଭାବେ ଯୋଗଦେଇ ଦିବଂଗତ ପକ୍ଷୀମାନବ ଡଃ ସଲିମ୍ ଅଲ୍ଲିଙ୍କ ପକ୍ଷୀପ୍ରେମ ଓ ଜୀବନାଦର୍ଶ ଉପରେ ଆଲୋକପାତ କରିଥିବାବେଳେ ପକ୍ଷୀଙ୍କ ଜୀବନ ଚର୍ଯ୍ୟା ଓ ସୁରକ୍ଷାକୁ ନେଇ ଆଲୋଚନା କରିଥିଲେ । ବିଶେଷକରି , ଆଜିର ଦିନରେ ସୁବର୍ଣ୍ଣପୁର ଜିଲ୍ଲାର ସବୁଜ ଭୂଖଣ୍ଡ ସମେତ ମହାନଦୀ ଶଯ୍ୟା ବିଦେଶାଗତ ପକ୍ଷୀଙ୍କ ନାନ୍ଦନିକ ଆବାସସ୍ଥଳୀ ଭାବେ ପରିଚିତ ହେଉଥିବାବେଳେ ଶୀତ ଋତୁରେ ଅନେକ ନିଆରା ପ୍ରଜାତିର ପକ୍ଷୀଙ୍କ ସମାଗମ ହେଉଥିବା ସୂଚନା ଦେଇଥିଲେ । ୨୫୪ଟି ବିଦେଶଗତ ପକ୍ଷୀଙ୍କୁ ନେଇ ସୁବର୍ଣ୍ଣପୁର ରାଜ୍ୟର ୬ଷ୍ଠ ସ୍ଥାନରେ ରହିଥିବାବେଳେ ବିନିକା ୧୭୧ଟି ପକ୍ଷୀଙ୍କୁ ଚିହ୍ନଟ କରି ୮ମ ସ୍ଥାନରେ ରହିଛି । "ପକ୍ଷୀ ପାଇଁ ଦିନଟିଏ" ଭାବେ ପାଳିତ ଏହି ଜନ ସଚେତନତା କାର୍ଯ୍ୟକ୍ରମରେ ଯୁବ ପକ୍ଷୀପ୍ରେମୀମାନେ ଯୋଗଦେଇ ପକ୍ଷୀଙ୍କ ସୁରକ୍ଷାକୁ ନେଇ ଏକ ପଦଯାତ୍ରାରେ ଜନ ସଚେତନତା ସୃଷ୍ଟି କରିଥିଲେ । ପକ୍ଷୀଙ୍କ ସୁରକ୍ଷା ବାର୍ତ୍ତାରେ ଆୟୋଜିତ ଅଭିଯାନରେ ପକ୍ଷୀପ୍ରେମୀ ଦେବାଶିଷ ସୁବୁଦ୍ଧି,ପିନାକୀ ପଣ୍ଡା,ନରେନ ମଲ୍ଲିକ,ପରେଶ ମେହେର,ସୁମିତ ଶତପଥୀ,ଅଭିଜିତ ମିଶ୍ର,ଗୌରବ ପାଢୀ,କାହ୍ନା ନାଏକ, ସଦାଶିବ ପଧାନ ଓ ଅର୍ପିତ ପଣ୍ଡା ପ୍ରମୁଖ ଯୁବ ପକ୍ଷୀପ୍ରେମୀମାନେ ଯୋଗଦେଇଥିବାବେଳେ ନଦୀଶଯ୍ୟାର ସଂଗମସ୍ଥଳୀରେ ପକ୍ଷୀଙ୍କ ଫଟୋଗ୍ରାଫି କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like