-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପାଇକମାଲ ବ୍ଳକସ୍ତରୀୟ ସୁରଭି- ୨୦୨୧

12-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :-ବରଗଡ ଜିଲ୍ଲା  ପାଇକମାଲ ବ୍ଳକ ଅନ୍ତର୍ଗତ ଭେଙ୍ଗରାଜପୁର ଆଶ୍ରମ ବିଦ୍ୟାଳୟ ରେ ପାଇକମାଲ ବ୍ଳକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଶ୍ରୀଯୁକ୍ତ ଚୂଡାମଣି ବାରିକ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପାଇକମାଲ
ଙ୍କ ଅଧ୍ୟକ୍ଷତାରେ ଗତ  ଗୁରୁବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏହାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଇକମାଲ ବ୍ଳକ ଅଧ୍ୟକ୍ଷ ଅଲତାପ ମହମ୍ମଦ ଓ ମୁଖ୍ୟ ବକ୍ତା ଭାବେ ଶ୍ରୀଯୁକ୍ତ ମନୋଜ କୁମାର ମେହେର , ତହସିଲଦାର ପାଇକମାଲ, ଏବଂ ସମ୍ମାନୀତ ଅତିଥି ରୂପେ ଶ୍ରୀଯୁକ୍ତ ଶିବ ପ୍ରସାଦ ଯୋଶୀ , ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଶ୍ରୀଯୁକ୍ତ ପ୍ରେମାନନ୍ଦ ବାରିକ , ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଏବଂ ଆୟୋଜନ କରିଥିବା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମୋତିଲାଲ ବିଭାର,ଚେୟାରପାର୍ସନ ତହସିଲ ରଣା ଯୋଗଦାନ କରିଥିଲେ। ସରକାରଙ୍କ ନୂତନ ନିୟମ ନିର୍ଦ୍ଦେଶାନୁସାର ଅଷ୍ଟମ,ନବମ ଓ ଦଶମ ଶ୍ରେଣୀର   ୧୫୦ ଜଣ ବିଭିନ୍ନ ବିଦ୍ଯାଳୟ ର ପ୍ରତିଯୋଗୀ ମାନେ  ଗୀତ,ରଚନା, ଚିତ୍ରାଙ୍କନ,ନାଚ, ବିତର୍କ
ପ୍ରତିଯୋଗିତା ରେ ଭାଗ ନେଇଥିଲେ। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ସୁଶ୍ରୀ ଉପାଞଳୀ ମାଝୀ , ବିଡ଼ିଓ ପାଇକମାଲ, ଏବଂ ସମ୍ମାନୀତ ଅତିଥି ଭାବେ ଜି.ପି.ଓ ଅନିଲ ପାଣିଗ୍ରାହୀ ପାଇକମାଲ କୃତି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରି ପୁରସ୍କାର ପ୍ରଦାନ କରିଥିଲେ।ଏହି କାର୍ଯ୍ୟକ୍ରମରେ ସି.ଆର.ସି.ସି ସୁନାଧର ଡନସନା, ସୁବାସ ଚନ୍ଦ୍ର ସାହୁ, ମନୋରଂଜନ ପଟେଲ,ଡୋଲାମଣି ମାହାର, ରାଧାକୃଷ୍ଣ ସାହା , ଧରଣୀଧର ଶବର , ମହାଦେବ ବେହେରା ଆଦି ସହଯୋଗ କରିଥିଲେ। ପରିଶେଷରେ ଶ୍ରୀଯୁକ୍ତ ଶିବ ପ୍ରସାଦ ଯୋଶୀ ,ଏବିଇଓ ପାଇକମାଲ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like