-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ସଚେତନ ନାଗରିକ ମଂଚ  ପକ୍ଷରୁ ବଲାଙ୍ଗିର ସହରର ୭ ନମ୍ବର ୱାର୍ଡ ରେ କରୋନା ସଚେତନତା ସଭା

05-Nov-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ଆଜି ସଚେତନ ନାଗରିକ ମଂଚ ୱାର୍ଡ ନ.୭ ଆନକୂଲ୍ୟରେ ବଲାଙ୍ଗିର ସହରର ବିଭିନ୍ନ ଝୁମ୍ପୁଡି ବସ୍ତି ମାନଙ୍କରେ କରୋନା ରୋଗ ଉପରେ ସଚେତନତା କାର୍ଯ୍ୟାରମ୍ଭ ଅନୁଷ୍ଠିତ ହୋଇଯାଇଛି । ଯୁବନେତା ଲୋଟସ ଷଡଙ୍ଗୀ ଙ୍କ ଆବାହକତ୍ୱରେ  ପ୍ରଥମେ ୱାର୍ଡ ନ.୭ ବିଭୁତି ପଡାଠାରେ ସ୍ଥାନୀୟ ମହିଳା ମହିଳା ଏବଂ ପୁରୁଷ ମାନଙ୍କୁ କରୋନା ରୋଗକୁ ପ୍ରତିହତ କରିବା ପାଇଁ ସଚେନତା ଶିବିର ଆୟୋଜନ କରାଯାଇଛି । ଏହି ଆୟୋଜିତ କାର୍ଯ୍ୟକ୍ରମ ରେ ଯୋଗଦାନ କରି ଲୋଟସ କହିଛନ୍ତି ଜନସାଧାରଣ ସଚେତନ ହେଲେ  କରୋନା ରୋଗକୁ ରୋକା ଯାଇ ପାରିବ । ଏଥି ପାଇଁ ସେମାନେ ନିହାତି ସଚେତନ ହେବା ଉଚିତ ଏବଂ ସାମାଜିକ ଦୁରତ୍ୱ ଅବଲମ୍ବନ କରିବା ଏକାନ୍ତ ଆବଶ୍ୟକ ବୋଲି ଲୋଟସ ମତବ୍ୟକ୍ତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମଂଚ ତରଫରୁ ଡାକ୍ତର ରାମଜୀ ଠାକୁର ଜନସାଧାରଣଙ୍କୁ ଏହି ରୋଗର ଭୟାବହତା ବିଷୟରେ କହି ଏହାର ନିରାକରଣ ପାଇଁ କେଉଁ ସବୁ ଉପାୟ ଅବଲମ୍ବନ କରିବା ଉଚିତ ସେ ବିଷୟରେ ଦୃଷ୍ଟି ଆକର୍ଷଣ କରିଛନ୍ତି ।  ଯୋଗ ଗୁରୁ ପ୍ରଦୀପ ବାବୁ  ଯୋଗାସନ ଦ୍ୱାରା ଶରୀର କୁ ସୁସ୍ଥ ଏବଂ ଶବଳ କରାଯାଇ ପାରିବ ବୋଲି ମତ ବ୍ୟକ୍ତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ  ସାନ୍ତନୁ ମିଶ୍ର, ପ୍ରଭାକର ମିଶ୍ର, ହରିଶଙ୍କର ମିଶ୍ର, ବିଭୁଦତ୍ତ ଗୁରୁ, ଦିଲିପ ସ୍ୱାଇଁ, ଭାଷ୍କର ବେହେରା, ବେଲାର ଥପା, ସରୋଜ ମହାନ୍ତି, ଯଦୁ ମେହର, ହାଡୁ ସ୍ୱାଇଁ, ଜଗନ୍ନାଥ ମିଶ୍ର, ପୃଥ୍ୱୀରାଜ ବରାଡ, ସନତ ତ୍ରିପାଠୀ, ଟିକୁ ପରିଛା,ବୁଲୁ ପାତ୍ର, ସରୋଜ ସାହୁ, ରାଜୁ ହସାହୁ, ସନ୍ତୋଷ ପାଢୀ, ଶିଶିର ବେହେରା, ପ୍ରତ୍ୟୁଷ ଯୋଷୀ, ତିଳ ବରାଡ,ଅରୁଣା ମେହେର, ଶାନ୍ତି ସ୍ୱାଇଁ,  ଅଙ୍ଗନବାଡି କର୍ମୀ ମୀନା ବଗର୍ତି, ଶୁଶିଳ ସ୍ୱାଇଁ, ଶସ୍ମିତା ବେହେରା, ନେପାଳ ବରାଡ, ନିରୁପମା ବାରିକ ମଂଚ ପରିଚାଳନାରେ ସକ୍ରୀୟ ଭାବରେ ଅଂଶଗ୍ରହଣ କରିଛନ୍ତି । ଏହି କାର୍ଯ୍ୟକ୍ରମ କୁ ଆଗାମି ଦିନରେ ବ୍ୟାପକ କରିବା ପାଇଁ ସଚେତନ ନାଗରିକ ମଂଚର ଅଧ୍ୟକ୍ଷ ଲୋଟସ ଷଡଙ୍ଗି ପ୍ରକାଶ କରିଛନ୍ତି । ମଂଚ ତରଫରୁ ଜନସାଧାରଣଙ୍କୁ  ମାଗଣା ମାସ୍କ୍ ଏବଂ ସାନିଟାଇଜର  ବଣ୍ଟନ କରାଯାଇ ଥିଲଏହି ପ୍ରୟାସ କୁ ବିଭୁତି ପଡା ତରଫରୁ ଏକ ପ୍ରଶଂସନୀୟ କାର୍ଯ୍ୟ ବୋଲି ଦର୍ଶାଯାଇଛିା 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like