-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ବରଗଡ ଜିଲ୍ଲା ଗସ୍ତ ପୂର୍ବରୁ ପରିଦର୍ଶନ

12-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) -ଓଡିଶା ର ମାନ୍ୟବର ଲୋକପ୍ରିୟ ଭାରତବର୍ଷ ର ନମ୍ବର ୱାନ୍ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ବରଗଡ ଜିଲ୍ଲା ଗସ୍ତ ରେ ଆସୁଛନ୍ତି lବିଜେପୁର ଏମ ଗଣ୍ଡପାଲି ପଡିଆ ରେ ଲୋକଙ୍କୁ ବିଜୁ ସ୍ୱାସ୍ଥ୍ୟ ବିମା ଯୋଜନା ର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ସାଙ୍ଗକୁ ବରଗଡ ଜିଲ୍ଲା ର ବିଭିନ୍ନ ସ୍ଥାନରେ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ମତାମତ ଜଣାଇବେ lମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତ ପୂର୍ବରୁ ଏନେଇ ଫିଲଡ୍ ପରିଦର୍ଶନ ରେ ଓଡ଼ିଶା ରାଜ୍ୟ ବିଜୁ ଯୁବ ଜନତା ଦଳ ର ସଭାପତି ତଥା ଯାଜପୁର ବିଧାୟକ ଶ୍ରୀମାନ ପ୍ରଣବ କୁମାର ଦାସ (ବବି ଦାସ) ଆସି ମାନ୍ୟବର ଶ୍ରମମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଙ୍କ ଦଳୀୟ କାର୍ଯ୍ୟାଳୟ ଠାରେ ବିଚାର ବିମର୍ଶ ପରେ ଆୟୋଜିତ କାର୍ଯ୍ୟକ୍ରମ ର ସ୍ଥାନକୁ ପରିଦର୍ଶନରେ ଯାଇଥିଲେ lଅନ୍ୟମାନଙ୍କ ମଧ୍ୟରେ ବରଗଡ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ଵ ରେ ଥିବା ସୁଧିର ସାମଲ,ଓଡ଼ିଶା ମୋ ପରିବାର ର ସଦସ୍ୟ ତଥା ବରଗଡ ଜିଲ୍ଲା ଜୀବନ ବିନ୍ଦୁ ର ସଂଯୋଜକ ଗୈାରହରି ମିଶ୍ର, ବରଗଡ ଜିଲ୍ଲା ଯୁବ ବିଜୁଜନତା ଦଳ ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ, ଉପସଭାପତି ଜନାର୍ଦ୍ଦନ

ପାଣିଗ୍ରାହୀ,ବିଜୁ ଜନତା ଦଳ ରାଜ୍ୟ ସଂପାଦିକା ରଙ୍ଗିନୀ ମହାଣା, ବିଜେପୁର ବିଧାୟିକା ଙ୍କ ପ୍ରତିନିଧି ସୈାରଭ ସାହୁ, ବିଜେପୁର ବ୍ଳକ ଚ୍ୟାରମେନ ଙ୍କ ପ୍ରତିନିଧି ସୁଶାନ୍ତ ଭୋଇ, ବିଜେପୁର ଏନଏସି ବିଜୁ ମହିଳା ଯୁବ ଜନତା ଦଳ ର ସଭାପତି ମମତା ବେହେରା, ବିଜେପୁର ସରପଞ୍ଚ ସଂଘ ର ସଭାପତି ତଥା ବୁଡାପାଲି ସରପଞ୍ଚ ଜୟକୃଷ୍ଣ ଡନସେନା ପ୍ରମୁଖ ପରିଦର୍ଶନ ବେଳେ ଉପସ୍ଥିତ ରହି ଆସନ୍ତାକାଲି ର ଗସ୍ତ କୁ ସଫଳ କରିବା ନେଇ ପୂର୍ଣ୍ଣ ପ୍ରୟାସ ରେ ଲାଗିପଡିଛନ୍ତି ବୋଲି ବରପାଲି ବିଜୁ ଯୁବ ଜନତା ଦଳ ର ଡିଜିଟାଲ ସେକ୍ରେଟାରୀ ସୁଜିତ ଗଡତିଆ ଙ୍କ ଠାରୁ ପ୍ରକାଶ


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like