-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଅଙ୍ଗନବାଡ଼ି ଗୃହ ନିର୍ମାଣ ବ୍ଳକ ପ୍ରଶାସନ ର ମନମୁଖୀ କାର୍ଯ୍ୟ କୁ ବିରୋଧ କଲେ ଗ୍ରାମବାସୀ

12-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ଅନ୍ତର୍ଗତ ତେତେଲମୁଣ୍ଡା ପଞ୍ଚାୟତ ବାଘଉଡାର ଗାଁ ର ତଳପଡା ଅଙ୍ଗନବାଡ଼ି ଗୃହ ନିର୍ମାଣ କରୁଥିବାରୁ ଗ୍ରାମବାସୀ ବିରୋଧ କରି ବିଡ଼ିଓ ଙ୍କ ଜରିଆରେ ଜିଲ୍ଲାପାଳ ଙ୍କୁ ଦାବିପତ୍ର ଦେଇଛନ୍ତି। ସୂଚନା ଅନୁଯାୟୀ

ବର୍ତ୍ତମାନ ଯେଉଁ ସ୍ଥାନରେ ଅଙ୍ଗନବାଡ଼ି କେନ୍ଦ୍ର ନିର୍ମାଣ ହେଉଛି ସେହି ଠାରେ ପୂର୍ବରୁ ଅଙ୍ଗନବାଡ଼ି କେନ୍ଦ୍ର ନିର୍ମାଣ ହୋଇସାରିଛି। ଏବେ ବାଘଉଡାର ଗାଁ ର ଉପର ପଡ଼ାରେ ଅଙ୍ଗନବାଡ଼ି କେନ୍ଦ୍ର ନ ଥିବାରୁ ସେଠାରେ ଏକ ଅଙ୍ଗନବାଡ଼ି କେନ୍ଦ୍ର ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଥିଲେ। ସେଥିପାଇଁ ଏହି ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନା ରେ ଏକ ଅଙ୍ଗନବାଡ଼ି କେନ୍ଦ୍ରର ସୁବ୍ୟବସ୍ଥା କରାଯାଇଥିବା ବେଳେ ଉପରପଡାରେ  ନକରି  ତଲପଡାରେ କରୁଥିବା ଯୋଗୁଁ ଗ୍ରାମବାସୀ ମାନଙ୍କ ମନରେ ଅସନ୍ତୋଷ ଦେଖାଦେଇଛି। ତାଙ୍କ ଲିଖିତ ଅଭିଯୋଗ ମୁତାବକ ଉପର ପଡ଼ାରୁ ଅଙ୍ଗନବାଡ଼ି କେନ୍ଦ୍ର ୧ କିଲୋମିଟର ଦୂର ଯିବାକୁ ପଡ଼ୁଥିବାରୁ ଛୋଟ ଛୋଟ ଛୁଆ ମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। କନିଷ୍ଠ

ଯନ୍ତ୍ରୀ ଙ୍କୁ ଗ୍ରାମବାସୀ ବାରମ୍ବାର ଅଭିଯୋଗ କଲେ ସୁଦ୍ଧା ସେହି ସ୍ଥାନରେ କାର୍ଯ୍ୟ ହେଉଥିବା ବେଳେ ସେହି ଗ୍ରାମର ଲୋକମାନେ ବିଡ଼ିଓ ଙ୍କ ଜରିଆରେ ଜିଲ୍ଲାପାଳ ଙ୍କୁ ଦାବିପତ୍ର ଦେବା ସଙ୍ଗେ ସଙ୍ଗେ ତହସିଲଦାର କୁ ସରକାରୀ ଜମି ଚିହ୍ନଟ ପାଇଁ ଲିଖିତ ଅଭିଯୋଗ କରିଥିଲେ। ଏଥିପ୍ରତି ଜିଲ୍ଲାପାଳ ସ୍ବତନ୍ତ୍ର ଦୃଷ୍ଟି ଦେଇ ଉଚିତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like