-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବର୍ଷୀୟାନ କଳାକାର ସ୍ବର୍ଗତ ଅଟଲଙ୍କ ଜନ୍ମଦିନ ପାଳନ ନେଇ ପ୍ରସ୍ତୁତି ବୈଠକ

12-Nov-2021



ବିନିକା(ହିମାଂଶୁ ଶେଖର ପୁଟେଳ) ବିନିକା ମାଟିର ସୁସନ୍ତାନ,ବର୍ଷୀୟାନ କଳାକାର ତଥା ପଶ୍ଚିମ ଓଡ଼ିଶାର କିମ୍ବଦନ୍ତୀ ସ୍ବର୍ଗତ ଅଟଳ ବିହାରୀ ପଣ୍ଡାଙ୍କ ଜନ୍ମଦିନ ଆସନ୍ତା ଡ଼ିସେମ୍ବର ୧ତାରିଖରେ ପଡୁଥିବାରୁ ଏହାକୁ କିପରି ମହା ଆଡ଼ମ୍ବରରେ ପାଳନ କରାଯିବ ସେନେଇ ଆଜି ସନ୍ଧ୍ୟାରେ ସ୍ଥାନୀୟ ବିନିକା ସ୍ପୋର୍ଟସ କ୍ଲବ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିନିକା ହାଇସ୍କୁଲର ପ୍ରଧାନ ଶିକ୍ଷକ ନୀଳାଚଳ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭା ରେ ସୌମ୍ୟରଞ୍ଜନ ପୂଜାରୀ ସଂଯୋଜନାରେ  କରିଥିବା ବେଳେ  ବୈଠକରେ ଧୀରେନ୍ଦ୍ର କୁମାର ନାୟକ,ମାନଗୋବିନ୍ଦ ମେହେର,ସୋମନାଥ ମିଶ୍ର,ପ୍ରଶାନ୍ତ ଦଣ୍ତସନା,ହିମାଂଶୁ ତ୍ରିପାଠୀ,ସୁଧାଂଶୁ ଶେଖର ଦାଶ,ହିମାଂଶୁ ପଣ୍ଡା,ପୀତବାସ ମେହେର,ବୁଲୁ ଦଣ୍ଡିଆ, ବିବେକା ନାୟକ,ଅମିତ ବିକ୍ରମ ମିଶ୍ର,ନବଜୀବନ ପଣ୍ଡା,ଉମାକାନ୍ତ ଦୀପ,ଶ୍ରୀକାନ୍ତ ମେହେର,ଜୟଗୋପାଳ ସେଠ ପ୍ରମୁଖ ଯୋଗଦେଇ ଏହାର ସଫଳ ଆୟୋଜନ ଉପରେ ଆଲୋଚନା କରିଥିଲେ l ଏହି ଜନ୍ମ ଜୟନ୍ତୀ ରେ  ସାରା ପଶ୍ଚିମ ଓଡ଼ିଶାର ମନ୍ତ୍ରୀ,ବିଧାୟକ,କଳାକାର ମାନଙ୍କୁ ନିମନ୍ତ୍ରଣ କରାଯିବ ବୋଲି ପ୍ରସ୍ତାବ ଗୃହୀତ ହୋଇଥିଲା । ଏହା ସହିତ ସେହିଦିନ ଅଟଳଙ୍କ ନାମରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ ବୋଲି ଆଲୋଚନା ହୋଇଛି |ଶେଷରେ ବିରଞ୍ଚି ମେହେର ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like