-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ ଭିନ୍ନକ୍ଷମଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିଵା ପାଇଁ ଆହ୍ଵାନ

13-Nov-2021



ବଲାଙ୍ଗିର, ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ଏବଂ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଗତକାଲି ଜିଲ୍ଲାପାଳଙ୍କ ସମ୍ବିଳନୀ କକ୍ଷରେ ଭିନ୍ନକ୍ଷମ ମାନଙ୍କ ଅଧିକାର ଏବଂ ଅଧିନିୟମ ସହିତ ବିଭିନ୍ନ ଯୋଜନା ସମ୍ପର୍କରେ ଏକ ସଚେତନତା ଶିବିର ଆୟୋଜିତ ହୋଇଯାଇଛି । ଆୟୋଜିତ ଶିବିରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ସୁଲୋଚନା ଦାସ ଯୋଗଦେଇ ଭିନ୍ନକ୍ଷମମାନଙ୍କ ଅଧିକାର ଓ ଅଧିନିୟମ ସମ୍ପର୍କରେ ଆଲୋକପାତ କରିଥିବା ବେଳେ ଭିନ୍ନକ୍ଷମ ଅଧିକାରୀ ଅଧିନିୟମ ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ । ଭିନ୍ନକ୍ଷମ ମାନକୁଂ ସ୍ୱାବଲମ୍ବୀ କରିବା ତଥା ସେମାନଙ୍କ ଦକ୍ଷତା ବିକାଶରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସୁଫଳ ପ୍ରଦାନ କରିବା ଦିଗରେ ଆଲୋଚନା କରିଥିଲେ ।

ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ଜିଲ୍ଲାରେ ଭିନ୍ନକ୍ଷମଙ୍କ ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ଯୋଜନା ଉପରେ ଆଲୋକପାତ କରିବା ସହିତ ସେମାନଙ୍କୁ କିପରି କରୋନା ଟୀକା ପ୍ରଦାନ କ୍ଷେତ୍ରରେ ପ୍ରାଥମିକତା ଦିଆଯିବ, ସେ ନେଇ ଆଲୋଚନା  କରିଥିଲେ ଏବଂ ସେମାନଙ୍କୁ ମୁଖ୍ୟ ସ୍ରୋତରେ କିପରି ସାମିଲ କରାଯିବ, ତାକୁ ପ୍ରାଧାନ୍ୟ ଦେବା ସହିତ ଭିନ୍ନକ୍ଷମ ମାନଙ୍କୁ ସହଯୋଗ କରିବାକୁ ସେ କହିଥିଲେ ।

ବୈଠକରେ ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରି, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦିଲୀପ ପଟେଲ ସିଡିଏମଓ ଭୀମ ସାହୁ ଉପଜିଲ୍ଲାପାଳ ଲମ୍ବୋଦର ଧାରୁଆ ଓ ଅନେକ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।ପରିଶେଷରେ ଭିନ୍ନକ୍ଷମ ଦୁଇ ଦମ୍ପତି ଦୁର୍ଯ୍ୟୋଧନ ସାହୁ,କମଳିନୀ ସାହୁ ଏବଂ ବନମାଳୀ ସେଟ, ବସନ୍ତି ସେଟ ପ୍ରୋତ୍ସାହନ ରାଶି ୨ଲକ୍ଷ୍ୟ୫୦ହଜାର ଟଙ୍କା ଲେଖାଏଁ ଚେକ ପ୍ରଦାନ କରାଯାଇଥିଲା l

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like