-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଏସଆଇଏଚଏମ କଲେଜରେ ଆଣ୍ଟିରେଗିଂ କମିଟି ବୈଠକ ।

13-Nov-2021



ବଲାଙ୍ଗୀର  ବଲାଙ୍ଗୀର ବିଜାଖମନ ସ୍ଥିତ ଷ୍ଟେଟ ଇନଷ୍ଟିଚ୍ୟୁଟ ଅଫ ହୋଟେଲ ମ୍ୟାନେଜମେଣ୍ଟ (ଏସଆଇଏଚଏମ) କଲେଜରେ ଆଜି ଅପରାହ୍ନରେ ୪ ଟାରେ ଆଣ୍ଟିରାଗିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ସୁରେଶ ଏକନାଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ କଲେଜରେ ବିଗତ ୧୬ ବର୍ଷ ମଧ୍ୟରେ କେବେବି କୌଣସି ଛାତ୍ରଛାତ୍ରୀଙ୍କୁ ର‌୍ୟାଗିଂ ହୋଇନଥିବା  ସୂଚନା ଦିଆଯାଇଥିବା ବେଳେ  ଆଗକୁ ଏହି ପରମ୍ପରା ବଜାୟ ରଖିବାକୁ  ଛାତ୍ରଛାତ୍ରୀଙ୍କୁ ଅନୁରୋଧ କରାଯାଇଛି । ଅଧ୍ୟକ୍ଷ ଶ୍ରୀ ଏକନାଥ ସରକାର ର‌୍ୟାଗିଂକୁ ନେଇ କଡା ଆଇନ କରି ଆଭିମୁଖ୍ୟ ସ୍ପଷ୍ଠ କରିଛନ୍ତି ଏବଂ ଏକ ସ୍ୱତନ୍ତ୍ର ଗାଇଡ ଲାଇନ ଦେଇଛନ୍ତି । ଅନୁଷ୍ଠାନରେ କୌଣସି ବି ଛାତ୍ର କିମ୍ବା ଛାତ୍ରୀଙ୍କୁ ଅପ୍ରିତିକର ମନ୍ତବ୍ୟ ତଥା ମାନସିକ ସମ୍ମାନ ହାନି ହେଲା ଭଲି  ପରିସ୍ଥିତି ସୃଷ୍ଟି ହେଲେ ତାକୁ ର‌୍ୟାଗିଂ କୁହାଯିବ ଓ ସେଥିପାଇଁ କଠୋର ପଦକ୍ଷେପ ନିଆଯିବ ବୋଲି କହିଥିଲେ । ସମସ୍ତେ ମିଳିମିଶି ସହଯୋଗ ଭିତିରେ ଅନୁଷ୍ଠାନରେ ରହିବାକୁ ପରାମର୍ଶ ଦେଇଥିଲେ । ଯଦି କାହାକୁ କାହାରି ବ୍ୟବହାର ଅସନ୍ତୋଷ ଲାଗେ । ତେବେ ତୁରନ୍ତ ଅନଲାଇନ କିମ୍ବା ହେଲପ ଲାଇନ ନମ୍ବରେ ଅଭିଯୋଗ କରିପାରିବେ ବୋଲି କହିଥିଲେ । ଏହି ବୈଠକରେ କମିଟିର ସଦସ୍ୟ ତଥା ବରିଷ୍ଠ ସମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଯୋଗଦେଇ ତାଙ୍କ ଛାତ୍ର ଜୀବନର ଅନୁଭୁତି ବିଷୟରେ କହିବା ସହିତ ବର୍ତ୍ତମାନର ସରକାରୀ ଆଇନ ବିଷୟରେ ଆଲୋକପାତ କରିଥିଲେ । ଛାତ୍ରଛାତ୍ରୀ ମାନେ କ୍ୟାରିୟର ଗଢିବାକୁ ଯତ୍ନବାନ ହୋଇ ହଷ୍ଟେଲ ଜୀବନକୁ ଉପଭୋଗ କରିବାକୁ ପରାମର୍ଶ ଦେଇଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କମିଟି ସଦସ୍ୟ ସ୍ୱେଚ୍ଛାସେବୀ ଧିରେନ୍ଦ୍ର ବନଛୋର , ଅବିଭାବକ ପ୍ରତିନିଧି ପଙ୍କଜିନୀ ପଟ୍ଟନାୟକ,ହଷ୍ଟେଲ ସୁପରିଟେଣ୍ଡେଟ କଳ୍ପନା ଜେନା,କଲେଜର ଅଧ୍ୟାପକ କେ ରବିକୁମାର ,ଦିନେଶ କୁମାର ଗୋଡସରା, ଜୟକିଷ୍ଣା ଭୋଇ,ଛାତ୍ର ପ୍ରତିନିଧି ହିମାଂସି ଚୌହାନ ,ଶେଖର ସୁମନ ଦାଶ ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ