-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||     

HOME   ରାଜ୍ୟ

ବରଗଡ଼ ରେ ହିତାଧିକାରୀ ଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

13-Nov-2021



ବରଗଡ଼ (ପ୍ରେରଣା ଖବର ବ୍ୟୁରୋ) ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ବରଗଡ଼ ଗସ୍ତ ଅବସରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ସେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଜିଲ୍ଲାବାସୀଙ୍କୁ ୩୦୦ କୋଟିରୁ ଉଦ୍ଧ୍ୱର୍ କୋଟି ଟଙ୍କାର ପ୍ରକଳ୍ପର ଭେଟି ଦେଇଛନ୍ତି । ରୂପାନ୍ତରିତ ୭୧ଟି ହାଇସ୍କୁଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି ଯେ, ‘କବି ଗଙ୍ଗାଧର ମେହେରଙ୍କ ପୂଣ୍ୟ ଭୂମି ବିଜେପୁରକୁ ଆସି ମୁଁ ବହୁତ ଖୁସି । ସେ ତାଙ୍କ ପ୍ରତିଭା ଦ୍ୱାରା ଓଡ଼ିଆ ଭାଷା, ସାହିତ୍ୟ ଓ ଜାତିର ଗୌରବ ବୃଦ୍ଧି କରି ଯାଇଛନ୍ତି । ଏହି ଅବସରରେ ତାଙ୍କ ପ୍ରତି ମୋର ଅଶେଷ ଶ୍ରଦ୍ଧାଞ୍ଜଳୀ । ବରଗଡ଼ବାସୀଙ୍କ ଚାଷୀ ଓ ବୁଣାକାର ଭାଇଙ୍କ ଦକ୍ଷତାକୁ ମୁଁ ପ୍ରଣାମ କରୁଛି । କ୍ରୀଡ଼ା କ୍ଷେତ୍ରରେ ବରଗଡ଼ ଆଜି ଦେଶ ପାଇଁ ସୁନାମ ଆଣିଛି । ଆଜି ବରଗଡ଼ ଜିଲ୍ଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ କାର୍ଯ୍ୟକ୍ରମରେ ସାମିଲ ହେଲା । ଏହାଦ୍ୱାରା ଜିଲ୍ଲା ୩ ଲକ୍ଷ ୬୫ ହଜାର ଲୋକ ସୁବିଧା ପାଇବେ ।’





News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like