-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଶିଳ୍ପ ନିର୍ଦ୍ଦେଶକଙ୍କ ସମୀକ୍ଷା ବୈଠକ

13-Nov-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) : ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସାଦିକ ଆଲମ , ଆଇଏଏସ  ଙ୍କ ଏକ ସମୀକ୍ଷା ବୈଠକ ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଆବୋଲି ସୁନୀଲ ନରୱାଣେ ଉପସ୍ଥିତ ରହି ଆଲୋଚନା ରେ ଅଂଶଗ୍ରହଣ କରି ସମସ୍ତ ବିଭାଗୀୟ ଅଧିକାରୀ ଯତ୍ନବାନ ସହ ସମୟ ଅବଧିରେ ଲୋକଙ୍କୁ ସୁବିଧା

ଯୋଗାଇବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ l ସମୀକ୍ଷା ବୈଠକରେ  ସୁବର୍ଣ୍ଣପୁର ଜିଲ୍ଲାରେ ଅଣୁ , କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ର ବିକାଶ ରେ ସମସ୍ତଙ୍କ ସହଯୋଗ ରେ କିଭଳି ସ୍ଥାନୀୟ ନିଯୁକ୍ତି ର ଅଭିବୃଦ୍ଧି ହେବା ସହିତ ବେରୋଜଗାରୀ ଯୁବକଙ୍କୁ ଆତ୍ମନିର୍ଭରଶୀଳ କରାଯାଇପାରିବ ସେଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରାଯାଇଥିଲା l ଏହା ସହିତ ପି ଏମ ଜି ପି, ପି ଏମ ଏଫ ଏମ ଇ  ଯୋଜନା ର ସମୀକ୍ଷା କରାଯାଇଥିଲା l ସୁବର୍ଣ୍ଣପୁର ଜିଲ୍ଲାରେ ଏମ ଏସ ଏମ ଇ ପାର୍କ ଗଠନ ପାଇଁ ଇଡ଼କୋ ତରଫରୁ ନିଆଯାଇଥିବା ଯୋଜନା ସମ୍ପର୍କରେ ବିଷଦ ଭାବରେ ଆଲୋଚନା କରାଯାଇଥିଲା l ଉକ୍ତ ବୈଠକରେ ଏଲ ଡି ଏମ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ୟାଙ୍କ ର ଅଧିକାରୀ, ଇଡକୋ, ପ୍ରଦୂଷଣ ବୋର୍ଡ ର ଅଧିକାରୀପ୍ରମୁଖ ଯୋଗ ଦେଇଥିଲେ l ଉଦ୍ୟୋଗୀ ମାନଙ୍କୁ ସରକାରଙ୍କ ଯୋଜନା କିଭଳି ଭାବରେ ଠିକ ସମୟରେ ଉପଲବ୍ଧ ହୋଇପାରିବ ତଥା ବିଭିନ୍ନ ଯୋଜନା ର ସୁଫଳ ଉଦ୍ୟୋଗୀ ମାନେ କିଭଳି ପାଇପାରିବେ ସେ ଉପରେ ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦେଇଥିଲେ ଶିଳ୍ପ  ନିର୍ଦେଶକ  l ଉକ୍ତ ବୈଠକକୁ ହସ୍ତଶିଳ୍ପ ବିକାଶ ଅଧିକାରୀ ଶ୍ରୀ ଦେବାଶିଷ ମିଶ୍ର ପରିଚାଳନା କରିଥିବା ବେଳେ ଜିଲ୍ଲା ଶିଳ୍ପ କେନ୍ଦ୍ରର ସାଧାରଣ ପରିଚାଳକ ଶ୍ରୀ ବଳଭଦ୍ର ନାୟକ ପ୍ରାରମ୍ଭିକ ଅତିଥି ପରିଚୟ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like