-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଣ୍ଟିଲେ ସ୍ମାର୍ଟ କାର୍ଡ.....୨୯୫ କୋଟି ୯ଲକ୍ଷ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ

13-Nov-2021



ପଦ୍ମପୁର (ନିରଞ୍ଜନ ତ୍ରିପାଠୀଙ୍କ ରିପୋର୍ଟ): ଓଡିଶାର ଲୋକପ୍ରିୟ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି  ବରଗଡ଼ ଜିଲ୍ଲା ବିଜେପୁର ଗ୍ରସ୍ତ ରେ ଆସିଥିଲେ  | ବରଗଡ଼ ଜିଲ୍ଲା ଗସ୍ତ କରି ବିଜେପୁର ଏମ୍ ଗଣ୍ଡପାଲି ପଡିଆରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ଯୋଗଦେଇ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ କରିଛନ୍ତି | ୧୨ଟି ବ୍ଳକରେ ୩ ଲକ୍ଷ ୬୩ ହଜାର ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ

କାର୍ଡ ୫ ଦିନ ମଧ୍ୟରେ ବଣ୍ଟାଯିବାର କାର୍ଯ୍ୟକ୍ରମ ରହିଛି । ତେବେ ଏହି ସବୁ କାର୍ଡ  ବିଭିନ୍ନ ବ୍ଲକ ଓ ପଞ୍ଚାୟତରେ ବାଣ୍ଟିବାକୁ ଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନିଜ ହାତରେ କିଛି ହିତାଧିକାରୀଙ୍କୁ ବିଜୁ ସ୍ୱସ୍ଥ୍ୟ କଲ୍ୟାଣ କାର୍ଡ ବାଣ୍ଟିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଜିଲ୍ଲାରେ ମୋଟ ୨୯୫କୋଟି ୯ ଲକ୍ଷ ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି | ଓଡିଶା ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବରଗଡ଼ ଜିଲ୍ଲା ପାଇଁ ଆଉ ଏକ ଫର୍ଦ୍ଦ ଯୋଡି ଦେଇଛନ୍ତି । ବରଗଡ଼ ଜିଲ୍ଲାରେ ଶୁଭାରମ୍ଭ ହେଲା ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ ।  ଜିଲ୍ଲାରେ ଆଗାମୀ ୫ ଦିନ ମଧ୍ୟରେ ୧୨ଟି ବ୍ଳକରେ ୩ ଲକ୍ଷ ୬୩ ହଜାର ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯିବ ।  ଏଥିପାଇଁ ଅନେକ ମନ୍ତ୍ରୀ ମନ୍ତ୍ରୀ ଓ ସାଂସଦଙ୍କୁ ଦାୟିତ୍ବ ଦିଆଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ୫ଟି ସଚିବ ଭି.କାର୍ତ୍ତିୟେନ ପାଣ୍ଡିଆନ ,  ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାଶ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ,  ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଝାରୀ ,ରାଜ୍ୟ ସଭା ସାଂସଦ ପ୍ରସନ୍ନ

ଆଚାର୍ଯ୍ୟ ,ସ୍ଥାନୀୟ ବିଧାୟିକା ରିତା ସାହୁ, ଅତବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ଉପସ୍ଥିତ ରହି ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ଯାହକୁ ନେଇ ଖୁସି ପ୍ରକଟ କରିଛନ୍ତି ସ୍ମାର୍ଟକାର୍ଡ ପାଇଥିବା ମହିଳାମାନେ ।ସେପଟେ ଏଥି ସହ ବରଗଡ ଜିଲ୍ଲାରେ ମୋଟ ୨୯୫ କୋଟି ୯ ଲକ୍ଷ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତିମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ସ୍ୱାସ୍ଥ୍ୟସେବା ଭିତ୍ତି ଭୂମି ଉନ୍ନୟନ ପାଇଁ ୯୦ କୋଟି ୨୭ ଲକ୍ଷ, କ୍ରୀଡା ଓ ପର୍ଯ୍ୟଟନ ଉନ୍ନୟନ ପାଇଁ ୪୪ କୋଟି ୨୦ ଲକ୍ଷ ଟଙ୍କା ସମେତ ୧୭୯ କୋଟି ୬୬ ଲକ୍ଷ ଟଙ୍କାର ବ୍ୟୟବରାଦ ରହିଛି । ସେହିପରି ସେତୁ ନିର୍ମାଣ ପାଇଁ ୪୦ କୋଟି ୭୩ ଲକ୍ଷ ଟଙ୍କା ,ବିଦ୍ୟୁତ ଯୋଗାଣ ପାଇଁ ୩୫ କୋଟି ୧୦ ଲକ୍ଷ ଟଙ୍କା ସହ ୧୧୫ କୋଟି ୪୩ ଲକ୍ଷ ଟଙ୍କାର  ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like