-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଟଙ୍କା ଅଭାବରୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜୀବନ ମୃତ୍ୟ ସହ ସଂଗ୍ରାମ କରୁଛନ୍ତି କ୍ୟାନ୍ସର ଆକ୍ରାନ୍ତ

13-Nov-2021



ବଲାଙ୍ଗୀର- ବରଗଡ଼ ୱାର୍ଡ ନମ୍ବର ୭ ବିଶିପଡାର ଜଣେ ବ୍ୟକ୍ତି କାର୍ତ୍ତିକ ସିଂ,(୭୪) ବର୍ତମାନ କ୍ୟାନ୍ସର ରୋଗରେ ଆକ୍ରାନ୍ତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।ବିଭାଗୀୟ ଡାକ୍ତର ପରାମର୍ଶ ଦେଲେ ସୁଦ୍ଧା ଟଙ୍କା ଅଭାବରୁ  ସେମାନେ ଅନ୍ୟତ୍ର ନେବା ପାଇଁ ସାହସ ଜୁଟାଇ ପାରୁ ନାହାନ୍ତି । ପୁଅ:- ସଞ୍ଜୟ ସିଂ, ବରଗଡ଼ ହିରୋ ଫାଇନାନ୍ସ ରେ କଲେକ୍ସନ  କାମ କରୁଥିଲେ ମାସିକ ୮ହଜାର ଟଙ୍କା ରୋଜଗାର କରି ପରିବାର ଚଳାଉଥିଲେ ହେଲେ ଗତ ମାର୍ଚ୍ଚ ମାସରେ ବାପାର 

ରୋଗ ବିଷୟରେ ଜାଣିବାକୁ ପାଇଲା ପରେ ବର୍ତମାନ ତାହା ମଧ୍ୟ ବନ୍ଦ ଅଛି । ପରିବାର ଲୋକେ ଏଣୁ ତେଣୁ ଧାର କରି କାର୍ତିକଙ୍କୁ କଟକ ଆଚାର୍ଯ୍ୟ ହରିହର କର୍କଟ ଚିକତ୍ସାଲୟ, କଟକ କୁ ନେଇଥିଲେ ପରବର୍ତ୍ତୀ ସମୟରେ ଏମ୍ସ ଚିକିତ୍ସାଳୟ ,ଭୁବନେଶ୍ୱର କୁ ନେଲେ ହେଲେ କିଛି ଚିକିତ୍ସା ପାଇଲେ ନାହିଁ ଏପଟେ କାର୍ତିକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅତ୍ୟନ୍ତ ଗୁରୁତର ହେବାରୁ ତାଙ୍କୁ ଘରୋଇ ଚିକିତ୍ସାଲୟ ସ୍ପନ୍ଦନ ରେ ୨.୫ ଲକ୍ଷ୍ ଟଙ୍କା ଖର୍ଚ କରି ଅପରେସନ କରିବାକୁ ବାଧ୍ୟ ହୋଇଥିଲେ । ହେଲେ ବର୍ତମାନ ରୋଗ ପୁନର୍ବାର ବଢିଯାଇଥିବା ବେଳେ କଟକ ନେବା ପାଇଁ ପାଖରେ ପଇସା ନାହିଁ । କାର୍ତିକଙ୍କ ମୁହଁରେ ଏକ ଇଂନଫେକ୍ସନ ବଢିଯାଇ ଶହ ଶହ ପୋକ ଶଲୁବାଲୁ ହେଉଛନ୍ତି ଏଣୁ ତାଙ୍କ କିଛି ସରକାରୀ ସାହାଯ୍ୟ ଯୋଗାଇଦେବା ପାଇଁ ପୁଅ ସଞ୍ଜୟ ସିଂ ଓ ସ୍ତ୍ରୀ ଚିତ୍ରା ସିଂ ସରକାର ତଥା ସର୍ବସାଧାରଣ ଙ୍କୁ  ଅନୁରୋଧ କରିଛନ୍ତି ।
          ଏ ବିଷୟ ପ୍ରତି ଗୁରୁତ୍ୱ ଦେଇ ଯଥାଶୀଘ୍ର ସରକାରୀ ଅନୁଦାନ ଯୋଗାଇଦେବା ପାଇଁ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରାଯାଇଛି l

।(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁଙ୍କ ରିପୋର୍ଟ) 
'


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like