-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜନୀତି

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବରଗଡ ଓ ପଦ୍ମପୁର ରେ ବିଜେପି ର ବିରୋଧ ପ୍ରଦର୍ଶନ

13-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ମୁଖ୍ୟମନ୍ତ୍ରୀଙ୍କ ବିଜେପୁର ଗସ୍ତକୁ ଆଜି ବରଗଡ଼ ବିଜେପି ତରଫରୁ ତୀବ୍ର ବିରୋଧ କରାଯାଇ ଥିଲା। ମମିତା ମେହେର ହତ୍ୟାକାଣ୍ଡର ଷଡଯନ୍ତ୍ରରେ ସଂଶ୍ଲିଷ୍ଟ ଥିବା ରାଜ୍ୟ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି ତଥା ତୋରା ଗ୍ରାମର ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ଘଟଣାର ସି.ବି.ଆଇ ତଦନ୍ତ ଦାବିରେ ବିଜେପି କାର୍ଯ୍ୟକର୍ତ୍ତା ମାନେ

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବା ପାଇଁ ଶତାଧିକ କାର୍ଯ୍ୟକର୍ତ୍ତା ଏକ ମୋଟର ସାଇକେଲ ରାଲିରେ ବାହାରି ବିଜେପୁର ଯାଉଥିବା ସମୟରେ ବରଗଡ଼ ଟାଉନ ପୋଲିସ ବରଗଡ଼ ସହରର ଭଟଲି ଛକ ଠାରେ ବିଜେପି କାର୍ଯ୍ୟକର୍ତ୍ତା ମାନଙ୍କୁ ଅଟକାଇବାରୁ କାର୍ଯ୍ୟକର୍ତ୍ତା ମାନେ ନବୀନ ସରକାର ବିରୋଧରେ ସ୍ଲୋଗାନ ଦେବା ସହିତ ପୋଲିସ ସହିତ ଧସ୍ତାଧସ୍ତି ହୋଇଥିଲେ।ଶେଷରେ ପୋଲିସ ବିଜେପି କାର୍ଯ୍ୟକର୍ତ୍ତା ମାନଙ୍କୁ ଗିରଫ କରି ପୋଲିସ ଅଟକ ରଖିଥିଲା।ପ୍ରକାଶ ଥାଉକି ଆଜି ଭୋର ସକାଳୁ ବରଗଡ଼ ଟାଉନ ପୋଲିସ ,ବିଜେପି ଜିଲ୍ଲା ସଭାପତି ଅଶ୍ୱିନୀ ଷଡଙ୍ଗୀଙ୍କୁ ତାଙ୍କ ବାସଭବନରୁ ଗିରଫ କରିନେଇଯାଇଥିଲାବେଳେ, ବରିଷ୍ଠ ବିଜେପି ନେତା ସୁରେଶ୍ୱର ଶତପଥୀ, ରବି ନାରାୟଣ ଦାଶ, ଅକୁର ମଲ୍ଲିକ ,ଅଶୋକ ପଣ୍ଡା, ଈଶ୍ୱର ବାଗ,ସୁବ୍ରତ ହୋତା, ଅବନିକାନ୍ତ ପଣ୍ଡା, ଅମିତ କୁମାର ପଣ୍ଡା,ନବ କିଶୋର ପାଣିଗ୍ରାହୀ,ବିଜୟ ଦାଶ, ମହେଶ ଦାଶ, ମହେନ୍ଦ୍ର ପୁରୋହିତ, ରତ୍ନାକର ମହାପାତ୍ର,ଯୁଧିଷ୍ଠିର ମେହେର,ବ୍ୟାସଦେବ ନାଏକ,ବ୍ରହ୍ମା ମହାକୁଡ଼,ସୀମା ସିଂ, ମମତା ଅଗ୍ରୱାଲ, ଦେବିକା ସିକା, ଗୀତା ସେଠ,ଶୁକ୍ରୁ ସାହୁ,ସୁଜିତ ସରାଫ, ବ୍ରଜ ନାଏକ, ଅନନ୍ତ ମହାପାତ୍ର,ଲାଲୁ ପଧାନ,ସୁନୀଲ ଶର୍ମା,ବିକାଶ ସାହୁ,ଘନଶ୍ୟାମ ସାହୁ, ସଞ୍ଜୟ ପଧାନ, କୁଶ ସାହୁ, ହେପି ନାଏକ,ପଙ୍କଜ ସେଠ,ରାଜେଶ ପଧାନ,ସୁନୀଲ ସାହୁ,ଦିଲୀପ ସାହୁ, ପ୍ୟାରୀ ସାହୁ,ତଥା ଅନ୍ୟାନ୍ୟ ବହୁ କାର୍ଯ୍ୟକର୍ତ୍ତା ଙ୍କୁ ପୋଲିସ ପୂର୍ବରୁ ଅଟଟରଖିଥିଲେ l ଠିକ ସେଭଳି ସତିଭଟା ପଡିଆ ରେ

ରାଷ୍ଟ୍ରୀୟ ଓବିସି ମୋର୍ଚ୍ଚା ର କାର୍ଯ୍ୟକାରିଣୀ ସଦସ୍ୟା ତଥା ବରଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ ଙ୍କ ନେତୃତ୍ବରେ ପଦ୍ମପୁର ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବମୋର୍ଚ୍ଚା ସଂପାଦକ ପ୍ରିତେଶ ବହିଦାର, ବରଗଡ଼ ଜିଲ୍ଲା ସାଧାରଣ ସମ୍ପାଦକ ସରୋଜ ପାଣିଗ୍ରାହୀ, ବିଭିନ୍ନ ଅଞ୍ଚଳ ର ମଣ୍ଡଳ ର ଦାୟିତ୍ଵରେ ଥିବା ସଭାପତି ସର୍ବଶ୍ରୀ:- ଭୀଷ୍ମଦେବ ସାହୁ, ନିରାକାର ବରିହା, ହରେକୃଷ୍ଣ ପଟେଲ,କେତନ ମେହେର, ସୈାକିଲାଲ ସାହା, ସାଂସଦ ପ୍ରତିନିଧି ଆଡଭୋକେଟ ଚିନ୍ମୟ କୁମାର ପଣ୍ଡା, ସାଂସଦ ପ୍ରତିନିଧି ଶ୍ରୀକାନ୍ତ ପାଣିଗ୍ରାହୀ, ଜିଲ୍ଲା ପରିଷଦ ସଭ୍ୟ ସନ୍ତୋଷ ମେହେର ତଥା ଅନେକ ଦଳୀୟ ସଦସ୍ୟ  ଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଙ୍କୁ କଳାପତାକା ପ୍ରଦର୍ଶନ କଲାସମୟ ରେ ପୋଲିସ କାବୁ କରି ଗିରଫ କରିବା ସହ ଥାନା ରେ ଅଟକ ରଖିଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like