-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

କାଣ୍ଡପାଲି ସ୍କୁଲରେ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ

13-Nov-2021



ଅତାବିରା/ବରଗଡ଼(ନିରଞ୍ଜନ ତ୍ରିପାଠୀ) : ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଏନ୍ ଏ ସି ସ୍ଥିତ ୱାର୍ଡ ନଂ ୧୨ କାଣ୍ଡପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିଥିଲେ।ଏହି କାର୍ଯ୍ୟକ୍ରମକୁ ବ୍ଲକ ଶିକ୍ଷା ଅଧିକାରୀ ମଛିନ୍ଦ୍ର

ମଲ୍ଲିକ ସଭାପତିତ୍ବ କରିଥିବା ବେଳେ ସଂପାଦନ ଦାୟିତ୍ଵ ରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ ରହିଥିଲେ।ଶିକ୍ଷୟିତ୍ରୀ ରଶ୍ମି ରାଣୀ ନନ୍ଦ ଅତିଥି ପରିଚୟ ପ୍ରଦାନ କରିଥିଲେ।କାର୍ଯ୍ୟକ୍ରମରେ ବ୍ଲକ ର ୧୪ଟି କ୍ଲଷ୍ଟର ରୁ ଗୀତ,ରଚନା,ଚିତ୍ରାଙ୍କନ,ନରୁ ଓ ବିତର୍କ ପ୍ରତିଯୋଗିତା ର ପ୍ରଥମ ସ୍ଥାନ ଅଧିକାର କରିଥିବା ୧୨୬ ପ୍ରତିଯୋଗୀ ମାନେ ବ୍ଲକ ସୁରଭି କାର୍ଯ୍ୟକ୍ରମ ରେ ଯୋଗଦେଇ ଥିଲେ।ଏମାନଙ୍କ ମଧ୍ୟରୁ ୯ଜଣ ପ୍ରତି ଯୋଗୀ ଜିଲ୍ଲାସ୍ତରକୁ ଆସନ୍ତା ୧୪ତାରିଖ ଦିନ ଯିବା ପାଇଁ ମନୋନୀତ ହୋଇଛନ୍ତି।ସେହିପରି ଉଦଯାପନୀ ଉତ୍ସବ ରେ ଜିଲ୍ଲା ଭାରପ୍ରାପ୍ତ ଶିକ୍ଷା ଅଧିକାରୀ ରାଧାକାନ୍ତ  ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ମନୋଜ ସାହୁ,ବରଗଡ଼ କଂସ ଅଭିନେତା ଭୁବନ ପ୍ରଧାନ,ନୃତ୍ୟ ନିର୍ଦ୍ଦେଶକ ତପସ୍ଵିନୀ ଗୁରୁ,ଜିଲ୍ଲା ଶାରୀରିକ ନିରୀକ୍ଷକ ଆଶୁତୋଷ ଦେ,ସ୍କୁଲ ପରିଚାଳନା କମିଟି ର ସଭାପତି ଲୋଚନ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ।ସୁରଭି କାର୍ଯ୍ୟକ୍ରମରେ ଆୟୋଜକ କମିଟି ର ଶିକ୍ଷକ ସନ୍ତୋଷ କର ବିବରଣୀ ପଠନ କରିଥିବା ବେଳେ ମଞ୍ଚ ପରିଚାଳନା ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଶିକ୍ଷକ ବଳରାମ ସାହୁ

ସହଯୋଗ କରିଥିଲେ।ସୁରଭି ଆୟୋଜକ ସଂଯୋଜକ ଅତାବିରା ପ୍ରାଥମିକ ସଂଘର ସଂପାଦକ ରଶ୍ମି ରଞ୍ଜନ ସାହୁ ଅତିଥି ସ୍ଵାଗତ ଜଣାଇଥିଲେ।ସ୍କୁଲ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଉଦଯାପନୀ ସଙ୍ଗୀତ ସହ ଅତିଥି ମାନଙ୍କୁ ଫୁଲତୋଡ଼ା ଦେଇ ସମ୍ମାନିତ କରିଥିଲେ।ସକାଳ ୯ଟା ରୁ କାର୍ଯ୍ୟକ୍ରମ ଶେଷ ପର୍ଯ୍ୟନ୍ତ ସୁରଭି କାର୍ଯ୍ୟକ୍ରମ କୁ ନିମନ୍ତ୍ରିତ ଅତିଥି ମାନଙ୍କୁ ଖଇରପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଛାତ୍ର ମାନଙ୍କ ଦ୍ଵାରା ଦୁଲୁଦୁଲି ବାଦ୍ୟ ର ତାଳେ ତାଳେ ସ୍ଵାଗତ ଜଣାଇଥିଲେ।କାର୍ଯ୍ୟକ୍ରମ ପାଇଁ ସ୍ବତନ୍ତ୍ର ଭାବେ ଗ୍ରାମବାସୀ ଙ୍କ ପକ୍ଷରୁ ଝୋଟି ସହ ପୂର୍ଣ୍ଣ କୁମ୍ଭ କଳସ ବସାଇ ଜନ ମାନସରେ ଶୋଭାବର୍ଦ୍ଧନ ହୋଇଥିଲା।ବିଭିନ୍ନ ସ୍କୁଲ ର କୁନି କୁନି ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଝୁମି ଉଠିଥିଲା ଗାଁ ପରିସର।କାର୍ଯ୍ୟକ୍ରମରେ ସମସ୍ତ ସି .ଆର୍. ସି.ସି,ଶିକ୍ଷକ ଶିକ୍ଷୟିତ୍ରୀ,ଗ୍ରାମବାସୀ ଦେବାନନ୍ଦ ପ୍ରଧାନ,ଅର୍ଜୁନ ପରିଡ଼ା, ପଞ୍ଚାନନ ନାଥ,ସୁଶାନ୍ତ ତ୍ରିପାଠୀ,ପୁଷ୍ପଲତା ନାଏକ,ଅନୂସୟା ଦେବତା,ଗୋକୁଳି ମଲ୍ଲିକ ପ୍ରମୁଖ ସକ୍ରିୟ ସହଯୋଗୀ ରହିଥିବା ବେଳେ ସି.ଆର.ସି.ସି ମନୋ ରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like