-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ରାଜ୍ୟ

ଜିଲ୍ଲା ପ୍ରଶାସନ, ରାଜ୍ୟ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ବିଶାଳ ଆଇନ ସେବା ଶିବିର

13-Nov-2021



ପୁରୀ-(ସମୀର ରଞ୍ଜନ ନାୟକ): ବିଶାଳ ଆଇନ ସେବା ଓ ସଚେତନତା ଶିବିର ତାଳବଣିଆସ୍ଥିତ ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଛି । ଜିଲ୍ଲା ପ୍ରଶାସନ, ରାଜ୍ୟ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ ମିଳିତ ସହଯୋଗରେ ଏହା ଆୟୋଜିତ ହୋଇଛି । ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ସନ୍ତୋଷ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।   ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶାନୁଯାୟୀ ଦେଶର ସମସ୍ତ ଜିଲ୍ଲା ଗୁଡିକରେ ଏହି  ସଚେତନତା ଶିବିର ଆୟୋଜିତ ହୋଇଛି । ଉକ୍ତ ଶିବିରରେ ଆଇନ ସଚେତନତା ସହିତ  ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ ସହାୟତା ବଣ୍ଟନ କରାଯାଇଛି ।  ବିଶେଷ ଭାବେ କରୋନା ମହାମାରୀ ସମୟରେ ପିତାମାତାଙ୍କୁ ହରାଇ ଥିବା ପିଲା ମାନଙ୍କୁ ଆଶିର୍ବାଦ ଯୋଜନା, ଭିନ୍ନକ୍ଷମ ମାନଙ୍କୁ ହ୍ବିଲ ଚେୟାର ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ କରାଯାଇଛି । ମହାତ୍ମା ଗାନ୍ଧିଙ୍କ ଜନ୍ମଦିନ ଅକ୍ଟୋବର ୨ ତାରିଖରୁ ନେହେରୁଙ୍କ ଜନ୍ମଦିନ ନଭେମ୍ବର ୧୪ ତାରିଖ ମଧ୍ୟରେ ଆଜାଦି କା ଅମୃତ ମହୋତ୍ସବ ପାଳନ  ଅବସରରେ  ଆଇନ ସେବା ସ୍ବେଚ୍ଛାସେବୀ, ଅଙ୍ଗନୱାଡି ଓ ଆଶା କର୍ମୀ, ଡାକ ସେବକ ମାନଙ୍କ ମାଧ୍ୟମରେ ଗାଁ ଗାଁ ବୁଲି ଆଇନ ସେବା ସଂପର୍କରେ ସଚେତନତା ସୃଷ୍ଟି କରାଯାଉଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀ ଅମରେଶ ମହାପାତ୍ର ଏଭଳି ଶିବିର ଆୟୋଜନରେ ସହଯୋଗ କରିଥିବାରୁ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ପ୍ରଦାନ କରିଥିଲେ । 

ଏହି ଅବସରରେ ଅନ୍ୟମାନଙ୍କ ମାଧ୍ୟମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ପରିବାର ଅଦାଲତ ବିଚାରପତି ଶ୍ରୀ ଅରୁଣ ମଲ୍ଲିକ, ଅତିରିକ୍ତ ଜିଲ୍ଲା ଜଜ ଶ୍ରୀ ରାଜକିଶୋର ଲେଙ୍କା, ଦେୱାନୀ ବରିଷ୍ଠ ବିଚାରପତି ଶ୍ରୀ ସନ୍ଦୀପ କୁମାର ପଟ୍ଟନାୟକ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଏଡିଏମଓ ଡଃ ବିରଜା ଶଙ୍କର ରଥ,  ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ମନୋଜ କୁମାର ତ୍ରିପାଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଅଶୋକ କୁମାର ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ପୁଷ୍ପାଞ୍ଜଳୀ ମହାପାତ୍ର ଓ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like