-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଛାତ୍ର କଂଗ୍ରେସ କର୍ମୀଙ୍କ ଉପରେ ଭିରୁତାପୁର୍ଣ୍ଣ ଅକ୍ରମଣ ବିରୁଦ୍ଧରେ ବିକ୍ଷୋଭ, ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

13-Nov-2021



ବଲାଙ୍ଗିର, (ପ୍ରେରଣା ଖବର)- ପୋଲିସ ସମ୍ମୁଖରେ ବରଗଡ ଜିଲ୍ଲା ଛାତ୍ର କଂଗ୍ରେସ କର୍ମୀମାନଙ୍କ ଉପରେ ବିଜେଡି କର୍ମୀମାନଙ୍କ ଭିରୁତା ପୂର୍ଣ୍ଣ ଆକ୍ରମଣ ବିରୁଦ୍ଧରେ ଆଜି ବଲାଙ୍ଗିର ଜିଲ୍ଲା ଛାତ୍ର କଂଗ୍ରେସ ସ୍ଥାନୀୟ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଏ ସଂକ୍ରାନ୍ତରେ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛି । ପ୍ରକାଶ ଯେ, ଆଜି ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ ଗସ୍ତ ରେ ଆସିଥିଲେ । ତାଙ୍କର ଏହି ଗସ୍ତ ସମୟରେ ମମିତା ମେହେର ହତ୍ୟା ଘଟଣାରେ ସରକାରୀ ଉଦାସିନତା ବିରୁରଦ୍ଧରେ ବରଗଡ ଜିଲ୍ଲା ଛାତ୍ର କଂଗ୍ରେସର କିଛି କର୍ମୀ ବିରୋଧ ପ୍ରଦର୍ଶନ କରିଥିଲେ । ବରଗଡ ପୋଲିସ  ଉକ୍ତ ଛାତ୍ର ନେତାଙ୍କୁ କାବୁ କରି ଅଟକ ରଖିବା ପାଇଁ ଥାନାକୁ

ନେଇ ଯାଉଥିବା ବେଳେ କିଛି ବିିଜେଡି କର୍ମୀ ପୋଲିସ ଭ୍ୟାନରୁ କଂଗ୍ରେସ କର୍ମୀଙ୍କୁ ଟାଣି ଆଣି ମାଡ ମାରିଥିଲେ । ଏହି ଆକ୍ରମଣ ସମୟରେ ପୋଲିସ ମହଯୁଦ ଥିବା ସତ୍ୱେ ନିରବ ଦ୍ରଷ୍ଟା ସାଜି ଥିଲା । ଆହୁରି କିଛି ମିଡିଆ କର୍ମୀ ପୋଲିସକୁ ଏହି ଘଟଣା ସମ୍ଭନ୍ଧରେ ପଚାରିବାରୁ ଏଭଳି କିଛି ହୋଇ ନାହିଁ ବୋଲି ଉତ୍ତର ରଖିଥିଲା । ଯାହା ରାଜ୍ୟରେ ଆଇନ ଶୃଙ୍ଖଳା ର ଅବସ୍ଥା ଓ ପୋଲିସ ର ଭୂମିକା ସର୍ବ ସମ୍ମୁଖରେ ରଖିଛି ବୋଲି ଛାତ୍ର କଂଗ୍ରେସ ସଭାପତି ଅଙ୍କିତ ସାହୁ ତାଙ୍କ ପ୍ରତିକ୍ରିୟା ରେ କହିଛନ୍ତି । ତେବେ ଏହି ଘଟଣାରେ ସଂପୃକ୍ତ ବିଜେଡି କର୍ମୀ ଓ ପୋଲିସ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଗଲେ କଂଗ୍ରେସ ଏହି ମାମଲାକୁ ନେଇ ରାଜ ରାସ୍ତକୁ ଓହ୍ଲାଇବ ବୋଲି କଂଗ୍ରେସ ଚେତାଇ ଦେଇଛି । ପୋଲିସ ପକ୍ଷରୁ ବଲାଙ୍ଗିର ଉପଖଣ୍ଢ ପୋଲିସ ଅଧିକାରୀ ତୋଫାନ ବାଗ ଦାବୀପତ୍ର ଗ୍ରହଣ କରିବା ସହ ଉପରସ୍ତ ଅଧିକାରୀଙ୍କୁ ଏବିଷୟରେ ଅବଗତ କରିବେ ବୋଲି କହିଥିଲେ । ଆଜିର ଏହି ବିକ୍ଷୋଭ ସମାବେଶ ରେ ଜିଲ୍ଲା କଂଗ୍ରେସ ଉପସଭାପତି ମନୀଷ ମିଶ୍ର , ଜୁଲୁ ପଟ୍ଟନାୟକ, ନାରୀ ନେତ୍ରୀ ମିଲନୀ ସାହୁ, ସଞ୍ଜୟ ମିଶ୍ର, ଅଜିତ ମହାନନ୍ଦ, ଶୁଭେନ୍ଦୁ ସାହୁ, ନିତିଶ ପ୍ରଧାନ, ନିରଞ୍ଜନ ମିଶ୍ର, ଟୁଲୁ ସେନ, ଓମ ରାଉତ, ଶୁଭମ ଷଢଙ୍ଗି, ବନମାଲୀ ସାହୁ , ସୁମନ୍ତ ବିଭାର, ସୁଜିତ କୁମ୍ଭାର, ଅମନିତ ବାଗ, ଜଗା ରାଏ, ତୁଷାର କୁମ୍ଭାର, କୁଲମଣୀ ସାହୁ, ଭୀକାରି ସାହୁ, ଅମୂଲ୍ୟ ସେଠ, ଟୁନା ସାହୁ, ପ୍ରଦୋଷ ପାଣିଗ୍ରହୀ ପ୍‌ରମୂଖ ଉପସ୍ଥିତ ଥିଲେ ।  

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like