-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଗ୍ରାମୀଣ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଦେଲେ ନରସିଂହ ଓ ସଙ୍ଗିତା-  ଦଳମତ ଭୁଲି ବିକାଶ କାର୍ଯ୍ୟରେ ଏକତ୍ରିତ ହେଲେ ବିଧାୟକ ଓ ସାଂସଦ

13-Nov-2021



ବଲାଙ୍ଗିର,(ପ୍ରେରଣା ଖବର) ଦଳୀୟ ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଅଂଚଳର ବିକାଶ ପାଇଁ ନିର୍ବାଚିତ ପ୍ରତିନିଧିମାନେ ଗୋଟିଏ ମଂଚରେ ବସି ପାରିଲେ ଅଂଚଳରେ ହେଉଥିବା ବିକାଶ କାର୍ଯ୍ୟର କ୍ଷୀପ୍ରତା ନିଶ୍ଚୟ ଦୁଇଗୁଣିତ ହୋଇପାରିବ । କିଛି ଦିନ ପୂର୍ବରୁ ବଲାଙ୍ଗିର ର କିଛି ଯୁବକ ବଲାଙ୍ଗିର ଦିବସ ପାଳନ ଅବସରରେ ନିର୍ବାଚିତ ପ୍ରତିନିଧିମାନଙ୍କୁ ଗୋଟିଏ ମଂଚରେ ବସାଇ ପାରିଥିଲେ । ଆଜି ପୁଣି ଗାଁର ପ୍ରତ୍ୟେକ ଘରକୁ ପାଇପ ଯୋଗେ ପଇବା ପାଣି ପ୍ରକଳ୍ପ ଉଦଘାଟନ ଉତ୍ସବ ରେ ଉଭୟ ସ୍ଥାନୀୟ ବିଧାୟକ ଉ ସାଂସଦ ଗୋଟିଏ ମଂଚରେ ବସିଛୁ । ଏହା ନିହାତି ଭାବେ ବଲାଙ୍ଗିର ବିକାଶ ପାଇଁ ଏକ ଶୁଭ ସୂଚନା ବୋଲି ଆଜି ବଲାଙ୍ଗିର ବ୍ଲକ ସ୍ଥିତ ମିର୍ଧାପାଲି ପଞ୍ଚୟତର କଁ ଗାଁ ଓ କୁଟୁମଡୋଲା ରେ ଦୁଇଟି ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଉତ୍ସବରେ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର କହିଛନ୍ତି । କଅଁଗାଁ ଠାରେ ନିର୍ମାଣ ହେବାକୁ ପ୍ରକଳ୍ପର ବ୍ୟୟ ଅଟକଳ ୧୦୧ କୋଟି ହୋଇଥିବା ସ୍ଥଳେ କୁଟୁମଡୋଲା ପ୍ରକଳ୍ପ ୪୯ ଲକ୍ଷ ରହିଛି । ଉଭୟ ପ୍ରକଳ୍ପର କ୍ଷମତା ହେଉଛି ୧ଲକ୍ଷ ମିଟର । ନିଜ ବକ୍ତବ୍ୟରେ ଶ୍ରୀ ମିଶ୍ର ଆହୁରି କହିଥିଲେ ଯେ, ପଇବା ପାଣି ପ୍ରତ୍ୟେକ ଲୋକର ମୌଳିକ ଅଧିକାର । ଯୋଜନାକୁ କାର୍ଯ୍ୟକାରୀ କରିବା ଦାଇତ୍ୱ ହେଉଛି ଜନ ପ୍ରତିନିଧିଙ୍କର । ତେଣୁ ଯୁଦ୍ଧକାଳୀନ ଭିତ୍ତିରେ ଏହି ପ୍ରକଳ୍ପର କାମ ଯୋତେ ଶୀଘ୍ର ସରିବ ସେ ଉପରେ ଜନ ପ୍ରତିନିଧି, ଅଧିକାରୀ ଓ ଜନସାଧାରଣଙ୍କା ଭାଗିଦାରି ନିତାନ୍ତ ଅବଶ୍ୟକ ବୋଲି ସେ କହିଥିଲେ । ମାନ୍ୟବର ବଲାଙ୍ଗିର ସାଂସଦ ସଙ୍ଗିତା କୁମାରୀ ସିଂଦେଓ ପ୍ରକଳ୍ପରୁ ଲୋକେ ଯେପରି ଶୀଘ୍ର ଲାଭବାନ ହୋଇପାରିବେ ସେ ଦିଗରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଓ କାର୍ଯ୍ୟକାରୀ ସଂସ୍ଥା ସ୍ୱତନ୍ତ୍ର ଧ୍ୟାନ ଦେବା ଉପରେ ନିଜ ବକ୍ତବ୍ୟରେ ଗୁରୁତ୍ୱ ପ୍ରଦାନ କରିଥିଲେ । କୁଟୁମଡୋଲା ଠାରେ ସାଧାରଣ ଲୋକେ ବିକଳାଙ୍ଗ, ବାର୍ଧକ୍ୟ ଭତ୍ତା, ସ୍କୁଲ , ଗ୍ରାମ୍ୟ ରାସ୍ତା କୁ ନେଇ ବିଧାୟକ ଶ୍ରୀ ମିଶ୍ରଙ୍କ ସମ୍ମୁଖରେ ସମମସ୍ୟା ସମଧାନ ପାଇଁ ଅନୁରୋଧ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମମାନଙ୍କରେ  ଅଧିକ୍ଷଣ ଯନ୍ତ୍ରୀ ବିପିନ ଦାଶ, ସହକାରୀ ଯନ୍ତ୍ରୀ ଗଗନ କିଷାନ, କନିଷ୍ଠ ଯନ୍ତ୍ରୀ ଅଶୋକ ଭୂୟାଁ , ଗ୍ରାମ୍ୟ ଉନ୍ନୟନ ସଂସ୍ତାର ସହକାରୀ ଓ କନିଷ୍ଠ ଯନ୍ତ୍ରୀ, କଂଗ୍ରେସ ନେତା ଉମାକାନ୍ତ ପଣ୍ଡା, ଡ ରାଧାକାନ୍ତ ଭୋଇ, ବ୍ଲକ ଉପାଧକ୍ଷା ଯଶୋବନ୍ତି ବଘାର, ଜିଲ୍ଲାପରିଷଦ ଶ୍ରୀଧର ବାରିକ, ସରପଞ୍ଚ ଶାନ୍ତିଲତା ବାରିକ,ଦେବଦତ୍ତ ପ୍ରଧାନ, ଶ୍ରୀ ବରେଇ, ସାଂସଦ ପ୍ରତିନିଧି ଅମିତ ସିଂ ନିନା, ବିଜେପି ନେତା ଅନନ୍ତ ଦାଶ ଓ ସୁନିଲ ପମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like