-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ଶ୍ରୀ ଜଗନ୍ନାଥ ତୁଳସୀ ରଥ କୁ ଭବ୍ୟ  ସ୍ୱାଗତ ଓ ସମ୍ବର୍ଦ୍ଧନା

14-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଶ୍ରୀ ଜଗନ୍ନାଥଙ୍କ ନାଗାର୍ଜୁନ ବେଶ ପାଈଁ ପାତାଳୀ ଶ୍ରୀ କ୍ଷେତ୍ରରୁ ପୁରୀ ଶ୍ରୀ କ୍ଷେତ୍ର କୁ  ଯାତ୍ରା କରୁଥିବା ଫୁଲ ଓ ତୁଳସୀ ରଥକୁ ଆଜି ସକାଳେ ସୁବର୍ଣ୍ଣପୁର ଜ଼ିଲ୍ଲାର ବିନିକା ଜଗନ୍ନାଥ  ମନ୍ଦିର  ଓ ସହର,  ସୋନପୁର ବ୍ଲକ ଛକ, ଦଧିବାମନ ମନ୍ଦିର, ଜଗନ୍ନାଥ ମନ୍ଦିର, ଶ୍ରୀ ଗୁଣ୍ଡିଚାମନ୍ଦିର, ଓ  ବସଷ୍ଟାଣ୍ଡ ପଞ୍ଚରଥ ମନ୍ଦିର ସମ୍ମୁଖରେ ଶ୍ରୀ ରାମ ଚରିତ କମିଟି ସଦସ୍ୟ ଓ ହଜାର ହଜାର ଜଗନ୍ନାଥ ପ୍ରେମୀ ଭକ୍ତ ଶ୍ରଦ୍ଧାଳୁଙ୍କ ଦ୍ୱାରା  ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ହରିବୋଲ  ହୁଳହୁଳି ଘଣ୍ଟ ଓ ଶଙ୍ଖ ବାଦ୍ୟ ରେ ଆଜି ସହରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା l ବିନିକା ଓ ସୁବର୍ଣ୍ଣପୁର ସହର ପରିକ୍ରମା ବେଳେ ପ୍ରତ୍ୟେକ ସାହି ଓ ଛକ ମାନଙ୍କରେ ଶହ ଶହ ମହିଳା ଭକ୍ତ ତୁଳସୀ, ଫୁଲ, ଧୂପ, ଦୀପ ଅର୍ପଣ କରି  ଅନେକ ଭକ୍ତ  ରଥ ରେ କିଛି କିଛି ଦକ୍ଷିଣା ମଧ୍ୟ ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମରେ ଶ୍ରୀ ରାମ ଚରିତ କମିଟି

ସହିତ ଜ଼ିଲ୍ଲାର ଅନେକ ସାମାଜିକ ଅନୁଷ୍ଠାନ ସହଯୋଗ କରିଥିବା ବେଳେ  ସମାଜସେବୀ ଶ୍ରୀ ବତ୍ସ ମଲ୍ଲିକ ଓ  ଶ୍ରୀ ରାମ ଚରିତ କମିଟିର  ଉଦ୍ୟୋକ୍ତl ଗଦାଧର  ବାରିକଙ୍କ ତତ୍ୱାବଧାନରେ ଏ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା l ହେଲେ ଜ଼ିଲ୍ଲା ପ୍ରଶାସନର ସଂସ୍କୃତି ବିଭାଗ, ଦେବୋତ୍ତର  ବିଭାଗ କିମ୍ବା ପୋଲିସ ପ୍ରଶାସନର କୌଣସି ଜଣେ  ମଧ୍ୟ  ଅଧିକାରୀ କର୍ମଚାରୀ ରଥ ପରିକ୍ରମା ସମୟରେ  ଶୃଙ୍ଖଳା ଦାଇତ୍ୱରେ କି ରଥ ଦର୍ଶନ ରେ  କୌଣସି ଜାଗାରେ ଦେଖା ଦେଇ ନ ଥିବାରୁ ସହର ତଥା ଜ଼ିଲ୍ଲାର ଜଗନ୍ନାଥ ପ୍ରେମୀ, ସଂସ୍କୃତିପ୍ରେମୀ ତଥା ବୁଦ୍ଧିଜୀବୀ ମହଲ କ୍ଷୋଭ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like