-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଦିନବେଳା ଚୋର ଦୋକାନୀ କୁ ଚକମା ଦେଇ ଚାଲିଗଲା

14-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ବରଗଡ଼ ଜିଲ୍ଲା ପଦ୍ମପୁର ସ୍ଥିତ ନେହେରୁଗଳି ଛକରେ ଥିବା ଗୁଡ୍ଡୁ ମୋବାଇଲ ଦୋକାନକୁ ହଠାତ ଜଣେ ଯୁବକ ଆସି ବିଭିନ୍ନ କମ୍ପାନୀର ମୋବାଇଲ ଫୋନ ଦେଖାଇବା ପାଇଁ କହିବା ଫଳରେ ଦୋକାନୀ ବିଭିନ୍ନ କମ୍ପାନୀର ସମୁଦାୟ ୫ ଗୋଟି ମୋବାଇଲ ବାହାର କରି ତାର ଦାମ ସହ ଦେଖାଇଥିଲା l ଏଇ ସମୟରେ ଉକ୍ତ ଯୁବକ ଅନ୍ୟ ଜିନିଷ ଦେଖାଇବାକୁ କହିବାରୁ ଦୋକାନୀ ପଛକରି ଅନ୍ୟ ଜିନିଷ ଆଣିବାକୁ ଗଲାବେଳେ ମୋବାଇଲ ଚୋର ତୁରନ୍ତ ଟେବୁଲ୍ ଉପରେ ଦେଖାଇବାକୁ ବାହାର କରି ରଖାଯାଇଥିବା ୫ ଗୋଟି ଦାମୀ ମୋବାଇଲ ଧରି ଫେରାର ହୋଇଯାଇଥିଲା l ଯାହା ସି.ସି ଟିଭିରେ ରେକଡିଙ୍ଗ ହୋଇଅଛି l ଏଭଳି ମୋବାଇଲ ଚୋର ଦଳ ପଦ୍ମପୁରରେ ବେଶ ସକ୍ରିୟ ଅଛନ୍ତି ଯେ, ପ୍ରତିଦିନ ପଦ୍ମପୁରରେ ବସୁଥିବା ଡେଲି ମାର୍କେଟରୁ ଗୋଟାଏ ନା ଗୋଟିଏ ମୋବାଇଲ ଲୋକଙ୍କ ପକେଟରୁ ଚୋରି ହେଉଛି l

ଏହାର ଜ୍ୱଳନ୍ତ ଉଦାହରଣ ପଦ୍ମପୁର ହନୁମାନ ପଡା ବାସିନ୍ଦା ବିଶିଷ୍ଟ ନାଟ୍ୟକାର ତଥା ନାଟ୍ୟ ଲେଖକ ଅଶୋକ କୁମାର ବହିଦାରଙ୍କ ନୂଆ ମୋବାଇଲ କିଛି ମାସ ତଳେ ଚୋରି ହୋଇଥିଲା l ଶ୍ରୀମାନ ବହିଦାର ଏ ସମ୍ପର୍କରେ ପଦ୍ମପୁର ଥାନା ରେ ଲିଖିତ ଜଣାଇଥିଲେ କିନ୍ତୁ କିଛି ଲାଭ ହେଲାନି l ମିଛ ଟାରେ ଅନେକ ବାହାନା ସହ ସନ୍ତୋଷ୍ଟିକରଣ କଥା କହି ପୋଲିସ ଏ ବାବଦରେ ଟିକିଏ ହେଲେ ନଜର ଦେଉ ନଥିବାରୁ ଅପରାଧୀ ମାନେ ଡେଲି ମାର୍କେଟରୁ ବାହାରି ବର୍ତ୍ତମାନ ମୋବାଇଲ ଦୋକାନ ମାନଙ୍କୁ ଆଖି ଦେଲେଣି lଦେଖାଯାଉ ପଦ୍ମପୁର ପୋଲିସ ଏ ନେଇ କରୁଛି କଣ ?


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like