-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିନିକା ମହିଳା ଜୁନିଅର କଲେଜରେ ଚାଲିଥିବା ତ୍ରିଦିବସୀୟ ରେଡକ୍ରସ ଶିବିର ଉଦଯାପିତ

14-Nov-2021



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ମହିଳା(ଜୁନିଅର କଲେଜ) ଉଚ୍ଚ ବିଦ୍ୟାଳୟ ଫୁଲମୁଠି ଠାରେ ଗତ ତିନିଦିନ ଧରି ଚାଲିଥିବା କ୍ଳଷ୍ଟରସ୍ତରୀୟ ଯୁବ ରେଡକ୍ରସ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି l ଏଥିରେ ୩ଗୋଟି କଲେଜର ଛାତ୍ରୀମାନେ ଯୋଗଦେଇ ରେଡକ୍ରସ ର ବିଭିନ୍ନ ଦିଗ ଉପରେ ତାଲିମ ନେଇଥିଲେ l କଲେଜ ଅଧ୍ୟକ୍ଷା ପ୍ରଗତି ପଟ୍ଟନାୟକଙ୍କ ସଭାପତିତ୍ବ ଓ ଅଧ୍ୟାପିକା ବୈୟଜନ୍ତି ସାହୁଙ୍କ ସଂଯୋଜନାରେ ଅନୁଷ୍ଟିତ ପ୍ରଥମ ଦିବସରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଭାଇସ ଚେଆରମେନ ଡିଆରସିସି ଡ଼ଃ ସତ୍ୟ ନାରାୟଣ ହୋତା ବିପର୍ଯ୍ୟୟ ପରିଚାଳନା ଓ ଫାଷ୍ଟେଡ

ଏଡ ଉପରେ ଉପସ୍ଥିତ ଛାତ୍ରୀମାନଙ୍କୁ ଦିଗଦର୍ଶନ ଦେଇଥିଲେ । ସେହିପରି ସମ୍ମାନିତ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲା ରେଡକ୍ରସ କୋଡିନେଟର ଉମାକାନ୍ତ ନାଗ ଯୋଗଦେଇ ରେଡକ୍ରସ ର ଇତିହାସ ଉପରେ ସୂଚନା ଦେଇଥିବା ବେଳେ  ଡ଼ଃ ସ୍ଵର୍ଣ୍ଣମୟୀ ଗଡ଼ତିଆ ରକ୍ତଦାନ ମହତ ଦାନ,କଲାପଥର କଲେଜ ଅଧ୍ୟାପକ କିଶୋର କୁମାର ସାହୁ ସଡ଼କ ସୁରକ୍ଷା ଏବଂ ଡ଼ଃ ଦିଲ୍ଲୀପ କୁମାର ପାଣ୍ଡିଆ ଏଡ୍ସ ଶିକ୍ଷା ଉପରେ ସୂଚନା ଦେଇଥିଲେ l ଉଦଯାପନୀ ଉତ୍ସବରେ ବିନିକା ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରେଡକ୍ରସ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଭାଗ ନେଇଥିବା ଛାତ୍ରୀ ମାନେ ନିଜର କର୍ତ୍ତବ୍ୟ ପାଳନ କଲେ ତାର ସଫଳ ମିଳିବ ବୋଲି କହିଥିଲେ ସମ୍ବାନିତ ଅତିଥି ଅଧ୍ୟାପକ କିଶୋର

ସାହୁ,ମହିଳା ଜୁନିଅର କଲେଜ ରାଜନୀତି ବିଜ୍ଞାନ ଅଧ୍ୟାପକ ପଞ୍ଚାନନ ସାହୁ ଯୋଗଦେଇ ରେଡକ୍ରସ କାର୍ଯ୍ୟକ୍ରମର ଉପକାରିତା ସଂପର୍କରେ ଆଲୋକପାତ କରିଥିଲେ l ଏହି ଅବସରରେ ଆୟୋଜିତ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ଛାତ୍ରୀମାନଙ୍କୁ ଅତିଥି ମାନେ ମାନପତ୍ର ଦେଇ ସମ୍ମାନିତ କରିଥିଲେ l କାର୍ଯ୍ୟକ୍ରମରେ  ସିଦ୍ଧାର୍ଥ ଡିଗ୍ରୀ କଲେଜ ଅର୍ଥନୀତି ଅଧ୍ୟାପକ ବିଶ୍ଵନାଥ ମିଶ୍ର,ଓଡ଼ିଆ ଅଧ୍ୟାପକ ଭଗବାନ ସାହୁ,ଶିକ୍ଷା ବିଭାଗ ଅଧ୍ୟାପିକା ବିଘ୍ନେଶ୍ୱରୀ ପୂଜାରୀ ଯୋଗଦେଇ ରେଡକ୍ରସ ପ୍ରଶିକ୍ଷଣ ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ l ରେଡକ୍ରସ କାଉନସିଲର ସବ୍ୟସାଚୀ ଦନ୍ତାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଟିତ ଏହି ପ୍ରଶିକ୍ଷଣ ଶିବିର ପରିଚାଳନାରେ କଲେଜର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like