-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଜିଲ୍ଲା

ସରେଇକେଲା ବିମଳେଶ୍ୱର ବାବା ଶିବ ମନ୍ଦିର ରେ କୁମ୍ଭ ପ୍ରତିଷ୍ଠା ଓ ଇନ୍ଦ୍ର ଇନ୍ଦ୍ରାଣୀ ପୂଜା ସମ୍ପନ୍ନ

14-Nov-2021



ପଦ୍ମପୁର, (ନିରଞ୍ଜନ ତ୍ରିପାଠୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଅନ୍ତର୍ଗତ ସରେଇକେଲା ସ୍ଥିତ ବିମଲେଶ୍ୱର ବାବା ଶିବ ମନ୍ଦିରର କୁମ୍ଭ ସ୍ଥାପନ ଓ ପ୍ରତିଷ୍ଠା ସହ ଇନ୍ଦ୍ର ଇନ୍ଦ୍ରାଣୀ  ପୂଜା ସମ୍ପନ୍ନ ହୋଇଯାଇଛି l ଏହି ପ୍ରତିଷ୍ଠା ଓ ପୂଜନୋତ୍ସବରେ ଗ୍ରାମର ଗୌନ୍ତିଆ ବିକାଶ କୁମାର ବହିଦାର ଓ ତାଙ୍କର ଧର୍ମପତ୍ନୀ ଶ୍ରୀମତୀ ଅନୁସୟା ବହିଦାର ଯଜମାନ ରୂପେ ପୂଜା କାର୍ଯ୍ୟ ତୁଲାଇଥିଲେ l ବିଜୁଳି ମାଡ଼ ହୋଇ ମନ୍ଦିର ରେ ସ୍ଥାପିତ କୁମ୍ଭ ନଷ୍ଟ ହୋଇ ଯାଇଥିବାରୁ ନୂତନ କୁମ୍ଭ ସ୍ଥାପନ କରାଯାଇଥିଲା l ଏହି ପୂଜା କାର୍ଯ୍ୟକ୍ରମ ପ୍ରାରମ୍ଭରେ କଳସ

ଯାତ୍ରା  ସଂକୀର୍ତ୍ତନ୍ୟ ସହ  ଗ୍ରାମ ପରିକ୍ରମା କରି ମନ୍ଦିର ପରିସରରେ ପ୍ରତିଷ୍ଠା ପୂଜା ଉତ୍ସବ ହୋଇଥିଲା l ପୂଜା କାର୍ଯ୍ୟ ସମାପନ ପରେ ଅନ୍ନ ପ୍ରସାଦ ବ୍ୟବସ୍ଥା ହୋଇଥିଲା l ପୂଜାକାର୍ଯ୍ୟକୁ ପଣ୍ଡିତ ଆନନ୍ଦ ହୋତା ଓ ରୋହିତ ହୋତା ତୁଲାଇଥିଲେ l ଏହି ପ୍ରତିଷ୍ଠା ଉତ୍ସବ ରେ ପୂର୍ଣ୍ଣ ନେଗୀ, ପ୍ରତାପସାହୁ, ସୁନୀଲ ପ୍ରଧାନ, ନିରଞ୍ଜନ ପ୍ରଧାନ, କୂଳମଣି ବାରିକ, ଅଶୋକ କୁମାର ପ୍ରଧାନ, ଭୀଷ୍ମଦେବ ବେହେରା, ରାଜକୁମାର କଶ୍ୟପ,ସନ୍ୟାସୀ ମାଝୀ, ବିକାଶ ସାହୁ, ଲଳିତ ପ୍ରଧାନ, ଦେବାନନ୍ଦ ପ୍ରଧାନ  ଓ ସମସ୍ତ ଗ୍ରାମବାସୀ ପରିଚାଳନା ରେ ସହଯୋଗ କରିଥିଲେ l ଆସନ୍ତାକାଲି ରୁଦ୍ରାଭିଷେକ ପୂଜା  କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଗ୍ରାମବାସୀଙ୍କ ଠାରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like