-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ରାଜ୍ୟ

ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ବିଦାୟ ଓ ସ୍ୱାଗତ ସମ୍ବର୍ଦ୍ଧନା ସଭା

14-Nov-2021



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ବିଦାୟ ଓ ସ୍ୱାଗତକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏସଡିପିଓ ମନୋଜ ପୂଜାରୀଙ୍କ କୋରାପୁଟ ଜିଲ୍ଲାକୁ ବଦଳି ହେବାପରେ ବାଲିଗୁଡ଼ାରେ ନୂତନ ଏସଡିପିଓ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଆଇପିଏସ ଗୁଣ୍ଡାଲା ରାଘବେନ୍ଦ୍ର ରେଡ୍ଡି । ଏହି ଅବସରରେ ବାଲିଗୁଡ଼ା ପୋଲିସ୍‌ ପକ୍ଷରୁ ଏସଡିପିଓ ମନୋଜ ପୂଜାରୀଙ୍କୁ ବିଦାୟ ଦେବାସହ ଆଇପିଏସ ଗୁଣ୍ଡାଲା ରାଘବେନ୍ଦ୍ର ରେଡ୍ଡିଙ୍କୁ ସ୍ୱାଗତ

ସମ୍ବର୍ଦ୍ଧନା କରାଯାଇଛି । ଏଥିରେ ଉପଖଣ୍ଡର ବାଲିଗୁଡ଼ା, ବ୍ରାହ୍ମଣୀଗାଁ, ଦାରିଙ୍ଗବାଡି,କ.ନୁଆଗାଁ, କୋଟଗଡ଼, ତୁମୁଡ଼ିବନ୍ଧ,ବେଲଘର ଆଦି ୭ଟି ଥାନାରେ କାର୍ଯ୍ୟରତ ସମସ୍ତ ଥାନା ଅଧିକାରୀ ଓ ଅଫିସରଙ୍କ ସମେତ ବାଲିଗୁଡାର କାର୍ଯ୍ୟରତ ବହୁ ମାନ୍ୟ ଗଣ୍ୟ ବୁଦ୍ଧିଜୀବିମାନଙ୍କ ସହ ନୂତନ ଭାବେ କାର୍ଯ୍ୟରେ ଯୋଗଦେଇଥିବା ଆଇପିଏସ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ସମାଧାନ ସମ୍ପର୍କରେ ଆଲୋଚନା ହୋଇଥିଲା ।ପୂର୍ବତନ ଏସଡିପିଓ ଶ୍ରୀ ପୂଜାରୀ ଅଞ୍ଚଳବାସୀଙ୍କ ସହ ଯେଉଁଭଳି ସମନ୍ୱୟ ରକ୍ଷା କରି ଅଞ୍ଚଳରେ ଘଟୁଥିବା ଅପରାଧ ଓ ଅଞ୍ଚଳବାସୀଙ୍କୁ ସବୁ କାର୍ଯ୍ୟରେ ସହଯୋଗ କରୁଥିଲେ ସେହିଭଳି ନୂତନ ଭାବେ କାର୍ଯ୍ୟରେ ଯୋଗଦେଇଥିବା ଆଇପିଏସ୍‌ ଜି.ରାଘବେନ୍ଦ୍ର ରେଡ୍ଡୀ ଅଞ୍ଚଳବାସୀଙ୍କ ହିତରେ କାର୍ଯ୍ୟ କରିବେ ବୋଲି ଆଶା ବାନ୍ଧିଛନ୍ତି । ସେପଟେପଟେ ଆଇପିଏସ୍‌ ରେଡ୍ଡୀ ମଧ୍ୟ ଅଞ୍ଚଳବାସୀଙ୍କ ନିକଟରୁ ଅନୁରୁପ ଆଶା ରଖିଥିବା କହିଛନ୍ତି । ଅନ୍ୟପଟେ ବାଲିଗୁଡ଼ା ଥାନାରେ କାର୍ଯ୍ୟରତ ମହିଳା ସବ୍‌ ଇନ୍ସପେକ୍ଟର

ରଚିତ ମାଡକାମୀଙ୍କର ମଧ୍ୟ କୋରାପୁଟ ଜିଲ୍ଲାକୁ ବଦଳି ହୋଇଛି । ତାଙ୍କୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ବିଦାୟ ସମ୍ବର୍ଦ୍ଧନା ଦେବାସହ ଏଠାରେ କାର୍ଯ୍ୟ କରୁଥିବା ସମୟରେ ଅଞ୍ଚଳବାସୀଙ୍କ ପ୍ରତି ରଚୟିତାଙ୍କ ସହାନୁଭୂତି ଓ କାର୍ଯ୍ୟଶୈଳୀକୁ ନେଇ ବେଶ୍‌ ପ୍ରଶଂସା କରିଛନ୍ତି ଅଞ୍ଚଳବାସୀ ଓ ସହକର୍ମୀ । ବାଲିଗୁଡ଼ା ଥାନା ଅଧିକାରୀ ଏହି କାର୍ଯ୍ୟକ୍ରମର ସମସ୍ତ ଆୟୋଜନ କରିଥିବା ବେଳେ ବାଲିଗୁଡ଼ା ଥାନାରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like