-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପଣ ହେଲା ବିନିକା ବ୍ଲକର ୨ହାଇସ୍କୁଲ

14-Nov-2021



ବିନିକା(ହିମାଂଶୁ ଶେଖର ପୁଟେଲ)) ସରକାରଙ୍କ ୫ଟିରେ ରୂପାନ୍ତରିତ ହୋଇ ନୁଆଁ ମଡେଲିଂ ଢାଞ୍ଚା ସହ ସ୍ମାର୍ଟକ୍ଲାସ କୋଠରୀରେ ସଜେଇ ହୋଇ ସାରିଥିବା ବିନିକା ବ୍ଲକର ୨ଟି ହାଇସ୍କୁଲ ସିନ୍ଦୂରପୁର ଓ କୁହିବାହାଲ କୁ ଆଜି ପବିତ୍ର ଶିଶୁ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଲୋକାର୍ପଣ କରିଥିବାରୁ ସ୍ମାର୍ଟ ସ୍କୁଲରେ ଅଧ୍ୟୟନ କରିବାକୁ ଯାଉଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଯେତିକି ଉତ୍ସାହ ଉଦ୍ଦୀପନା ପରିଲକ୍ଷିତ ହୋଇଛି ତାଠାରୁ ଅଧିକ ସ୍କୁଲର ପୁରାତନ ଛାତ୍ରଛାତ୍ରୀ,ଶିକ୍ଷକ/ଶିକ୍ଷୟତ୍ରୀ,ମୋ ସ୍କୁଲ ଅଭିଯାନ କର୍ମକର୍ତ୍ତା, ଅଭିଭାବକ/ଅଭିଭାବିକା,ଶିକ୍ଷାବିତ ମହଲରେ ଖୁସିର ବାତାବରଣ ଖେଳିଯାଇଛି l ଏହି ଅବସରରେ ଡୁଙ୍ଗୁରିପାଲି ବ୍ଲକ କୋଶଲେଶ୍ୱର ହାଇସ୍କୁଲ ରେ

ଅନୁଷ୍ଟିତ କାର୍ଯ୍ୟକ୍ରମରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ,ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା,ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱନେ ଯୋଗଦେଇଥିଲେ l  ସୂଚନା ଯୋଗ୍ୟଯେ ନବକଳେବର ପୂର୍ବରୁ ଏହି ସ୍କୁଲରେ ଥିବା ଭଙ୍ଗା ଦଦରା କୋଠରୀର ଆଉ ଚିହ୍ନବର୍ଣ୍ଣ ନାହିଁ l ସମ୍ପୁର୍ଣ୍ଣ ନୂଆଁ ଦାଞ୍ଛାରେ ନୂଆଁ ରୂପରେ ଶୋଭା ପାଉଛି ଉଭୟ ବିଦ୍ୟାଳୟ ।ସ୍କୁଲ କାନ୍ଥରେ ବିଶିଷ୍ଟ ମହାପୁରୁଷଙ୍କ ଚିତ୍ର ଶୋଭିତ କରୁଥିବା ବେଳେ ସ୍ମାର୍ଟକ୍ଲାସ ରୁମ,ଅତ୍ୟାଧୁନିକ ବିଜ୍ଞାନ ଲାବୋରୋଟାରି,ବିଜ୍ଞାନ ଉପକରଣ ,ବିଭିନ୍ନ

ଆସବାବପତ୍ର,ଇଣ୍ଟରନେଟ ସୁବିଧା,ଖେଳ ଉପକରଣ ସାମଗ୍ରୀ ସହ ସ୍କୁଲ ପରିବେଶକୁ ଫଳ ଓ ଫୁଲରେ ସୌନ୍ଦର୍ଯ୍ୟ କରଣ ଭଲି ଆହୁରି ଅନେକ ପରିବର୍ତନ ଘଟି ଥିବା ବେଳେ ଅତ୍ୟାଧୁନିକ ଶୌଚାଳୟ ନିର୍ମାଣ,ବିଶୁଦ୍ଧ ପାନୀୟ ଜଳ ଯୋଗାଣ,ୱାଟର ଫିଲଟର ବ୍ୟବସ୍ଥା ହୋଇଛି l ତେବେ ଏହି ସବୁ ସୁବିଧା ହେବାପରେ ନିଶ୍ଚିତ ଭାବରେ ଛାତ୍ରଛାତ୍ରୀଙ୍କ ପାଠପଢା ପ୍ରତି ଆଗ୍ରହ ବଢିବ ବୋଲି ଶିକ୍ଷା ପ୍ରେମୀ ମହଲରେ ଆଶା ପ୍ରକଟ ପାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like