-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ପଣ୍ଡରା ଯୁବାମଞ୍ଚ ତରଫରୁ ରକ୍ତଦାନ ଶିବିର

14-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) କାର୍ତ୍ତିକ ଶୁକ୍ଳ ପକ୍ଷ ଏକାଦଶୀ ଦିନ ବରଗଡ଼ ଜିଲ୍ଲା ବରିକେଲ ଗ୍ରାମର ରାଜବୋଡାସମ୍ବର ଅଞ୍ଚଳର ୫୬ ଗ୍ରାମରୁ ଆସିଥିବା ପଣ୍ଡରା ଜାତିର ଯୁବକମାନଙ୍କୁ ନେଇ ନବଗଠିତ ପ୍ରଗତିଶୀଳ ପଣ୍ଡରା ଯୁବା ମଞ୍ଚ ର ପ୍ରଥମ ଯୁବ ଚିନ୍ତନ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭାରେ ପଣ୍ଡିତ ସୁରେଶ ଚୌହାନ ସଭାପତିତ୍ୱ କରିଥିଲେ |ଏହି ସଭା ରେ ଅଞ୍ଚଳର ଅନେକ ଜ୍ଞାନୀ ଗୁଣୀ ବ୍ୟକ୍ତି ଏବଂ ଯୁବଗୋଷ୍ଠୀ ଯୋଗଦେଇ  ଜାତିର ଅସ୍ମିତା, ସଂହତି ଓ ପ୍ରଗତି ଉପରେ ଆଲୋଚନା କାରିଥିଲେ |ଉକ୍ତ ସଭାରେ ଜାତିର ସାମଗ୍ରିକ ବିକାଶ ପାଇଁ ବିଭିନ୍ନ ଉନ୍ନତି ମୂଳକ ପଦକ୍ଷେପ ଗ୍ରହଣ କରିବାର ସ୍ଥିରୀକୃତ କରାହେଇଛି |ପ୍ରଗତିଶୀଳ ପଣ୍ଡରା ଯୁବା ମଞ୍ଚର ରାଜ୍ୟ ଶାଖା ତରଫରୁ ଶ୍ରୀଯୁକ୍ତ ହେମନ୍ତ ଦିଶ୍ରୀ ଓ ଶ୍ରୀଯୁକ୍ତ ବୀରେନ୍ଦ୍ର ଦେହୁରୀ ପର୍ଯ୍ୟବେକ୍ଷକ ଭାବେ ଯୋଗ ଦେଇ

ଯୁବମଞ୍ଚ ର ଉଦ୍ଦେଶ୍ୟ ତଥା ଆଭିମୁଖ୍ୟ କୁ ବିସ୍ତୃତ ଭାବେ ଉପସ୍ଥାପନା କରିଥିଲେ |ପର୍ଯ୍ୟବେକ୍ଷକ ଦ୍ବୟଙ୍କ ଉପସ୍ଥିତି ରେ ରାଜବୋଡାସମ୍ବର ଶାଖା ପ୍ରଗତିଶୀଳ ଯୁବା ମଞ୍ଚ ର ପରିଚାଳନା କମିଟି ଗଠନ କରାଯାଇଥିଲା |ଏହି କମିଟିରେ ଶ୍ରୀଯୁକ୍ତ ଡମ୍ବରୁଧର ସାହାଙ୍କୁ-ସଂଯୋଜକ, ଟିକେଲାଲ ବାରିକ ଙ୍କୁ-ସହ ସଂଯୋଜକ, ଦୋଳଗୋବିନ୍ଦ ବଡଗୁଛିଆ ଙ୍କୁ କୋଷାଧ୍ୟକ୍ଷ, ତୋଷଧର ପାଣ୍ଡେ ଙ୍କୁ ପଦ୍ମପୁର ଜୋନ ସମନ୍ୱୟକ, ପଦ୍ମଲୋଚନ ବାରିକ ଙ୍କୁ ଝାରବନ୍ଧ ଜୋନ ସମନ୍ୱୟକ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି |ଏହି ଅବସରରେ ସମଲେଶ୍ୱରୀ କଲ୍ୟାଣମଣ୍ଡପ ରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା ଯେଉଁଠି ପଣ୍ଡରା ଯୁବମଞ୍ଚ ର ୨୦ଜଣ, ବରିକେଲ ଗ୍ରାମର ଅନ୍ୟାନ୍ୟ ମାନବବାଦୀ ଚିନ୍ତାଧାରାର ୯ ଜଣ ତଥା ପ୍ରଗତିଶୀଳ ପଣ୍ଡରା ଯୁବ ମଞ୍ଚର

Women Wing"ପଣ୍ଡରା ନାରୀଶକ୍ତି " ତରଫରୁ ଶ୍ରୀମତୀ ଲୋପାମୁଦ୍ରା ସାହା ରକ୍ତଦାନ କରିଥିଲେ |ଏହି କାର୍ଯ୍ୟକ୍ରମ କୁ ଶ୍ରୀଯୁକ୍ତ ନେତ୍ରାନନ୍ଦ ସାହା, କୃଷ୍ଣଚନ୍ଦ୍ର ଚୌହାନ, ବନମାଳୀ ଚୌହାନ, ଲୋକନାଥ ଚୌହାନ, ଈଶ୍ୱର ଦିଶ୍ରୀ ଏବଂ ବୁଦ୍ଧ ଦେବ ବିଶି ସୁଚାରୁ ରୂପେ ପରିଚାଳନା କରିଥିଲେ |ପରିଶେଷରେ ପଣ୍ଡିତ ସୁରେଶ ଚନ୍ଦ୍ର ଚୌହାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭାର ସମାପନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like