-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ର ୧୧ ଗୋଟି ରୂପାନ୍ତରିତ ହାଇସ୍କୁଲ  କୁ ଭିସି ମାଧ୍ୟମରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ    ଶିକ୍ଷକ ଛାତ୍ରଛାତ୍ରୀ ଓ ଶିକ୍ଷା ଶିକ୍ଷାନୁଷ୍ଠାନର ବିକାଶରେ ଏକ ବୈପ୍ଲବିକ ପରିବର୍ତନ ଆଣିବ ୫- ଟି ହାଇସ୍କୁଲ -ଅତିଥି

14-Nov-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ରାଜ୍ୟ ର ୫- ଟି ଉପକ୍ରମରେ ସମସ୍ତ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମକୁ ଭର୍ଚୁଆଲ  ମାଧ୍ୟମରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ  ଲୋକାପର୍ଣ  କରିଥିବା ବେଳେ ଏହି କ୍ରମ ରେ ଆଜି ପ୍ରଥମ ପର୍ଯ୍ୟାୟ ରେ ସୁବର୍ଣ୍ଣପୁର ଜିଲ୍ଲାର ୧୧ ଗୋଟି ୫- ଟି ହାଇସ୍କୁଲ କୁ ଡୁଙ୍ଗୁରିପାଲି କୋଶଳେଶ୍ୱର  ହାଇସ୍କୁଲଠାରେ ଭରଚୁଆଲ 

ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ  କରିଛନ୍ତି  ଓ  ଛାତ୍ରଛାତ୍ରୀଙ୍କ ସହିତ  ଏହାର   କାର୍ଯ୍ୟକାରିତା  ଓ ସଫଳତା   ଉପରେ  ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରଶ୍ନ କରି ସିଧା ସଳଖ କଥା ହୋଇଥିଲେ l ଏହି କାର୍ଯ୍ୟକ୍ରମରେ  ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତୀ ନିରଞ୍ଜନ ପୂଜାରୀ,ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଜିଲ୍ଲାପାଳ ଅବୋଲି ସୁନୀଲ ନର୍ଭଣେ ଯୋଗଦେଇ ଏହି ୫-ଟି ସ୍କୁଲ ଗୁଡିକରେ ସ୍ମାର୍ଟ କ୍ଲାସ, ଇ-ଲାଇବ୍ରେରୀ, ଉନ୍ନତ ମାନ ର ସାଇନ୍ସ ଲାଵ, କ୍ରୀଡା ର ବିକାଶ ସହ ଉନ୍ନତ ମାନର ଶୈକ୍ଷିକ ବାତାବରଣ ସୃଷ୍ଟି କରାଯାଇଛି ବୋଲି ମତ ରଖି  ମୁଖ୍ୟମନ୍ତ୍ରୀ ଙ୍କ ଏହି  ୫-ଟି  ରୂପାନ୍ତରଣ ଯୋଜନା  ରାଜ୍ୟ ରେ ଉଭୟ ଶିକ୍ଷକ ଓ ଛାତ୍ରଛାତ୍ରୀ ମାନଙ୍କର ବିକାଶ ସହ  ଶିକ୍ଷା  ଓ  ଶିକ୍ଷାନୁଷ୍ଠାନ ର ବିକାଶ ରେ  ଏକ ବୈପ୍ଳବିକ ପରିବର୍ତ୍ତନ ଆଣିପାରିବ ବୋଲି ମତ ରଖିଥିଲେ  ଏବଂ ଛାତ୍ରଛାତ୍ରୀଙ୍କୁ

ଉତ୍ସାହିତ କରିଥିଲେ l ସୁବର୍ଣ୍ଣପୁର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ୱରୀ ଙ୍କ ପୀଠ ର ବିକାଶ ପାଈଁ ଦେଢ଼ କୋଟି, ଜ଼ିଲ୍ଲା ମୁଖ୍ୟ ହସ୍ପିଟାଲ ପାଈଁ ୧୪୪ କୋଟି, ଓ ରିଙ୍ଗ ରୋଡ଼ ନିର୍ମାଣ ପାଈଁ ୧୦୦ କୋଟି ଟଙ୍କା ର ଅନୁଦାନ ଦେଇ  ସୋନପୁରକୁ ସୁବର୍ଣ୍ଣପୁର ଭାବେ ଗଢି ବାକୁ ଓ ଏହାର ଦ୍ରୁତ ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ଆମକୁ ପ୍ରେରଣା ଦେଇଛନ୍ତି l ଏଥିପାଇଁ ଆମ ଜ଼ିଲ୍ଲା ରୋଡ଼ ସେକ୍ଟର ରେ ରାଷ୍ଟ୍ରପତି ପୁରସ୍କାର, କୃଷି କ୍ଷେତ୍ରରେ କୃଷି କର୍ମଣ ପୁରସ୍କାର ଓ  ଜଳ ସେଚନ , ସଂସ୍କୃତି ପର୍ଯ୍ୟଟନ କ୍ଷେତ୍ର ନାଁ କରିଛି ବୋଲି ବୋଲି ମନ୍ତ୍ରୀ ନିରଞ୍ଜନ ପୁଜାରୀ କହିଥିଲେ  l ହାଇସ୍କୁଲର ପ୍ରଧାନ ଶିକ୍ଷକ ଅଚ୍ୟୁତ ଛତ୍ର ଓ ସ୍ଥାନୀୟ ସରପଞ୍ଚ ମଧୁ ସୁଦନ ଓତାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଓ  ବରିଷ୍ଟ ଶିକ୍ଷକ ବାବୁଲାଲ ସାହୁ, ଚୋୖଧୀରି ବିଭାର, ପ୍ରମୁଖ ସମସ୍ତ ଶିକ୍ଷକ, ପୁରାତନ ଛାତ୍ର ସଂଗଠନ, ଗାଁ ର ଯୁବଗୋଷ୍ଠୀ ସ୍କୁଲ  ମେନେଜିଙ୍ଗ କମିଟି ସଦସ୍ୟ ଲୋକାର୍ପଣ ଉତ୍ସବରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like