-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଖେଳ

ପୀତାମ୍ବର ନାଏକ ମେମୋରିଆଲ ‘ଅଷ୍ଟଭୂଜା କପ’ ଫୁଟବଲଟୁର୍ଣ୍ଣାମେଣ୍ଟ, କୁରୁଲ ଚମ୍ପିୟନ

14-Nov-2021



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗୀର ଜିଲ୍ଲା କୁରୁଲଠାରେ ଦୁଇଦିନଧରି ଚାଲିଥିବା ପ୍ରଥମ ପିତାମ୍ବରନାଏକ ମେମୋରିଆଲ ଅଷ୍ଟଭୂଜା ଫୁଟବଲଟୁର୍ଣ୍ଣାମେଣ୍ଟ ଆଜି ଶେଷ ହୋଇଛି । ଆଜିର ଫାଇନାଲ ମ୍ୟାଚରେ ଖଲିଆପାଲି ଫୁଟବଲଦଳକୁ ୩-୧ପେନାଲ୍ଟିକିକ ଗୋଲରେ ହରାଇ କୁରୁଲ ଦଳ ବିଜୟୀ ହୋଇଛି । ଫାଇନାଲ ମ୍ୟାଚଟି ଖୁବ ଉତ୍କଣ୍ଠାପୂର୍ଣ୍ଣ ଥିଲା । ଅଧଘଣ୍ଟାର ଫାଇନାଲ ଖେଳରେ କେହି କାହାକୁ ଗୋଲଦେଇ ପାରିନଥିଲେ । ଶେଷରେ ରେଫରିମାନେ ପେନାଲ୍ଟି କିକ କରାଇଥିଲେ । ଏଥିରେ କୁରୁଲଦଳ

୩-୧ରେ ବିଜୟୀ ହୋଇଛି । ଆଜି ଉଦଯାପନୀ ତଥା ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀରର ପ୍ରଗତିବାଦୀ ଜିଲ୍ଲା ପ୍ରତିନିଧି ବରିଷ୍ଠ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଓ ସମ୍ମାନୀତ ଅତିଥି ଭାବରେ ପୂର୍ବତନ ଫୁଟବଲ ଖେଳାଳୀ ତଥା କୁରୁଲର ଗଉଁତିଆ ଯଜେ୍ଞଶ୍ୱର ନାଏକ,ବରିଷ୍ଠ ନାଗରିକ ତଥା ପୂର୍ବତନ ଫୁଟବଲ ଖେଳାଳୀ ହୃଦାନନ୍ଦ ପଟେଲ, ଗଣ୍ଡାରାମ ପଟେଲ, ପିତବାସ ପଟେଲ,ଘାସିରାମ ପଟେଲ,ରବିନାରାୟଣ ନାଏକ ପ୍ରମୁଖ ଯୋଗଦେଇ ବିଜୟୀଦଳ ଓ ରନର୍ସଅଫ ଦଳକୁ ଟ୍ରଫି ଓ ପୁରସ୍କାରରାଶି ଦେଇ ପୁରସ୍କୃତ କରିଥିଲେ । ଟୁର୍ଣ୍ଣାମେଣ୍ଟକୁ କୁରୁଲ ଫୁଟବଲ ଏସୋସିଏସନ ଆୟୋଜନ

କରିଥିବା ବେଳେ ସ୍ୱର୍ଗତ ପିତାମ୍ବର ନାଏକଙ୍କ ପରିବାରର ଅଭିଜିତ ନାଏକ,ସୁରଜିତ ନାଏକ,ବିଶ୍ୱଜିତ ନାଏକ ଓ ଅରିଜିତ ନାଏକ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ମଧୁମଙ୍ଗଳ ନାଏକ ପରିଚାଳନା କରିଥିଲେ । ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୮ଦଳ ଯୋଗଦେଇଥିଲେ । ପ୍ରଥମ ସେମିଫାଇନାଲ ଖଲିଆପାଲିଦଳ ଓ ବଲାଙ୍ଗୀରର ବ୍ଲୁମାଉଣ୍ଟେନଦଳ ମଧ୍ୟରେ ହୋଇଥିଲା । ସେଥିରେ ଖଲିଆପାଲିଦଳ ଜିଣି ଫାଇନାଲକୁ ଯାଇଥିଲେ । ସେହିପରି ଦ୍ୱିତୀୟ ସେମିଫାଇନାଲ କୁରୁଲ ଓ କୁଦେଇପାଲି ମଧ୍ୟରେ ଅନୁଷ୍ଠିତ ହୋଇ କୁରୁଲଦଳ ବିଜୟୀହୋଇଥିଲେ । ଆଜି ୪.୩୦ରେ ଫାଇନାଲ ଖେଳ ଆରମ୍ଭ ହୋଇଥିଲା । କୁରୁଲଦଳ ୩-୧ରେ ବିଜୟୀ ହୋଇ ଚମ୍ପିୟନ ହୋଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like