-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବିଦ୍ୟା ଭାରତୀ ଆବାସିକ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

14-Nov-2021



ବଲାଙ୍ଗିର- (ପ୍ରେରଣା ଖବର)- ସ୍ଥାନୀୟ ବିଦ୍ୟା ଭାରତୀ ଆବାସିକ ବିଦ୍ୟାଳୟରେ ଶିଶୁ  ଦିବସ ପାଳନ ଅବସରରେ ‘ଶିଶୁ ଭିତରେ ଆଗାମୀର ସ୍ୱପ୍ନ’ ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା ।   ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଦେବସ୍ମିତା ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ  ମୁଖ୍ୟ ଅତିଥି ଭାବେ  ଡ. ସୁଧାଂଶୁବାଳା ତ୍ରିପାଠୀ,  ମୁଖ୍ୟ ବକ୍ତା ଭାବେ ଡିଜିଏମ, ପ୍ରମେୟ କେବିକେ ଏଡିସନ ଅଖିଳ ଚନ୍ଦ୍ର ହୋତା, ବିଦ୍ୟାଳୟର ନିର୍ଦ୍ଦେଶକ ରାମଚନ୍ଦ୍ର ବେହେରା  ଯୋଗ ଦେଇ ଜବାହରଲାଲ୍ ନେହେରୁ ଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ପଣ୍ଡିତ ଜବାହାରଲାଲ ନେହେରୁଙ୍କ  ଜୀବନାଦର୍ଶ ସମ୍ପର୍କରେ ଆଲୋକପାତ କରିଥିଲେ । ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ ଏକ ସୁସ୍ଥ ସୁନ୍ଦର ଓ ସମୃଦ୍ଧ ସମାଜ ଗଠନ ଶିଶୁ ମାନଙ୍କ ଉନ୍ନତି ବିନା ଅସମ୍ଭବ ବୋଲି କହିଥିଲେ । ମୁଖ୍ୟବକ୍ତା ନିଜ ବକ୍ତବ୍ୟରେ ସ୍ୱପ୍ନକୁ ବାସ୍ତବତା ରୂପ ଦେବାକୁ ହେଲେ

କଠିନ ଅଧ୍ୟବସାୟ ଆବଶ୍ୟକ ଓ ଯେଉଁମାନେ ସ୍ୱପ୍ନକୁ ସଙ୍କଳ୍ପରେ ପରିଣତ କରିଥାନ୍ତି ସଫଳତା ସେହିମାନଙ୍କୁ ମିଳିଥାଏ ବୋଲି କହିବା ସହ ଶିଶୁ ମାନେ ହିଁ ଭବିଷ୍ୟତର ନାଗରିକ ଓ ଦେଶର କର୍ଣ୍ଣଧାର । ଦେଶର ସାମଗ୍ରୀକ ଅଭିବୃଦ୍ଧି ସେମାନଙ୍କ ଉପରେ ନିର୍ଭରଶୀଳ ବୋଲି କହିଥିଲେ ।  ବିଦ୍ୟାଳୟର ଛାତ୍ରୀ ମୁସ୍‌କାନ, ରୋଜୀ, ଭାଗ୍ୟଶ୍ରୀ, ସନ୍ତୋଷିନୀ, ପ୍ରୀତି ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ବେହେରା ନିଜ  ସଭାପତିତ୍ୱ ଅଭିଭାଷଣରେ ନେହେରୁଙ୍କ ଦେଶ ପ୍ରତି ପ୍ରେମଭାବ ସମ୍ପର୍କରେ ଆଲୋକପାତ କରିଥିଲେ । ବିଦ୍ୟାଳୟର ଛାତ୍ରୀ ଆକାଂକ୍ଷା ରଣା ଓ ଛାତ୍ର ସୟଦ ତୋସିବ ତୋଷିବ ରାଜା ପଣ୍ଡିତ ନେହେରୁଙ୍କ ଜୀବନୀ ଉପରେ ବକ୍ତବ୍ୟ ରଖିଥିଲେ ।   ଏହି ଅବସରେ ପୂର୍ବରୁ ଆୟୋଜିତ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ  ମାନଙ୍କୁ  ପୁରସ୍କୁତ କରାଯାଇଥିଲା । କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ଶିକ୍ଷକ ରଞ୍ଜିତ ମିଶ୍ର ଓ ଧନ୍ୟବାଦ ଦେଇଥିଲେ ବିଦ୍ୟାଳୟର ଶିକ୍ଷକ ଦିବ୍ୟଲୋଚନ ଥନାପତି । କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ  ଶିକ୍ଷକ  ହିମାଂଶୁ ହନୁମାନ, ନେତ୍ରାନନ୍ଦ ପଧାନ, ପୁସ୍ତମ ଜୁଆଡି, ସୂର୍ଯ୍ୟଭାନୁ ମେହେର, ହିତେଶ କୁମାର ସାହୁ,  ବିଷ୍ଣୁ ପାଣିଗ୍ରାହୀ, ସୁନିତା ଥପା  ଓ ବିଭୁତି ସାହୁ । 


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like