-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଦେଶ ବିଦେଶ

ଭାରତ-ଚୀନ କୋର କମାଣ୍ଡରସ୍ତରୀୟ ୮ମ ବୈଠକ ଆଜି, ଏହି ପ୍ରସଙ୍ଗରେ ହୋଇପାରେ ଆଲୋଚନା!!*

06-Nov-2020



ଲଦ୍ଦାଖରେ ଉତ୍ତେଜନା ଜାରି ଥିବା ବେଳେ ଭାରତୀୟ ସେନା ଶୁକ୍ରବାର ହେବାକୁ ଥିବା କୋର କମାଣ୍ଡସ୍ତରୀୟ ୮ମ ଆଲୋଚନାରେ ଯୋଗଦେବ । ଏହି ଆଲୋଚନାରେ ଭାରତ ଚୀନ ସୈନିକ ପୂର୍ଣ୍ଣ ଭାବେ ଫେରିଯିବାକୁ ଯୋର ଦେଇପାରେ । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ବୈଠକ ଶୁକ୍ରବାର ସକାଳ ସାଢ଼େ ୯ଟାରୁ ଲଦ୍ଦାଖରେ ବାସ୍ତବିକ ନିୟନ୍ତ୍ରଣ ରେଖା (ଏଲଏସି)ର ଭାରତୀୟ ଅଂଚଳ ଚୁଶୁଲରେ ଅନୁଷ୍ଠିତ ହେବ!! ପୂର୍ବ ଲଦ୍ଦାଖରେ ଭୀଷଣ ଶୀତ ସମୟରେ ଏବେ ପାଖାପାଖି ୫୦ ହଜାର ସୈନିକ ମୁତୟନ ଅଛନ୍ତି । ତେଣୁ କୌଣସି ସ୍ଥିତିରେ ଏହି ଉତ୍ତେଜନା ହ୍ରାସ କରିବାକୁ ବୈଠକରେ ଆଲୋଚନା ହେବ । ଦୀର୍ଘ ୬ ମାସ ହେବ ଏଠାରେ ଉତ୍ତେଜନା ଜାରି ଥିବା ଉଭୟ ଦେଶ ମଧ୍ୟରେ ବିଗତ ଦିନରେ ୭ଟି ପର୍ଯ୍ୟାୟର ଆଲୋଚନା ବିଫଳ ହୋଇଛି । ଚୀନ ମଧ୍ୟ ପାଖାପାଖି ୫୦ ହଜାର ସୈନିକ ମୁତୟନ କରିଛି!! ସୂଚନାଯୋଗ୍ୟ, ପୂର୍ବରୁ ଅକ୍ଟୋବର ୧୨ ତାରିଖରେ ଉଭୟ ଦେଶ ମଧ୍ୟରେ ବୈଠକ ହୋଇଥିଲା । ନୂତନ ଯୁଗର ଭାରତ ଚୀନର ଆଖିରେ ଆଖି ମିଶାଇ ଭଲ ଭାବରେ ବୁଝାଇ ଦେଇଛି ଯେ, ବିସ୍ତାରବାଦ ସହିତ ଜଡ଼ିତ ତାର କୌଣସି ଷଡ଼ଯନ୍ତ୍ର କାମ କରିବ ନାହିଁ । ଭାରତର ଏକ ଇଞ୍ଚ ଜମି ଜବରଦଖଲ କରିବା ପୂର୍ବରୁ ଚୀନକୁ ଅନେକ ଥର ଚିନ୍ତା କରିବାକୁ ପଡ଼ିବ । ସୀମା ବିବାଦ ଶେଷ କରିବା ଲାଗି ପାୱାର ଚାଇନା ଷ୍ଟଡି ଗ୍ରୁପ ଗଠନ କରାଯାଇଛି । ନୂଆଦିଲ୍ଲୀ ତରଫରୁ ବେଜିଂ ଉପରେ କ୍ରମାଗତ ଭାବେ ଚାପ ପ୍ରୟୋଗ କରାଯାଉଛି । ଯେକୌଣସି ସ୍ଥତିରେ ଚୀନକୁ ଲଦ୍ଦାଖ ଏବଂ ପୂରା ଅଂଚଳରେ ୨୦୨୦ ଏପ୍ରିଲ ପୂର୍ବ ସ୍ଥିତି ଅଣାଯିବାକୁ ଉଦ୍ୟମ ହୋଇଛି!!*


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like