-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ସମ୍ପନ୍ନ

14-Nov-2021



ବଲାଙ୍ଗିର (ପ୍ରେରଣା ଖବର)- ଶିଶୁମାନଙ୍କ କଳା ପ୍ରତିଭାକୁ ଲୋକଲୋଚନକୁ ଆଣିବା ସହ ସେମାନଙ୍କ ସର୍ବାଙ୍ଗୀନ ବିକାଶ ଉଦ୍ଦେଶ୍ୟରେ ସମଗ୍ର ଶିକ୍ଷା ଅଭିଯାନ ତରଫରୁ ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଠାରେ   ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ  ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁଶାନ୍ତ ସିଂ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ ।  ଅତିଥି

ଭାବେ ଜିଲ୍ଲା ପ୍ରକଳ୍ପ ସଂଯୋଜକ ତଥା ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ଚନ୍ଦ୍ର ମେହେର,  ପୃଥ୍ୱୀରାଜ ହାଇସ୍କୁଲର ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠୀ   ଯୋଗଦେଇ ଶିଶୁମାନଙ୍କର ବୌଦ୍ଧିକ ଓ ମାନସିକ ଶକ୍ତିର ବିକାଶ ନିମନ୍ତେ ସୁରଭି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କୁ ଆକୃଷ୍ଟ କରିଛି ବୋଲି ନିଜ ବକ୍ତବ୍ୟରେ କହିଥିଲେ । ଉତ୍ସବ ଅବସରରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗୀତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଆୟୋଜିତ ଏହି ପ୍ରତିଯୋଗୀତାରେ  ଚିତ୍ରାଙ୍କନରେ ରାଜେଶ ସାଏ,  ବାଗ୍ମିତାରେ ସ୍ନେହା କୁମ୍ଭାର, ପ୍ରବନ୍ଧରେ ପ୍ରତ୍ୟୁଷ କୁମାର ନାଏକ,  ସଙ୍ଗୀତରେ ଅଜୟ ଚନ୍ଦନ ଏବଂ ଦଳଗତ ନୃତ୍ୟରେ ଓଏଭି ପଥରଚେପା ପ୍ରଥମ ସ୍ଥାନ ଅଧିକାର କରିଥିଲେ ।    ମଞ୍ଚ ପରିଚାଳନା କରିଥିଲେ ବି. ଯସ୍ମିନ  ଜଲି, ଶର୍ମିଷ୍ଠା ହୋତା । ବିଚାରକ ଭାବରେ ଇଟିଇଆଇ ର ଡ. ସୁଧାଂଶୁବାଳା ତ୍ରିପାଠୀ, ଆରତୀ ସାହୁ, ଡ. ସୁଧୀର ସାହୁ, ଚିତ୍ରଶିଳ୍ପୀ ବାସୁଦେବ ମେହେର, ଦିଲିପ ସିଂ ଦେଓ, ସୁଷମା ଉଦଗାତା, କଳ୍ପନା ତ୍ରିପାଠୀ, ସଂସ୍କୃତି ପଟ୍ଟନାୟକ, ଯସ୍ମିନ ଜଲି, ଯାଜ୍ଞସେନୀ ମହାପାତ୍ର, ଦୀପକ ବରାଳ, ମୂରଲିଧାରୀ ପତି, ପିତବାସ ପଣ୍ଡା, ରାମଗୋପାଲ ଖମାରୀ ଶର୍ମା ଯୋଗ ଦେଇଥିଲେ । ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା,  ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର,  ଶିକ୍ଷାବିତ ସନାତନ ଠାକୁର, ସମସ୍ତ ବ୍ଲକର ବିଇଓ, ଏବିଇଓ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠୀ ଯୋଗ ଦେଇ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ ।  ଜିଲ୍ଲା ବିଜ୍ଞାନ ତତ୍ତ୍ୱାବଧାରକ ସରୋଜ ନାୟକ, ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ବିଆରସିସି, ସିଆରସିସି ଓ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଗାଇଡ୍ ଶିକ୍ଷକ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like